୪୯ ନଂ. ଜାତୀୟ ରାଜପଥ ମରାମତି ଦାବି: ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ଦେବଗଡ଼,୬।୧୧(ଡି.ଏନ୍‌.ଏ.): ଦେବଗଡ଼ ଜିଲା କଂଗ୍ରେସ ପକ୍ଷରୁ ୪୯ ନମ୍ବର ଜାତୀୟ ରାଜପଥ ମରାମତି ଦାବିରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବୁଧବାର ଅନଶନରେ ବସିବା ସହ ଧାରଣା ଦିଆଯାଇଛି। ବାରମ୍ବାର ଜିଲା ପ୍ରଶାସନଙ୍କୁ ଅନୁରୋଧ ଓ ଅଭିଯୋଗ ହୋଇ ଆସୁଥିଲେ ସୁଦ୍ଧା କୌଣସି ପଦକ୍ଷେପ ନିଆ ନ ଯିବାରୁ ଜିଲା କଂଗ୍ରେସ ସଭାପତି ଉମାଶଙ୍କର ସାହୁଙ୍କ ନେତୃତ୍ୱରେ ବହୁ କଂଗ୍ରେସ ନେତା ଓ କର୍ମୀ ଏହି ଧାରଣା ଦେଇଥିବା ଜଣାପଡ଼ିଛି। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଅନଶନ ଜାରି ରହିବ ବୋଲି ଚେତାବନୀ ଦିଆଯାଇଛି। ଏଥିରେ ଜିଲା ମହିଳା କଂଗ୍ରେସ ସଭାପତି ମଞ୍ଜୁଲତା ନାୟକ, କଂଗ୍ରେସ ନେତା ସଞ୍ଜୟ କୁମାର ଦେଓ ଓ ଜିଲା ମହିଳା କଂଗ୍ରେସ ସାଧାରଣ ସମ୍ପାଦିକା ସବିତା ନାୟକ ପ୍ରମୁଖ ଉପସ୍ଥିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଲ୍‌ ଓଡ଼ିଶା ଟେଲର ଶ୍ରମିକ ଆସୋସିଏଶନ ପକ୍ଷରୁ ମାଗଣା ମାସ୍କ ବଣ୍ଟନ

ନିମାପଡ଼ା,୧।୪(ଡି.ଏନ.ଏ.): ମହାମାରୀ କରୋନା ସଂକ୍ରମଣ ସଚେତନତା ପରିପ୍ରେକ୍ଷୀରେ ଅଲ୍‌ ଓଡ଼ିଶା ଟେଲର ଶ୍ରମିକ ଆସୋସିଏଶନ ପକ୍ଷରୁ ନିମାପଡ଼ା ପୂର୍ଣ୍ଣେଶ୍ୱର ମହାଦେବଙ୍କ ମନ୍ଦିର ନିକଟରେ ୫ଶହ ଲୋକଙ୍କୁ...

ବ୍ୟାଙ୍କରେ ରହୁନି ସାମାଜିକ ଦୂରତା:ଗୋଷ୍ଠୀ ସଂକ୍ରମଣ ଆଶଙ୍କା

ଗଞ୍ଜାମ,୧।୬(ଡି.ଏନ୍‌.ଏ.): ଗଞ୍ଜାମ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି। ଦ୍ୱିତୀୟ ଲହରରେ ଏହି ସହରରୁ ପ୍ରାୟ ୧୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ କରୋନାରେ ମୃତ୍ୟୁ...

ଗଞ୍ଜାମରୁ ବାହାରକୁ ଯିବାକୁ ଚାହୁଁଥିଲେ, କେବଳ ଏହି ମାନଙ୍କୁ ମିଳିବପାଶ

ଛତ୍ରପୁର,୮।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରୁ ବାହାରକୁ ଯିବା ପାଇଁ ପାଶ ବ୍ୟବସ୍ଥା ହୋଇଛି। ତେବେ କେବଳ ସ୍ବାସ୍ଥ୍ୟ ଓ ଜରୁରୀ ସରକାରୀ କାର୍ଯ୍ୟ ପାଇଁ କର୍ତ୍ତୃପକ୍ଷଙ୍କ ଅନୁମତି...

ଓଡ଼ିଶା-ପଶ୍ଚିମବଙ୍ଗ ସୀମା ସିଲ୍‌

ଭୋଗରାଇ, ୨୪।୩(ଡି.ଏନ.ଏ.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ରାଜ୍ୟ ସରକାର ସୋମବାର ସନ୍ଧ୍ୟାଠାରୁ ପଶ୍ଚିମବଙ୍ଗକୁ ଲାଗିଥିବା ବାଲେଶ୍ୱର ଜିଲା ଭୋଗରାଇ ଓ ଜଳେଶ୍ୱର ସୀମାନ୍ତକୁ ସିଲ୍‌...

ଅସୁରକ୍ଷିତ ଐତିହ୍ୟ: ଦିନେ ଏହା ଥିଲା ରାଜାଙ୍କ ସଭାଗୃହ

କେନ୍ଦୁଝର, ୧୩ା୧୦ (ସ୍ବ.ପ୍ର.)- ଗଡ଼ଜାତ ଶାସନ ସମୟରେ ନିର୍ମିତ ପୁରାତନ ଐତିହ୍ୟ ସମ୍ପନ୍ନ କୋଠାରେ ଚାଲିଛି କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ। ଗଡ଼ଜାତ ଶାସନବେଳେ ଏହାକୁ ରାଜା...

୪୭ ଗ୍ରାମ ବ୍ରାଉନସୁଗାର ଜବତ, ଦୁଇ ଗିରଫ

ବ୍ରହ୍ମପୁର,୧୮।୯ : ବ୍ରହ୍ମପୁର ଟାଉନ ଥାନା ଅନ୍ତର୍ଗତ ବିଜିପୁର ସନ୍ତୋଷି ମା ମନ୍ଦିର ନିକଟରୁ ଅବକାରୀ ଗୋଇନ୍ଦା ଟିମ ବ୍ରାଉନନ୍‌ସୁଗାର ଜବତ କରିଛି। ଏକ ଅଟୋରେ ଦୁଇଜଣ...

ବାଲିମେଳା ଡ୍ୟାମ୍‌ର ୨ଟି ଗେଟ୍‌ ଖୋଲିଲା

କୋରୁକୋଣ୍ଡା, ୧୯।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡାରେ ଥିବା ବାଲିମେଳା ଜଳ ଭଣ୍ଡାରର ୨ଟି ଗେଟ୍‌ ସୋମବାର ଖୋଲାଯାଇ ଜଳ ନିଷ୍କାସନ କରାଯାଇଛି । ଜଳଭଣ୍ଡାରରେ ଜଳସ୍ତର...

ହାତୀ ଆତଙ୍କ: ପୁଣି ଭାଙ୍ଗିଲା ୪ ଘର

ଜମନକିରା,୧୫।୨(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ବାମରା ବନ୍ୟପ୍ରାଣୀ ବନାଞ୍ଚଳ ଅଧୀନ ବଡ଼ରମା ରେଞ୍ଜ ଖର୍ସନମାଲ ଗାଁରେ ଗତ ୨ ତାରିଖ ବିଳମ୍ବିତ ରାତିରେ ଗୋଟିଏ...

Advertisement
Archives

Model This Week