୪୫, ୦୨୭ ଭୋଟରେ ଅନୁଭବ ଆଗରେ

କେନ୍ଦ୍ରାପଡ଼ା ଅଫିସ୍‌, ୨୩।୫- କେନ୍ଦ୍ରାପଡ଼ା ଲୋକ ସଭା ଆସନରେ ବିଜେଡି ଆଗରେ ରହିଛି। ବିଜେଡି ପ୍ରାର୍ଥୀ ଅନୁଭବ ମହାନ୍ତି ୧,୫୩,୦୦୧ ଭୋଟ ପାଇଥିବା ବେଳେ ଭାଜପା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ୧,୦୭,୯୭୪ ଭୋଟ ପାଇଛନ୍ତି। ଅନୁଭବ ଏବେ ସୁଦ୍ଧା ବୈଜୟନ୍ତଙ୍କଠାରୁ ୪୫,୦୨୭ ଭୋଟରେ ଆଗରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନ ମାଝୀଙ୍କ ଶପଥ ଗ୍ରହଣ LIVE

ଭୁବନେଶ୍ୱର,୧୨।୬: ଆଉ କିଛି ସମୟର ଅପେକ୍ଷା। ଓଡ଼ିଶା ପାଇବାକୁ ଯାଉଛି ନୂଆ ମୁଖ୍ୟମନ୍ତ୍ରୀ। ଭାରତୀୟ ଜନତା ପାର୍ଟିର ପ୍ରଥମ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶପଥ...

ଖଣି ଦୁର୍ନୀତି କଥା ଉଠାଇ ବୋମାମାଡ଼ର ଶିକାର ହୋଇଥିଲେ ମୋହନ

ଭୁବନେଶ୍ୱର/କେନ୍ଦୁଝର,୧୨ା୬ (ସୁନିତ୍‌ ମିଶ୍ର/ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲାର ଟାଣୁଆ ନେତା ତଥା ବିଧାୟକ ମୋହନ ଚରଣ ମାଝୀ ଓଡ଼ିଶାର ୧୫ତମ ମୁଖ୍ୟମନ୍ତ୍ରୀ ଭାବେ ବୁଧବାର ଶପଥ...

ଓଡ଼ିଶାର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ହେବେ ପ୍ରଭାତୀ ପରିଡ଼ା, ଜାଣନ୍ତୁ ତାଙ୍କର ଶିକ୍ଷାଗତ ଯୋଗ୍ୟତା, ରାଜନୈତିକ ଯାତ୍ରା…

ନିମାପଡ଼ା,୧୧।୬ (ବିଚିତ୍ରାନନ୍ଦ ସାହୁ): ନିମାପଡ଼ା ମାଟିର ବୋହୂ ତଥା ନିମାପଡ଼ା ନିର୍ବାଚନମଣ୍ଡଳୀର ପ୍ରଥମ ମହିଳା ବିଧାୟିକା ପ୍ରଭାତୀ ପରିଡ଼ା ରାଜ୍ୟର ନୂତନ ଭାଜପା ସରକାରରେ ଉପମୁଖ୍ୟମନ୍ତ୍ରୀ...

ଭାଜପାର ପ୍ରଥମ ସରକାରରେ କିଏ ସବୁ ହେବେ ମନ୍ତ୍ରୀ: ଲିଷ୍ଟ୍‌ରେ ଅଛି ଏସବୁ ନାଁ

ଭୁବନେଶ୍ୱର,୧୧।୬:ରାଜ୍ୟରେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ କିଏ ହେବ ସେନେଇ ସସ୍‌ପେନ୍ସ ଲାଗି ରହିଛି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଆଜି ବିଧାୟକ ଦଳ ବୈଠକ ୪ଟା ୩୦...

କିଏ ହେବେ ମୁଖ୍ୟମନ୍ତ୍ରୀ? ଆଜି ହୋଇଯିବ ସ୍ପଷ୍ଟ

ଭୁବନେଶ୍ୱର,୧୧ା୬(ସୁନିତ୍‌ ମିଶ୍ର):ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ମଙ୍ଗଳବାର ବିଧାୟକ ଦଳ ବୈଠକ ୪ଟା ୩୦ ମିନିଟ୍‌ରେ ଅନୁଷ୍ଠିତ ହେବ। ଏହି ବୈଠକରେ ପର୍ଯ୍ୟବେକ୍ଷକ ଭାବେ କେନ୍ଦ୍ରରୁ ଦାୟିତ୍ୱ...

ନୂଆ ମୁଖ୍ୟମନ୍ତ୍ରୀ କେତେବେଳେ ନେବେ ଶପଥ: ହେଲା ସମୟ ନିର୍ଘଣ୍ଟ

ଭୁବନେଶ୍ବର,୧୦।୬: ଓଡ଼ିଶାରେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ସସ୍‌ପେନ୍ସ ଲାଗିରହିଛି। ଭୁବନେଶ୍ୱରରୁ ନୂଆଦିଲ୍ଲୀ ପର୍ଯ୍ୟନ୍ତ ବୈଠକ ପରେ ବୈଠକ ଚାଲିଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ...

ଗିରିଶ ମୁର୍ମୁ ହେବେ କି ଓଡ଼ିଶାର ମୁଖ୍ୟମନ୍ତ୍ରୀ: ଖୋଲାଖୋଲି ଏମିତି କହିଦେଲେ ତୋମାର

ଭୁବନେଶ୍ବର,୧୦।୬:ଓଡ଼ିଶାର ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ସସପେନ୍ସ ଲାଗିରହିଛି। ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ଏବେ...

କିଏ ହେବେ ରାଜ୍ୟର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ: ତର୍ଜମା କରିବେ ଏହି ୨ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ବର,୯।୬:ଓଡ଼ିଶାର ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ସସପେନ୍ସ ଲାଗିରହିଛି। ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ଏବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri