୪୬ ବର୍ଷରେ ପ୍ରଥମଥର ମାଆଙ୍କ ହାତ ତିଆରି ଖାଦ୍ୟ ଖାଇଲେ ଟ୍ବିଙ୍କଲ

ମୁମ୍ବାଇ: ବଲିଉଡ୍‌ଠାରୁ ବେଶ୍‌ କିଛିଦିନ ହେବ ଦୂରେଇ ରହିଥିବା ଟ୍ବିଙ୍କଲ ଖାନ୍ନା ସୋସିଆଲ ମିଡିଆରେ କିନ୍ତୁ ବେଶ୍‌ ଆକ୍ଟିଭ। ଅଧିକାଂଶ ସମୟରେ ସେ ସୋସିଆଲ ମିଡିଆରେ କିଛି ନା କିଛି ପୋଷ୍ଟ କରୁଥିବା ଦେଖାଯାଏ। ନିକଟରେ ସେ ଏମିତି ଏକ ଫଟୋ ଶେୟାର କରିଛନ୍ତି ଯେଉଁଥିରୁ ଜାଣିବାକୁ ମିଳିଛି ଟ୍ବିଙ୍ଗଲ ୪୬ ବର୍ଷ ମଧ୍ୟରେ ପ୍ରଥମଥର ତାଙ୍କ ମାଆଙ୍କ ହାତ ତିଆରି ଖାଦ୍ୟ ଖାଇଛନ୍ତି। ଫଟୋରେ ଏକ କାଚ ପାତ୍ରରେ ଫ୍ରାଏଡ ରାଇସ୍‌ ଥୁଆ ହୋଇଥିବା ଦେଖାଯାଇଛି। ଏହାସହ ଟ୍ବିଙ୍ଗଲ ଲେଖିଛନ୍ତି, ୪୬ ବର୍ଷ ଲାଗିଗଲା ମା’ଙ୍କୁ, ମହାମାରୀ ହେଲା, ଲକ୍‌ଡାଉନ ବଢିଲା, ଏହାପରେ ଯାଇ ମା’ ମୋ ପାଇଁ କିଛି ଖାଦ୍ୟ ପ୍ରସ୍ତୁତ କଲେ। ଏବେ ମୋତେ ଲାଗୁଛି କାହିଁ ଲୋକେ ମାଆଙ୍କ ହାତ ତିଆରି ଖାଦ୍ୟ ଖାଇବାକୁ ପସନ୍ଦ କରନ୍ତି। ଟ୍ବିଙ୍କଲଙ୍କର ଏହି ପୋଷ୍ଟକୁ କେବଳ ତାଙ୍କର ପ୍ରଶଂସକ ନୁହେଁ ବରଂ ବଲିଉଡ୍‌ର କେତେଜଣ ସେଲିବ୍ରିଟି ମଧ୍ୟ ପସନ୍ଦ କରିଛନ୍ତି ଓ ଏହାକୁ ନେଇ କମେଣ୍ଟସ୍‌ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କୁ ମିଳିଲା ବଡ଼ ସମ୍ମାନ, ଏମିତି ସମ୍ମାନ ପାଇବାରେ ସେ ହେଲେ ପ୍ରଥମ ରାଷ୍ଟ୍ରପତି

ଓ୍ବାଶିଂଟନ,୧୦।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କ ସମର୍ଥକଙ୍କ ଦ୍ୱାରା ଜାତୀୟ ସ୍ମାରକୀ ଠାରୁ ଆରମ୍ଭ କରି ନୋଟ ପର୍ଯ୍ୟନ୍ତ ସବୁଠି ତାଙ୍କ ନାମ ଏବଂ…

କିଏ ଏହି ମହିଳା ଖେଳାଳି? ଯାହାଙ୍କ ବ୍ୟାଟରେ ଅଟୋଗ୍ରାଫ୍ ଦେଲେ ମୋଦି

ନୂଆଦିଲ୍ଲୀ,୧୦।୭: ଅଷ୍ଟ୍ରେଲିଆ ଗସ୍ତର ତୃତୀୟ ଦିନରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ ପରିଦର୍ଶନ କରିଥିଲେ, ଯେଉଁଠାରେ ସେ ଅନେକ ଖେଳାଳିଙ୍କୁ ଭେଟିଥିଲେ। ସେ ଯେଉଁ…

ପୋଲିସକୁ ଚିହ୍ନିବେ କେମିତି? କନଷ୍ଟେବଳଙ୍କଠାରୁ ଆରମ୍ଭ କରି ଆଇଜି-ଡିଜି ପର୍ଯ୍ୟନ୍ତ ଜାଣନ୍ତୁ ଏହି…

ପୋଲିସ ବିଭାଗରେ ଅନେକ ପଦ ପଦବୀ ରହିଛି। ମାତ୍ର ସାଧାରଣ ଲୋକଟିଏ ଏହି ଖାକି ପୋଷାକରୁ ସେମାନେ କିଏ କେଉଁ ପଦବୀରେ ଅଛନ୍ତି ଜାଣିବା ପାଇଁ ବେଳେବେଳେ…

ଆନ୍ଧ୍ରପ୍ରଦେଶରେ କରୋନା ଆକ୍ରାନ୍ତ ଚିହ୍ନଟ! ଟିକା ନେବା ପରେ ବି ୪ ସଂକ୍ରମିତ, ୨ ଜଣଙ୍କ ଜୀବନ ଗଲା…

ଅମରାବତୀ,୧୦।୭: ଆନ୍ଧ୍ରପ୍ରଦେଶରୁ ଆସିଛି ଚିନ୍ତାଜନକ ଖବର। ଦେଶରେ ପୁଣିଥରେ ମାରାତ୍ମକ କରୋନା ଭାଇରସ ଫେରିବାର ସଙ୍କେତ ମିଳିଛି। ରାଜ୍ୟର କଡ଼ପ୍ପା ଜିଲାରେ କୋଭିଡ-୧୯ର କିଛି ନୂଆ ମାମଲା…

ଗୋଟିଏ ପରେ ଗୋଟିଏ ଭୁଲ କରୁଛନ୍ତି ଗୌତମ ଗମ୍ଭୀର-ଶ୍ରେୟସ ଆୟର! ଟିମ ଇଣ୍ଡିଆର ପରିସ୍ଥିତି ଆହୁରି ଖରାପ ହୋଇ ଯିବନାହିଁ ତ…

ନୂଆଦିଲ୍ଲୀ,୧୦।୭: ୨୦୨୬ ଟି୨୦ ବିଶ୍ୱକପ ଜିତିବା ପରେ ଭାରତୀୟ କ୍ରିକେଟ ଦଳ ବିଜୟରେ ଅଭ୍ୟସ୍ତ ହୋଇଯାଇଥିଲା; ସିରିଜ ହାରିବା ପ୍ରଶ୍ନବାଚୀ ବାହାରେ ଥିଲା। ତା’ପରେ ଶ୍ରେୟସ ଆୟର…

୨୦ ଦିନରେ ୨ ପିଢିକୁ ହରାଇଲା ଆମ ପରିବାର…ରାଷ୍ଟ୍ରପତିଙ୍କୁ ଭାବପ୍ରବଣ ଇମେଲ ପଠାଇଲେ କେତନଙ୍କ ପିତା

ପୁନେ,୧୦।୭: ମହାରାଷ୍ଟ୍ରର ପୁଣେରୁ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାରେ ନ୍ୟାୟ ପାଇଁ ଆବେଦନ ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟରେ ପହଞ୍ଚିଛି। କେତନଙ୍କ ପିତା ବିଶାଲ ଅଗ୍ରୱାଲ…

ଟଙ୍କିକିଆ ମୁଦ୍ରା ତିଆରି କରିବାରେ ଏତିକି ଟଙ୍କା ଖର୍ଚ୍ଚ କରନ୍ତି ସରକାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୭: ଟଙ୍କିକିଆ ମୁଦ୍ରା ଦୈନନ୍ଦିନ କାରବାରରେ ସବୁଠୁ ଅଧିକ ବ୍ୟବହାର ହୁଏ। ଏହାକୁ ତିଆରି କରିବାର ଖର୍ଚ୍ଚ ଏହାର ମୂଲ୍ୟଠାରୁ ଅଧିକ। ଭାରତୀୟ ରିଜର୍ଭ ବ୍ୟାଙ୍କ ଦ୍ୱାରା…

ପାଣ୍ଡିଆନଙ୍କ ଭେନେଜୁଏଲା ଗସ୍ତକୁ ନେଇ ବଢିଲାଣି ଚର୍ଚ୍ଚା, ଭୂମିକମ୍ପ ପରେ କାହିଁକି ଭେନେଜୁଏଲା ଯାତ୍ରା କରିଥିଲେ ଭାରତର ‘ସାଇକ୍ଲୋନ ମ୍ୟାନ’? ଜାଣନ୍ତୁ…

ନୂଆଦିଲ୍ଲୀ/କାରାକସ,୧୦।୭: ପୂର୍ବତନ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘନିଷ୍ଠ ସହଯୋଗୀ ଏବଂ ବିପର୍ଯ୍ୟୟ ପରିଚାଳନା ବିଶେଷଜ୍ଞ ଭିକେ ପାଣ୍ଡିଆନ ସମ୍ପ୍ରତି ଭୂମିକମ୍ପ ପ୍ରଭାବିତ ଭେନେଜୁଏଲା ଗସ୍ତ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri