୪୮ ଘଣ୍ଟା ଶଟ୍‌ଡାଉନ ଘୋଷଣା କଲେ ଖଇରା ସରପଞ୍ଚ

ଖଇରା, ୧୦ା୫(ଡି.ଏନ୍‌.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ବଜାରରେ ଜନଗହଳି ଉପରେ କଟକଣା ଲଗାଇବା ଉଦ୍ଦେଶ୍ୟରେ ସ୍ଥାନୀୟ ସରପଞ୍ଚ ସୁଦର୍ଶନ ସେଠୀ ୪୮ଘଣ୍ଟିଆ ଶଟ୍‌ଡାଉନ ଘୋଷଣା କରିଛନ୍ତି। ଆସନ୍ତା ମଙ୍ଗଳବାର ସକାଳ ୬ଟାରୁ ଗୁରୁବାର ସକାଳ ୬ଟା ପର୍ଯ୍ୟନ୍ତ କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନକୁ ଛାଡି ଅନ୍ୟ ସମସ୍ତ ଦୋକାନ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଖଇରା ବଜାର ସମେତ ସଂଲଗ୍ନ ଆଳଦା, ପୁରୁଷୋତ୍ତମପୁର, ନଟାପଡା, ବଣପାରଆ ଆଦି ଗ୍ରାମଗୁଡିକରେ ମଧ୍ୟ ଚଳପ୍ରଚଳ ଉପରେ କଟକଣା ଲାଗୁ ହେବ ଏବଂ ସୋମବାର ମାଇକ ଯୋଗେ ସମସ୍ତଙ୍କୁ ଅବଗତ କରାଯିବ ବୋଲି ସରପଞ୍ଚ ସେଠୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ ଗଣତିବେଳେ ୨୦୦ ମିଟର ପର୍ଯ୍ୟନ୍ତ ବନ୍ଦ ରହିବ ଦୋକାନ

କଣାସ, ୨୧।୨(ସ୍ବ.ପ୍ର): କଣାସ ବ୍ଲକରେ ଭୋଟ ଗଣତିବେଳେ ୨୦୦ ମିଟର ଭିତରେ ଥିବା ଦୋକାନଗୁଡିକ ସବୁ ବନ୍ଦ ରହିବ। ଏଥିସହ ପ୍ରାର୍ଥୀମାନଙ୍କର ସମର୍ଥକ ସେଠାରେ ନ...

ପରୀ ହତ୍ୟାକାଣ୍ଡ: ଫ୍ରକ୍‌ରେ ରହିଛି ସିମେନ୍‌ ଦାଗ, ଗ୍ରୁପ୍‌ ଚିହ୍ନଟ ହୋଇପାରୁନି

ନୟାଗଡ ଅଫିସ,୨୭ା୧୨: ନୟାଗଡ଼ର ବହୁଚର୍ଚ୍ଚିତ ପରୀ ହତ୍ୟାକାଣ୍ଡରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଉଦ୍ଧାର ହୋଇଥିବା ପରୀର ଫ୍ରକ୍‌ରେ ସିମେନ୍‌ର ଦାଗ ରହିଥିବା ଫରେନ୍‌ସିକ୍‌ ରିପୋର୍ଟରୁ...

ପ୍ରୋ-ମିନେରାଲ କାରଖାନା ଚାଲୁ କରିବାକୁ ଦାବି: ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ପଞ୍ଚାୟତବାସୀ

ଝୁମ୍ପୁରା, ୮ା୨(ଡି.ଏନ.ଏ.)-ଝୁମ୍ପୁରା ବ୍ଲକ ବସନ୍ତପୁର ପଞ୍ଚାୟତରେ ଅବସ୍ଥିତ ପ୍ରୋ-ମିନେରାଲ କାରଖାନା ଚଳାଇବାକୁ ବସନ୍ତପୁର, ନୟାଗଡ ଏବଂ ମଲଦା ପଞ୍ଚାୟତବାସୀ ଦାବି କରିଛନ୍ତି। ପଞ୍ଚାୟତବାସୀଙ୍କ ଜୀବନଜୀବିକା କଥାକୁ...

ଗଣେଶ ପୂଜାରେ ଅଘଟଣ: ନଦୀରେ ୫ ଛାତ୍ର ବୁଡ଼ିଗଲେ, ୩ ଉଦ୍ଧାର

ଫୁଲନଖରା,୩୧ା୮(ଡି.ଏନ୍‌.ଏ.): କଟକ ସଦର ଥାନା ଅନ୍ତର୍ଗତ ପ୍ରତାପନଗରୀସ୍ଥିତ କୁଆଖାଇ ନଦୀର ଘାଟରେ ଗାଧୋଇବାକୁ ଯାଇ ୫ ଛାତ୍ର ନଦୀ ସ୍ରୋତରେ ଭାସି ଯାଇଥିଲେ। ସେମାନଙ୍କ ମଧ୍ୟରୁ...

ଅକ୍ସିଜେନ ମ୍ୟାନ ମୁନା

କେନ୍ଦୁଝର, ୭।୫ (ସ୍ବ.ପ୍ର.): କରୋନାର ଦ୍ୱିତୀୟ ଲହର ଏବେ ସାରା ଦେଶରେ ସଙ୍ଗୀନ ପରିସ୍ଥିତି ସୃଷ୍ଟି କରିଛି। ମେଡିକାଲ ଭିତ୍ତିଭୂମି ଥିଲେ ମଧ୍ୟ ଅକ୍ସିଜେନ ଅଭାବ...

ବଦଳିଲେ ଟାଉନ ଥାନାଧିକାରୀ

ବାରିପଦା ଅଫିସ,୧୧।୭: ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନାଧିକାରୀ ଅଶୋକ କୁମାର ନାୟକଙ୍କର ଅନୁଗୋଳ ଜିଲାକୁ ବଦଳି ହୋଇଛି। ରାଜ୍ୟ ପୋଲିସ ମୁଖ୍ୟାଳୟ ପତ୍ରସଂଖ୍ୟା ୬୫୮(୧୦/୭/୨୦୧୯)ରେ...

ବିଦେଶରୁ ଘରକୁ ଆସୁଛି ଅଧିକ ଅର୍ଥ

କେନ୍ଦ୍ରାପଡା ଅଫିସ, ୨୧ା୧୦:ଆନ୍ତର୍ଜାତିକ ମୁଦ୍ରା ବିନିମୟ କ୍ଷେତ୍ରରେ ଟଙ୍କାର ଅବମୂଲ୍ୟାୟନ ବଢ଼ି ଚାଲିଛି। ଏହା ଭାରତୀୟ ଅର୍ଥନୀତି ଉପରେ ପ୍ରଭାବ ପକାଉଛି ବୋଲି ଅର୍ଥନୀତିଜ୍ଞମାନେ ଆଶଙ୍କା...

ବରିଷ୍ଠ ନାଗରିକ ମଞ୍ଚର ଆର୍ଥିକ ସହାୟତା

ଖଇରା, ୩।୪(ଡି.ଏନ.ଏ.)-ଖଇରା ବରିଷ୍ଠ ନାଗରିକ ମଞ୍ଚ ଓ କୁପାରୀ ଗଡଚଣ୍ଡୀ ସାଂସ୍କୃତିକ ପରିଷଦ ତରଫରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଢିକୁ ଆର୍ଥତ୍କ ସହାୟତା ପ୍ରଦାନ କରାଯାଇଛି। ଗୁରୁବାର...

Advertisement
Archives

Model This Week