୪୬ ବର୍ଷରେ ଟ୍ବିଙ୍କିଲ୍‌: ଫିଲ୍ମ ଫ୍ଲପ୍‌ ହେବାରୁ ଅକ୍ଷୟଙ୍କୁ କରିଥିଲେ ବିବାହ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଟ୍ବିଙ୍କିଲ୍‌ ଖାନ୍ନା ରବିବାର ୪୬ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୩ ଡିସେମ୍ବର ୨୯ରେ ସେ ମୁମ୍ବାଇର ଜଶଲୋକ୍‌ ହସ୍ପିଟାଲରେ ଜନ୍ମଗ୍ରହଣ କରିଥିଲେ। ଫିଲ୍ମ ବରଶାତ୍‌ରେ ସେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ଏହାପରେ ଜୁଲ୍ମୀ, ବାଦଶାହ, ଇଣ୍ଟରନ୍ୟାସନାଲ୍‌ ଖିଲାଡ଼ି ଆଦି କିଛି ଫିଲ୍ମରେ ଟ୍ବିଙ୍କିଲ୍‌ ଅଭିନୟ କରି ମଧ୍ୟ ସଫଳତା ସାଉଁଟି ପାରି ନ ଥିଲେ। ତାଙ୍କର ମେଲା ଫିଲ୍ମ ବକ୍ସ୍‌ ଅଫିସ୍‌ରେ ଫ୍ଲପ୍‌ ହେବା ପରେ ସେ ବାଧ୍ୟ ହୋଇ ଅକ୍ଷୟ କୁମାରଙ୍କୁ ବିବାହ କରିଥିଲେ। ତେବେ ଦୁହିଁଙ୍କ ମଧ୍ୟରେ ପ୍ରଥମ ସାକ୍ଷାତ୍‌ ଏକ ଫିଲ୍ମଫେୟାର ଉତ୍ସବରେ ହୋଇଥିଲା। ପ୍ରଥମ ଦେଖାରେ ଉଭୟ ପରସ୍ପରକୁ ପସନ୍ଦ କରିଥିଲେ। ଦୁହିଁଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ନେଇ ବଲିଉଡ୍‌ରେ ଢ଼େର୍‌ ଚର୍ଚ୍ଚା ମଧ୍ୟ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି କଲେ ଦୀପିକା ପାଦୁକୋନ: ଉତ୍ସାହିତ ହୋଇପଡ଼ିଲେ ପ୍ରଶଂସକ

ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ଅନେକ ଦିନ ହେବ ସୋସିଆଲ ମିଡିଆରୁ ଦୂରେଇ ଯାଇଥିଲେ। ନିକଟରେ ସେ ଜଣେ ଅଭିନେତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଏହାପରେ...

ଶବାନାଙ୍କ ଚରିତ୍ରରେ ନଜର ଆସିବେ ସ୍ବରା

ମୁମ୍ବାଇ: ୧୯୮୨ରେ ପରଦାକୁ ଆସିଥିବା ମହେଶ ଭଟ୍ଟଙ୍କ ଫିଲ୍ମ ‘ଅର୍ଥ’ର ରିମେକ୍‌ ହେବାକୁ ଯାଉଛି। ପୂର୍ବ ଫିଲ୍ମରେ ଶବାନା ଆଜମୀ, ସ୍ମିତା ପାଟିଲ, ରାଜ କିରଣ...

କରୋନାରୁ ସୁସ୍ଥ ହେଲେ ଜେନେଲିଆ

ମୁମ୍ବାଇ,୩୦।୮-ବଲିଉଡ ଅଭିନେତ୍ରୀ ଜେନେଲିଆ ଦେଶମୁଖ ଶନିବାର କରୋନାରୁ ସୁସ୍ଥ ହୋଇଛନ୍ତି। ଏ ନେଇ ସେ ଟୁଇଟ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଗତ ତିନି...

ସନି@୬୩: ଆଜି ବି ଦର୍ଶକଙ୍କ ପାଇଁ ଅଭୁଲା ତାଙ୍କ ଡାଏଲଗ୍‌

ନିଜର ଆକ୍ସନ୍‌ ଅନ୍ଦାଜ, ଡାଏଲଗ୍‌ ପାଇଁ ଲକ୍ଷ ଲକ୍ଷ ପ୍ରଶଂସକଙ୍କ ହୃଦୟ ଜିଣି ପାରିଥିବା ଅନ୍ୟତମ ବଲିଉଡ୍‌ ଅଭିନେତା ହେଉଛନ୍ତି ସନି ଦେଓଲ। ଅକ୍ଟୋବର ୧୯ରେ...

କୋଲକାତାର ଏହି କଲେଜରେ ପଢ଼ିବେ ସନ୍ନି ଲିଓନି ! କହିଲେ ‘ଆଶାକରେ ତୁମେମାନେ ମୋ କ୍ଲାସରେ ଥିବ’

ବମ୍ବେ: ଚର୍ଚ୍ଚାରେ ବଲିଉଡ୍‌ ଅଭିନେତ୍ରୀ ସନ୍ନି ଲିଓନି। କୋଲକାତାର ଏକ କଲେଜରେ ବିଏ ଆଡମିଶନ୍‌ ପାଇଁ ଓ୍ବେବ୍‌ସାଇଟ୍‌ରେ ପ୍ରକାଶିତ ପ୍ରଥମ ମେରିଟ୍‌ ଲିଷ୍ଟରେ ତାଙ୍କ ନାମ...

ଶହୀଦ ସେନାଙ୍କ ଉଦ୍ଦେଶ୍ୟରେ ସଂସ୍କୃତରେ ଶ୍ଳୋକ ଲେଖିଲେ ପ୍ରିୟଙ୍କା

ମୁମ୍ବାଇ: ଭାରତ-ଚାଇନା ସୀମା ବିବାଦକୁ ନେଇ ଲଦ୍ଦାଖର ଗଲଓ୍ବାନ ଘାଟିରେ ଶହୀଦ ହୋଇଥିବା ୨୦ ସେନାଙ୍କୁ ଦେଶ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛି। ବଲିଉଡ୍‌ ସେଲିବ୍ରିଟି ଅକ୍ଷୟ...

ଆଜି ବି ବସ୍‌ ଚଲାଉଛନ୍ତି ଏହି ପ୍ରସିଦ୍ଧ କଳାକାରଙ୍କ ବାପା: କୁହନ୍ତି ଏପରି

ପରଦାରେ କେଜିଏଫ୍‌ ରିଲିଜ ହେବାପରେ ଫିଲ୍ମର କାହାଣୀ ଏବଂ ଆକ୍ସନ ଲୋକମାନଙ୍କ ମଧ୍ୟରେ ଏକ ଉତ୍ସାହ ସୃଷ୍ଟି କରିଥିଲା। ବିଶେଷଭାବେ ଲୋକଙ୍କ ଧ୍ୟାନ ଏହି ଚଳଚ୍ଚିତ୍ରର...

ଗିରଫ ହୋଇପାରନ୍ତି ଅଭିନେତ୍ରୀ ଅମୀଷା ପଟେଲ

ବଲିଉଡ୍‌ ଅଭିନେତ୍ରୀ ଅମୀଷା ପଟେଲ ଏକ ବଡ଼ ସମସ୍ୟାରେ ପଡ଼ିଛନ୍ତି। ଏପରିକି ସେ ଗିରଫ ମଧ୍ୟ ହୋଇପାରନ୍ତି ବୋଲି କୁହାଯାଉଛି। ଅମୀଷା ଏବଂ ତାଙ୍କ ବନ୍ଧୁ...

Play 250+ Trending Games
Archives

Model This Week

Why Dharitri