୪୬ ବର୍ଷରେ ଟ୍ବିଙ୍କିଲ୍‌: ଫିଲ୍ମ ଫ୍ଲପ୍‌ ହେବାରୁ ଅକ୍ଷୟଙ୍କୁ କରିଥିଲେ ବିବାହ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଟ୍ବିଙ୍କିଲ୍‌ ଖାନ୍ନା ରବିବାର ୪୬ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୩ ଡିସେମ୍ବର ୨୯ରେ ସେ ମୁମ୍ବାଇର ଜଶଲୋକ୍‌ ହସ୍ପିଟାଲରେ ଜନ୍ମଗ୍ରହଣ କରିଥିଲେ। ଫିଲ୍ମ ବରଶାତ୍‌ରେ ସେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ଏହାପରେ ଜୁଲ୍ମୀ, ବାଦଶାହ, ଇଣ୍ଟରନ୍ୟାସନାଲ୍‌ ଖିଲାଡ଼ି ଆଦି କିଛି ଫିଲ୍ମରେ ଟ୍ବିଙ୍କିଲ୍‌ ଅଭିନୟ କରି ମଧ୍ୟ ସଫଳତା ସାଉଁଟି ପାରି ନ ଥିଲେ। ତାଙ୍କର ମେଲା ଫିଲ୍ମ ବକ୍ସ୍‌ ଅଫିସ୍‌ରେ ଫ୍ଲପ୍‌ ହେବା ପରେ ସେ ବାଧ୍ୟ ହୋଇ ଅକ୍ଷୟ କୁମାରଙ୍କୁ ବିବାହ କରିଥିଲେ। ତେବେ ଦୁହିଁଙ୍କ ମଧ୍ୟରେ ପ୍ରଥମ ସାକ୍ଷାତ୍‌ ଏକ ଫିଲ୍ମଫେୟାର ଉତ୍ସବରେ ହୋଇଥିଲା। ପ୍ରଥମ ଦେଖାରେ ଉଭୟ ପରସ୍ପରକୁ ପସନ୍ଦ କରିଥିଲେ। ଦୁହିଁଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ନେଇ ବଲିଉଡ୍‌ରେ ଢ଼େର୍‌ ଚର୍ଚ୍ଚା ମଧ୍ୟ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍ଦ୍ରଜାଲ

ମଣିଷ ଜୀବନରେ ଅନେକ ଘଟଣା ଘଟିଥାଏ। ବେଳେବେଳେ ସେହି ଘଟଣା ମଧ୍ୟରୁ କେତେକ ପରବର୍ତ୍ତୀ ସମୟରେ ସମସ୍ୟା ସୃଷ୍ଟି କରେ। ଆଉ ତାହାର ଆଶାତୀତ ଦଣ୍ଡ...

ଶାହାରୁଖଙ୍କ ଜନ୍ମଦିନରେ ପୁଣି ରିଲିଜ ହେବ ‘ଦିଲଓ୍ବାଲେ ଦୁଲ୍‌ହନିଆଁ ଲେ ଜାଏଗେଁ’

ବମ୍ବେ: ବଲିଉଡ୍‌ ବାଦ୍‌ଶାହ ଶାହାରୁଖଙ୍କ ଜନ୍ମଦିନରେ ପୁଣି ଥରେ ରିଲିଜ ହେବ ‘ଡିଡିଏଲ୍‌ଜେ’। ଅଭିନେତାଙ୍କ ଏହି ଆଇକନିଂ ଫିଲ୍ମ ‘ଦିଲଓ୍ବାଲେ ଦୁଲ୍‌ହନିଆଁ ଲେ ଯାଏଗେଁ’କୁ ସିନେମାଘରେ...

ଇଂଲଣ୍ଡରୁ ଫେରିଲେ ଟିଏମ୍‌ସି ଏମ୍‌ପି: ଏବେ ପରିବାରଠାରୁ ୭ଦିନ ଯାଏଁ ରହିବେ ଅଲଗା

କୋଲକାତା,୧୮।୩: କୋଲକାତାର ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ଏମ୍‌ପି ତଥା ବଙ୍ଗୀୟ ଅଭିନେତ୍ରୀ ମିମି ଚକ୍ରବର୍ତ୍ତୀ ମଙ୍ଗଳବାର ଇଂଲଣ୍ଡରୁ ଭାରତକୁ ଫେରିଛନ୍ତି। କୋଲକାତା ବିମାନବନ୍ଦରରେ ପହଞ୍ଚିବା ପରେ...

ବମ୍ବେ ହାଇକୋର୍ଟରେ ଜାମିନ ଆବେଦନ କଲେ ଶିଜାନ: ୩୦ରେ ଶୁଣାଣି

ମୁମ୍ବାଇ,୨୩।୧: ଟେଲିି ଅଭିନେତ୍ରୀ ତୁନିଶା ଶର୍ମା ମାମଲାରେ ଗିରଫ ହୋଇଥିବା ଅଭିଯୁକ୍ତ ଶିଜାନ ଖାନ ଜାମିନ ପାଇଁ ସୋମବାର ବମ୍ବେ ହାଇକୋର୍ଟରେ ଆବେଦନ କରିଛନ୍ତି। ଯାହା...

ଇଲିଆନାଙ୍କ ଟୁଇଟର ହ୍ୟାକ୍‌

ବଲିଉଡ୍‌ ବିୟୁଟି ଇଲିଆନା ଡି’କ୍ରୁଜ୍‌ଙ୍କ ଟୁଇଟର ଆକାଉଣ୍ଟ ହ୍ୟାକ ହୋଇଛି। ଏ ସମ୍ପର୍କରେ ‘ଦି ବିଗ୍‌ ବୁଲ୍‌’ ଅଭିନେତ୍ରୀ ତାଙ୍କ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ସୂଚନା ଦେଇଛନ୍ତି।...

ଖୁବ୍‌ଶୀଘ୍ର କାମକୁ ଫେରିବେ ରାମ୍‌ କପୁର

ଅଭିନେତା ନକୁଲ ମେହେଟ୍ଟା ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ବଡେ ଅଛେ ଲଗତେ ହେ ସିଜିନ୍‌ ୨ରେ ଅଧିକ ଲୋକ ପ୍ରିୟ ହାସଲ କରିଥିବା ନକୁଲ ପ୍ରତ୍ୟେକ...

ଏହି ସୁପରହିଟ୍‌ ଗୀତର ଶୁଟିଂ ସମୟରେ ଅସୁବିଧାରେ ପଡ଼ିଥିଲେ ରବୀନା

ମୁମ୍ବାଇ: ୧୯୯୪ରେ ରିଲିଜ୍‌ ହୋଇଥିବା ଫିଲ୍ମ ‘ମୋହରା’ ସମସ୍ତ ଦର୍ଶକଙ୍କ ନିଶ୍ଚିତ ମନେଥିବ। ଏହି ଫିଲ୍ମରେ ରବୀନା ଟଣ୍ଡନ ଏବଂ ଅକ୍ଷୟ କୁମାର ଜବରଦସ୍ତ ଅଭିନୟ...

ଲୁକ୍‌କୁ ନେଇ ଚର୍ଚ୍ଚାରେ ଏହି ଅଭିନେତ୍ରୀ

ମୁମ୍ବାଇ : ବଲିଉଡ୍‌ର ଜଣାଶୁଣା ଅଭିନେତ୍ରୀ ମୌନୀ ରାୟ ଆଜିକାଲି ନିଜର ଫଟୋ ଏବଂ ଭିଡିଓକୁ ନେଇ ଚର୍ଚ୍ଚାରେ ରହୁଛନ୍ତି। ଏବେ ମୌନୀ କିଛି ଫଟୋ...

Advertisement
Archives

Model This Week