୪୭ ଆତଙ୍କବାଦୀ ନିହତ

କାଏରୋ,୧୭।୫: ଇଜିପ୍ଟର ସିନାଇ ଅଞ୍ଚଳରେ ଆତଙ୍କବାଦୀ ସଙ୍ଗଠନ ଆଇଏସ୍‌ ବିରୋଧରେ ସାମରିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାରୁ ୫୨ ଜଣଙ୍କ ପ୍ରାଣହାନି ଘଟିଛି। ୪୭ ଆତଙ୍କବାଦୀ ନିହତ ହୋଇଥିବାବେଳେ ୫ ସେନା କର୍ମୀ ପ୍ରାଣ ହରାଇଥିବା ଜଣାପଡ଼ିଛି। ଦକ୍ଷିଣ କେନ୍ଦ୍ରୀୟ ସିନାଇରେ ବିଭିନ୍ନ ପ୍ରକାର ବନ୍ଧୁକ, ବିସ୍ଫୋରକ ସାମଗ୍ରୀ ପାଖରେ ରଖି ଏହି ଆତଙ୍କବାଦୀମାନେ ହିଂସା ଘଟାଉଛନ୍ତି। ଇଜିପ୍ଟ ସୀମାରୁ ୧୫୮ ଜଣଙ୍କୁ ଗିରଫ ମଧ୍ୟ କରାଯାଇଛି। ସୁରକ୍ଷା କର୍ମୀଙ୍କୁ ଟାର୍ଗେଟ କରି ଖଞ୍ଜାଯାଇଥିବା ୩୮୫ ବିସ୍ଫୋରକ ସାମଗ୍ରୀକୁ ନିଷ୍କ୍ରିୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅକୁ ବାଜି ଲଗାଇ ବଳାତ୍କାରୀଙ୍କୁ ଧରିଲେ

ଇସ୍‌ଲାମାବାଦ,୧୬ା୧୧: ପାକିସ୍ତାନରୁ ଅଧିକାଂଶ ସମୟରେ ନକାରାମତ୍କ ଖବର ଆସିଥାଏ। ପଡ଼ୋଶୀ ଦେଶର ଆତଙ୍କବାଦ, ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ଓ ଦରଦାମ ବୃଦ୍ଧି ଆଦି ଖବର ଭାରତୀୟ...

ରୁଷିଆ ରାଷ୍ଟ୍ରପତିଙ୍କ ବିଳାଶପୂର୍ଣ୍ଣ ଜୀବନଶୈଳୀ, ମୋଟ ସମ୍ପତ୍ତି ମୂଲ୍ୟ ରହିଛି…

ମସ୍କୋ,୨୩।୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତି ସୃଷ୍ଟି ହୋଇଛି। ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦେଶକୁ ସମ୍ବୋଧନ କରି ୟୁକ୍ରେନର ପୂର୍ବ...

ନେପାଳ: ଶାସକ କମ୍ୟୁନିଷ୍ଟ ପାର୍ଟିରେ ବିଭାଜନ ଆଶଙ୍କା ଘନେଇଲା

କାଠମାଣ୍ଡୁ,୨।୧୧: ନେପାଳରେ ଶାସକ କମ୍ୟୁନିଷ୍ଟ ପାର୍ଟିରେ ବିଭାଜନ ଆଶଙ୍କା ଘନେଇବାରେ ଲାଗିଛି। ପ୍ରଧାନମନ୍ତ୍ରୀ କେ.ପି ଶର୍ମା ଓଲି ଏବଂ ପାର୍ଟିର ବରିଷ୍ଠ ନେତା ପୁଷ୍ପ କମଲ...

ଓସ୍କାର ଦୌଡ଼ରେ ସୁଦାନ ଫିଲ୍ମ

କାଇରୋ,୨୭ା୧୨: ଅନ୍ତର୍ଜାତୀୟ ପୁରସ୍କାର ଦୌଡ଼ରେ ଦୀର୍ଘଦିନରୁ ବାଦ୍‌ ପଡିଥିବା ସୁଦାନ ଏବେ ଏଥିରେ ପ୍ରବେଶ ପାଇଁ ପଦକ୍ଷେପ ନେଇଛି। ଓସ୍କାର ପୁରସ୍କାର ପାଇବାକୁ ସୁଦାନର ଫିଲ୍ମ...

ଭାରତକୁ ସ୍ବାଧୀନତା ଦିବସର ଅଭିନନ୍ଦନ ଜଣାଇଲା ଆମେରିକା

ଓ୍ବାଶିଂଟନ,୧୫।୮: ଭାରତ ଗୁରୁବାର ୭୩ତମ ସ୍ବାଧୀନତା ଦିବସ ଆନନ୍ଦ ଉଲ୍ଲାସର ସହ ପାଳନ କରୁଥିବା ବେଳେ ଏହି ଅବସରରେ ଭାରତର ମିତ୍ର ରାଷ୍ଟ୍ର ଆମେରିକା ମଧ୍ୟ...

୭ ଅକ୍ଟୋବର ପୂର୍ବରୁ ପୁଟିନଙ୍କୁ ହତ୍ୟା କରାଯିବା ନେଇ ଦାବି…

ମସ୍କୋ,୧୪।୧ : ସମ୍ପ୍ରତି ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବିଷୟରେ ତିନୋଟି ଭିନ୍ନ ଦାବି କରାଯାଉଛି। ପୁଟିନଙ୍କ ମୃତ୍ୟୁ ବିଷୟରେ ସମସ୍ତେ କେତେକ ଉଲ୍ଲେଖ କରିଛନ୍ତି।...

ନୂଆବର୍ଷରେ ପଠାଯାଇଛି ଶହେ ଅରବ ହ୍ବାଟସ୍‌ ଆପ୍‌ ମେସେଜ୍‌: ୨୦ ଅରବ ଭାରତୀୟଙ୍କର

ଓ୍ବାଶିଂଟନ,୪।୧: ନୂଆବର୍ଷ ଅବସରରେ ଭିନ୍ନ ଭିନ୍ନ ଢଙ୍ଗରେ ଲୋକେ ପରସ୍ପରକୁ ଅଭିନନ୍ଦନ ଜଣାଇଛନ୍ତି। ଏବେ କମ୍ପାନୀ ଦାବି କରିଛି ଯେ, ଚଳିତ ବର୍ଷ ହ୍ବାଟସ୍‌ ଆପ୍‌...

ଏବେ ବାହ୍ୟ ସହାୟତା ପାଇବା ଶ୍ରୀଲଙ୍କା ପକ୍ଷେ କଷ୍ଟକର

କଲମ୍ବୋ,୧୧ା୫: ଶ୍ରୀଲଙ୍କାର ସ୍ଥିତି ଅତ୍ୟନ୍ତ ଖରାପ। କାରଣ ଶ୍ରୀଲଙ୍କାରେ ୫୬ ବିଲିୟନ ଡଲାରର ବାହ୍ୟ ଋଣ ରହିଛି। ଏହି ଋଣରେ ଭାରତର ହଜାରେ କୋଟି ଋଣ...

Advertisement
Archives

Model This Week