୪୮ନଂ. ଓ୍ବାର୍ଡ ଭାଜପା କାର୍ଯ୍ୟାଳୟ ଉପରକୁ ବୋମାମାଡ଼

ଭୁବନେଶ୍ୱର,୧୮।୪(ବ୍ୟୁରୋ): ନୟାପଲ୍ଲୀ ଥାନା ଅଧୀନ ମଧ୍ୟ ଭୁବନେଶ୍ୱର ଡେଲଟା କଲୋନୀ ନିକଟ ୪୮ନଂ. ଓ୍ବାର୍ଡ ଭାଜପା କାର୍ଯ୍ୟାଳୟ ଉପରକୁ ବୁଧବାର ରାତିରେ ବୋମାମାଡ଼ ହୋଇଛି। ରାତି ପ୍ରାୟ ସାଢ଼େ ୯ଟାରେ କର୍ମୀମାନଙ୍କର ବୈଠକ ଚାଲିଥିବା ବେଳେ ବୁଲେଟ ଓ ପଲ୍‌ସରରେ ୪ଜଣ ଯୁବକ ଆସି ୩ ବୋମାମାଡ଼ କରି ଫେରାର ହୋଇଯାଇଥିଲେ। ହେଲେ ସୌଭାଗ୍ୟବଶତଃ କୌଣସି ବୋମା ଫୁଟି ନ ଥିଲା। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ବୋମାଗୁଡ଼ିକୁ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ଅନ୍ୟପକ୍ଷରେ ଏହି ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଭୋଟରମାନଙ୍କୁ ପ୍ରଭାବିତ କରିବା ପାଇଁ ବିରୋଧୀମାନେ ଏପରି କରୁଥିବା କର୍ମୀମାନେ ପୋଲିସ ନିକଟରେ ଅଭିଯୋଗ କରିଛନ୍ତି। ତୁରନ୍ତ ଅଭିଯୁକ୍ତମାନଙ୍କୁ ଗିରଫ କରିବାକୁ ସେମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଗ୍ନିକାଣ୍ଡରେ ୪ ବଖରା ଜଳିଗଲା

ଜଗନ୍ନାଥପ୍ରସାଦ/ଭଞ୍ଜନଗର, ୨୧ା୮(ଡି.ଏନ.ଏ.)-ତାରସିଂ ଥାନା କୁଡୁତାଇ ଗ୍ରାମ ଖଦାଳ ସାହିରେ ମଙ୍ଗଳବାର ଅଗ୍ନିକାଣ୍ଡ ଘଟି ୪ ପରିବାରର ୪ ବଖରା ଜଳିଯାଇଛି। ନିଆଁ ଲାଗିବାର ପ୍ରକୃତ କାରଣ...

କୋରାପୁଟରେ ପ୍ରବଳ ବର୍ଷା, ଅନ୍ଧାରରେ ସହର

କୋରାପୁଟ,୫।୯(ଅମିତାଭ ବେହେରା )କୋରାପୁଟରେ ମଙ୍ଗଳବାର ଅପରାହ୍ନରେ ପ୍ରାୟ ଏକ ଘଣ୍ଟା ଧରି ଘଡଘଡି ସାଙ୍ଗକୁ ପ୍ରବଳ ବର୍ଷା ହୋଇଛି। ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ଗଛ...

ଏଏସ୍‌ଆଇ ଅଜାଣତରେ ଜିପିଆର୍‌ଏସ୍‌

ପୁରୀ ଅଫିସ,୨୩।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ନିର୍ମାଣ ଓ ଖନନ କାର୍ଯ୍ୟ ପୂର୍ବରୁ ଗ୍ରାଉଣ୍ଡ ପେନିଟ୍ରେଟିଂ ରାଡାର୍‌ ସର୍ଭେ (ଜିପିଆର୍‌ଏସ୍‌) ହୋଇ ନ ଥିଲା।...

ଯେତେ ଖୋଜିଲେ ସେତେ ମିଳୁଛି

କଟକ ଅଫିସ,୨୭ା୧୨: ଗ୍ୟାଙ୍ଗଷ୍ଟାର ଧଳସାମନ୍ତ ଭ୍ରାତାଙ୍କ ଘରେ ପୋଲିସ ଯେତେ ଖୋଜୁଛି ସେତେ ମିଳୁଛି ବନ୍ଧୁକ, ଗୁଳି ଓ ଟଙ୍କା। ଦୁଇଦିନର ତନାଘନା ପରେ କମିଶନରେଟ...

୪ ମାସରେ ଦବିଲା ପ୍ରଧାନମନ୍ତ୍ରୀ ସଡ଼କ ରାସ୍ତା

କଣାସ,୧୧।୯(ସ୍ବ.ପ୍ର.): କଣାସ ବ୍ଲକର ପ୍ରତିଟି ରାସ୍ତାଗୁଡିକର ମାଟି ନମନୀୟ ହୋଇଥିବାରୁ ରାସ୍ତା ସବୁ ଚିରସ୍ଥାୟୀ ହୋଇ ରହିପାରୁନି। ଫଳରେ ଅଧିକାଂଶ ସମୟରେ ରାସ୍ତା ସବୁ ଅଳ୍ପଦିନ...

ରୁପା ମୁକୁଟରେ ଝଲସିବେ ମା’

କେନ୍ଦୁଝର,୧ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଡେଲି ମାର୍କେଟ ରାସ ପଡ଼ିଆ ସ୍ଥିତ ଶ୍ରୀଶ୍ରୀ ଦୁର୍ଗାଦେବୀ ପୀଠରେ ଦୁର୍ଗାପୂଜା କମିଟି ପକ୍ଷରୁ ଭାଇଚାରାର ଉତ୍ସବ ଦୁର୍ଗାପୂଜା...

୩୧ ମଣ୍ଡପରେ ପୂଜାପାଇବେ ଗଜଲକ୍ଷ୍ମୀ

ଖୋର୍ଦ୍ଧା ଅଫିସ,୧୬ା୯: ଦୁଇ ବର୍ଷ ପରେ ବିନା କଟକଣାରେ ହେବ ଗଜଲକ୍ଷ୍ମୀ ପୂଜା। ଓଡ଼ିଶାର ଢେଙ୍କାନାଳ ପରେ ଖୋର୍ଦ୍ଧା ସହରରେ ଆଡ଼ମ୍ବରରେ ପାଳିତ ହୋଇଥାଏ ଗଜଲକ୍ଷ୍ମୀଙ୍କ...

ବାଗଡିଆ ଫାଣ୍ଡି ସମ୍ମୁଖରେ ଜମୁଛି ପାଣି

ଛେଣ୍ଡିପଦା,୧୦ା୯(ସ୍ବ.ପ୍ର) ଛେଣ୍ଡିପଦା ବ୍ଲକ ବାଗଡିଆ ପଞ୍ଚାୟତ ପୁରୁଣା ହାଟପଦା ତଥା ବାଗଡିଆ ଫାଣ୍ଡି ସମ୍ମୁଖ ରାସ୍ତା ପାର୍ଶ୍ୱରେ ସାମାନ୍ୟ ବର୍ଷା ହେଲେ ବର୍ଷା ପାଣି ଜମି...

Advertisement
Archives

Model This Week