Posted inଜାତୀୟ

୪୮ ତମ ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କଲେ ରମନା…

ନୂଆଦିଲ୍ଲୀ,୨୪।୪: ସୁପ୍ରିମ୍‌କୋର୍ଟର ୪୮ ତମ ପ୍ରଧାନ ବିଚାରପତି ଭାବେ ବିଚାରପତି ଏନ୍‌.ଭି. ରମନା ଶନିବାର ଶପଥ ଗ୍ରହଣ କରିଛନ୍ତିି। ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ଊତ୍ସବରେ ତାଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ସେ ବର୍ଷେ ୪ ମାସ ପାଇଁ ପ୍ରଧାନବିଚାରପତି ଭାବେ କାର୍ଯ୍ୟ କରି ୨୦୨୨ ଅଗଷ୍ଟ ୨୬ରେ ଅବସର ଗ୍ରହଣ କରିବେ। ରମନାଙ୍କ ପ୍ରକୃତ ନାମ ନାଥାଲାପତି ଭେଙ୍କଟା ରମନା। ସେ ୧୯୫୭ ଅଗଷ୍ଟ ୨୭ରେ ଆନ୍ଧ୍ରପ୍ରଦେଶର କ୍ରିଷ୍ଣା ଜିଲାର ପୋନ୍ନାଭରମ୍‌ ଗାଁରେ ଜନ୍ମଗ୍ରହଣ କରିଥିଲେ। ୧୯୮୩ ଫେବୃୟାରୀ ୧୦ରୁ ସେ ଜଣେ ଆଇନଜୀବୀ ଭାବେ କାମ ଆରମ୍ଭ କରିଥିଲେ। ସୂଚନାଯୋଗ୍ୟ, ଏପ୍ରିଲ୍‌ ୨୩ରେ ପୂର୍ବତନ ପ୍ରଧାନ ବିଚାରପତି ଏସ୍‌.ଏ. ବୋବ୍‌ଡେ ଅବସର ଗ୍ରହଣ କରିବା ପରେ ଶନିବାର ରମନା ଦାୟିତ୍ୱ ସମ୍ଭାଳିଛନ୍ତି। ଏସ୍‌.ଏ. ବୋବ୍‌ଡେ ମାର୍ଚ୍ଚ ୨୪ରେ ରମନାଙ୍କ ନାମ ପ୍ରଧାନ ବିଚାରପତି ଲାଗି ସୁପାରିଶ କରିଥିଲେ। ପରେ ଏହାକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri