୪୯୨୭ ଜଣଙ୍କୁ ରନ୍ଧାଖାଦ୍ୟ ଦିଆଗଲା

ଦେବଗଡ,୧ା୪(ଡି.ଏନ.ଏ.): ଦେବଗଡ ଜିଲାର ୩ ବ୍ଲକର ୫୭ ପଞ୍ଚାୟତ ଓ ପୌରାଞ୍ଚଳରେ ଗରିବ, ଅସହାୟ ଏବଂ ଶ୍ରମିକ ଶ୍ରେଣୀର ଲୋକଙ୍କୁ ବିଭିନ୍ନ ସ୍ଥାନରେ ରନ୍ଧାଖାଦ୍ୟ ଦିଆଯାଇଛି। ସୂଚନା ଅନୁଯାୟୀ ବାରକୋଟ ବ୍ଲକର ୨୨ଟି ପଞ୍ଚାୟତରେ ୯୬୫ଜଣ ବୟସ୍କ ଏବଂ ୮୧ଜଣ ଶିଶୁ, ରିଆମାଳ ବ୍ଲକର ୧୫ଟି ପଞ୍ଚାୟତରେ ୨୩୭ଜଣ ବୟସ୍କ ଏବଂ ୩୮ଜଣ ଶିଶୁ ଓ ତିଲେଇବଣି ବ୍ଲକର ୨୦ ପଞ୍ଚାୟତରେ ୧୦୯୧ଜଣ ବୟସ୍କ ଓ ୯୭ଜଣ ଶିଶୁଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଇଛି। ଗତ ୨୯ତାରିଖଠାରୁ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ଏଯାବତ୍‌ ଜିଲାରେ ୪୯୨୭ ଜଣଙ୍କୁ ଖାଦ୍ୟ ଯୋଗାଇ ଦିଆଯାଇଛି। ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଲକ୍‌ଡାଉନ ନ ଉଠିବା ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଜାରି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଶହୀଦ ଭଗତ ସିଂ କଲେଜରେ ପ୍ରଥମଥର ଛାତ୍ର ସଂସଦ ନିର୍ବାଚନ: ୮ ପଦବୀ ପାଇଁ ୧୫ ପ୍ରାର୍ଥୀ

ଗଞ୍ଜାମ, ୧୦।୧୦ (ଅନାଥ ତରାଇ): ଦୀର୍ଘବର୍ଷର ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି। ଗଞ୍ଜାମ ବ୍ଲକର ଖଣ୍ଡଦେଉଳିସ୍ଥିତ ଶହୀଦ ଭଗତ ସିଂ କଲେଜରେ ଆସନ୍ତା ୧୫ ତାରିଖରେ ପ୍ରଥମଥର…

ସଫେଇ କଲେ ଧର୍ମେନ୍ଦ୍ର: ସମ୍ବଲପୁର ସହରକୁ ପରିଷ୍କାର ରଖିବା ଲକ୍ଷ୍ୟ

ସମ୍ବଲପୁର,୧୦।୧୦ (ପ୍ରମୋଦ ବହିଦାର):ସ୍ବଚ୍ଛତା ହିଁ ସେବା ଏବଂ ଏହା ସମାଜର ମୂଳମନ୍ତ୍ର ହେବା ଉଚିତ। ସୁସ୍ଥ ଜୀବନ ପାଇଁ ସ୍ବଚ୍ଛତା ଅପରିହାର୍ଯ୍ୟ ବୋଲି କହିଛନ୍ତି ସମ୍ବଲପୁର ଏମ୍‌ପି…

ଘୂର୍ଣ୍ଣିବଳୟ ସକ୍ରିୟ: ଏହିସବୁ ଜିଲାରେ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

ରାଜମିସ୍ତ୍ରୀ କାମ କରୁଥିଲେ ସୌରଭ, ହଠାତ୍‌ ଲାଗିଲା କରେଣ୍ଟ: ଆଉ ତା’ପରେ…

ଦିଗପହଣ୍ଡି/ଚିକିଟି, ୧୦।୧୦(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ କାର୍ଯ୍ୟାଳୟ ନିକଟସ୍ଥ ମା’ ରତନେଇ ଠାକୁରାଣୀ ମନ୍ଦିର ପାଖରେ କୋଠା ନିର୍ମାଣ କାମ…

ମହିଳା ସୁପରଭାଇଜରଙ୍କ ଅବହେଳା ଅଭିଯୋଗ: ଅଙ୍ଗନବାଡ଼ି କେନ୍ଦ୍ରରେ ବଢ଼ୁଛି ସମସ୍ୟା

କେସିଙ୍ଗା, ୧୦।୧୦ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ସମନ୍ବିତ ଶିଶୁ ବିକାଶ ଯୋଜନା ଅଧୀନରେ ଥିବା ତୁଣ୍ଡଳା ସେକ୍ଟରର ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ପରିଚାଳନାକୁ ନେଇ ଅସନ୍ତୋଷ ପ୍ରକାଶ…

ପ୍ରକାଶ ପାଇଲା ପ୍ରାର୍ଥୀ ତାଲିକା: ମୌଳିକ ସୁବିଧା ଅଭାବକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୦।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ସରକାରୀ ସ୍ନାତକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ଛାତ୍ର ସଂସଦ ଓ ବିଭିନ୍ନ ସଂସଦର…

ଛାତ୍ର ସଂସଦ ନିର୍ବାଚନ, କଲେଜ କ୍ୟାମ୍ପସ୍‌ ସରଗରମ: ନାମାଙ୍କନ ନାକଚ୍‌, ଆଶାୟୀ ଅସନ୍ତୋଷ

ବରଗଡ଼,10।୧୦(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୫ତାରିଖ ଛାତ୍ର ସଂସଦ ନିର୍ବାଚନ। ଏହି ନିର୍ବାଚନ ଯେତିକି ପାଖେଇ ଆସୁଛି, କଲେଜ କ୍ୟାମ୍ପସ୍‌ ଗୁଡ଼ିକରେ ନିର୍ବାଚନୀ ବାତାବରଣ ସେତିକି ସରଗରମ ହୋଇ ପଡୁଛି।…

ହାରିବା ସତ୍ତ୍ୱେ ୩ ବଡ଼ ରେକର୍ଡ ଭାଙ୍ଗିଲା ଟିମ୍‌ ଇଣ୍ଡିଆ: ୩ ବ୍ୟାଟ୍‌ରଙ୍କ ବିସ୍ଫୋରକ ଇନିଂସ

ରାଞ୍ଚି,୧୦।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଟିମ ଇଣ୍ଡିଆ ଦମ୍‌ଦାର ବ୍ୟାଟିଂ କରିଥିଲେ ମଧ୍ୟ ପରାଜୟବରଣ କରିଛି। ଭାରତୀୟ ବ୍ୟାଟରମାନେ ଚୌକା ଓ ଛକା ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?