Posted inଫୁରସତ

୪୭୨ ବର୍ଷ ପୁରୁଣା ଜେଲ୍‌ରେ ଏବେ ଅଛନ୍ତି ଜଣେ କଏଦୀ…

ଜେଲ୍‌ରେ ପୁଣି ଜଣେ ମାତ୍ର କଏଦୀ ଥିବା ଶୁଣିଲେ ଆଶ୍ଚର୍ଯ୍ୟ ଲାଗିଥାଏ। ତେବେ ଏହା ସତ୍ୟ ଡାମନ-ଡିୟୁରେ ଥିବା ୪୨୭ ବର୍ଷ ପୁରୁଣା ଦୁର୍ଗରେ ରହିଛି ଏକ ଜେଲ୍‌। ଏଠାରେ ଜଣେ ମାତ୍ର କଏଦୀ ରହିଛନ୍ତି। ଆରବ ସାଗର ମଝିରେ ଥିବା ଏହି ଜେଲ୍‌ରେ ୨୦୧୩ରେ ୭ ଜଣ କଏଦୀ ଥିଲେ। ସେମାନଙ୍କ ମଧ୍ୟରୁ ୨ ମହିଳା ଏବଂ ୫ ପୁରୁଷ ଥିଲେ। ସେମାନଙ୍କ ମଧ୍ୟରୁ ୪ ଜଣଙ୍କୁ ଅମରେଲୀ ଜେଲ୍‌କୁ ସ୍ଥାନାନ୍ତର କରାଯାଇଥିଲା। ଏହା ସହିତ ୨ ଜଣଙ୍କୁ ମୁକ୍ତ କରାଯାଇଥିଲା। ଏବେ ଜେଲ୍‌ରେ ଜଣେ ମାତ୍ର କଏଦୀ ରହିଯାଇଛନ୍ତି। ତାଙ୍କ ପାଇଁ ସ୍ଥାନୀୟ ରେଷ୍ଟୁରାଣ୍ଟ୍‌ରୁ ଖାଦ୍ୟ ଅଣାଯାଇଥାଏ। ଏଠାରେ ଥିବା କଏଦୀଙ୍କ ନାମ ହେଉଛି ଦୀପକ କଞ୍ଜି। ସ୍ତ୍ରୀଙ୍କୁ ଜହର ଦେଇ ମାରିଥିବା ଅଭିଯୋଗରେ ସେ ଜେଲ୍‌ରେ ଅଛନ୍ତି। ତାଙ୍କ ବିଚାର ଶେଷ ନ ହେବା ପର୍ଯ୍ୟନ୍ତ ସେ ଏଠାରେ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri