୪୮ନଂ. ଓ୍ବାର୍ଡ ଭାଜପା କାର୍ଯ୍ୟାଳୟ ଉପରକୁ ବୋମାମାଡ଼

ଭୁବନେଶ୍ୱର,୧୮।୪(ବ୍ୟୁରୋ): ନୟାପଲ୍ଲୀ ଥାନା ଅଧୀନ ମଧ୍ୟ ଭୁବନେଶ୍ୱର ଡେଲଟା କଲୋନୀ ନିକଟ ୪୮ନଂ. ଓ୍ବାର୍ଡ ଭାଜପା କାର୍ଯ୍ୟାଳୟ ଉପରକୁ ବୁଧବାର ରାତିରେ ବୋମାମାଡ଼ ହୋଇଛି। ରାତି ପ୍ରାୟ ସାଢ଼େ ୯ଟାରେ କର୍ମୀମାନଙ୍କର ବୈଠକ ଚାଲିଥିବା ବେଳେ ବୁଲେଟ ଓ ପଲ୍‌ସରରେ ୪ଜଣ ଯୁବକ ଆସି ୩ ବୋମାମାଡ଼ କରି ଫେରାର ହୋଇଯାଇଥିଲେ। ହେଲେ ସୌଭାଗ୍ୟବଶତଃ କୌଣସି ବୋମା ଫୁଟି ନ ଥିଲା। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ବୋମାଗୁଡ଼ିକୁ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ଅନ୍ୟପକ୍ଷରେ ଏହି ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଭୋଟରମାନଙ୍କୁ ପ୍ରଭାବିତ କରିବା ପାଇଁ ବିରୋଧୀମାନେ ଏପରି କରୁଥିବା କର୍ମୀମାନେ ପୋଲିସ ନିକଟରେ ଅଭିଯୋଗ କରିଛନ୍ତି। ତୁରନ୍ତ ଅଭିଯୁକ୍ତମାନଙ୍କୁ ଗିରଫ କରିବାକୁ ସେମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri