୪ କିମି ଚାଲି ଚାଲି କନ୍ୟା ଘରେ ପହଞ୍ଚିଲେ ବର

ଡେରାଡୁନ,୩୦।୧: ଜାନୁୟାରୀ ମାସ ଶେଷ ହେବାକୁ ବସିଥିଲେ ମଧ୍ୟ ଉତ୍ତରାଖଣ୍ଡ, ଜମ୍ମୁ-କଶ୍ମୀର ଏବଂ ହିମାଚଳ ପ୍ରଦେଶରେ ପ୍ରବଳ ବରଫପାତ ଲାଗି ରହିଛି। ଲଗାତର ବରଫପାତ ଯୋଗୁ ସ୍ଥାନୀୟ ଲୋକଙ୍କୁ ଅନେକ ଅସୁବିଧାର ସାମ୍ନା କରିବାକୁ ପଡୁଛି। ଉତ୍ତରାଖଣ୍ଡର ଚମୋଲି ଜିଲାରେ ଜନଜୀବନ ସମ୍ପୂର୍ଣ୍ଣ ଅସ୍ତବ୍ୟସ୍ତ ହୋଇପଡିଛି। ବରଫପାତ ଯୋଗୁ ବିଜରା ଗ୍ରାମରେ ବର କନ୍ୟା ଘରକୁ ଯିବାପାଇଁ ପ୍ରାୟ ୪ କିମି ଚାଲି ଚାଲି ଯିବାକୁ ପଡିଛି। ବରଯାତ୍ରୀଙ୍କ ସହ ବର ହାତରେ ଛତା ଧରି କନ୍ୟା ଘରକୁ ଯାଇଥିଲେ। ଏଠାରେ ସଡ଼କ ପଥରେ ବରଫ ଗଦା ହୋଇଥିବାରୁ ଯାନବାହନ ଚଳାଚଳ କରିପାରୁନାହିଁ ଫଳରେ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି। ସୂଚନାଯୋଗ୍ୟ, ପ୍ରବଳ ବରଫପାତ ଯୋଗୁ ଚମେଲିରେ ପ୍ରାୟ ୧୪୬ ଗ୍ରାମ ପ୍ରଭାବିତ ହୋଇଛି। ଏପରିକି ସ୍କୁଲ ଏବଂ କଲେଜଗୁଡିକୁ ମଧ୍ୟ ବନ୍ଦ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ନିର୍ବାଚନରେ ବୃଦ୍ଧ, ଦିବ୍ୟାଙ୍ଗଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା: ପୋଷ୍ଟାଲ ବାଲଟରେ ଦେଇପାରିବେ ଭୋଟ

ନୂଆଦିଲ୍ଲୀ,୬।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବିଗୁଲ ବାଜିଛି। ସୋମବାର ନିର୍ବାଚନ କମିଶନ ସୁନୀଲ ଅରୋରା ଖବରଦାତା ସମ୍ମିଳନୀ କରି ଆସନ୍ତା ବିଧାନସଭା ନିର୍ବାଚନ ଓ...

ଅନୁମତି ପତ୍ର ଚିରିଲେ, ପଣ୍ଡିତଙ୍କୁ ମାରିଲେ ଚାପୁଡ଼ା; ବନ୍ଦ ରହିଲା ବାହାଘର

ଅଗରତାଲା,୨୮।୪: କରୋନା ମହାମାରୀ ସମୟରେ ବିବାହକୁ ନେଇ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ମାତ୍ର କିଛି ଲୋକ ଏହାକୁ ଉଲ୍ଲଂଘନ କରୁଥିବାରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଉଛି। ଏପରି...

ରାଜ ଠାକରେଙ୍କୁ ଭେଟିଲେ ଫଡନବୀସ: ଜୋରଧରିଲା ରାଜନୀତି

ମୁମ୍ବାଇ,୮।୧: ଶିବସେନା ହାତ ଛାଡିବା ପରେ ଏବେ ଭାଜପା ମହାରାଷ୍ଟ୍ର ନବନିର୍ମାଣ ସେନା(ଏମଏନଏସ୍‌) ସହ ସମ୍ପର୍କ ଯୋଡିବାକୁ ଚେଷ୍ଟା କରିଛି। ଏମ୍‌ଏନ୍‌ଏସ୍‌ ପ୍ରମୁଖ ରାଜ ଠାକରେଙ୍କୁ...

ମାଡିଆସୁଛି ବାତ୍ୟା ‘ବାୟୁ’

ନୂଆଦିଲ୍ଲୀ, ୧୧।୬: ଫନୀ ପରେ ଏବେ ପୁଣି ମାଡିଆସୁଛି ଆଉ ଏକ ବାତ୍ୟା ‘ବାୟୁ’। ଦକ୍ଷିଣ ପୂର୍ବ ଆରବ ସାଗରରେ ସୃଷ୍ଟ ଲଘୁଚାପ ଧିରେ ଧିରେ...

ବିବାହ ଭୋଜିରେ ଛେପ ଲଗାଇ ରୁଟି ବେଲୁଥିଲେ ଏହି ଯୁବକ, ଜଣାପଡ଼ିବା ପରେ…

ସୋସିଆଲ ମିଡିଆରେ ଏକ ଭିଡିଓ ଏବେ ଖୁବ୍‌ ଭାଇରାଲ ହେଉଛି। ଯେଉଁଥିରେ ଜଣେ ଯୁବକ ଏକ ବିବାହ ସମାରୋହରେ ଛେପ ଲଗାଇ ରୁଟି ବେଲୁଛନ୍ତି। ଭିଡିଓଟି...

‘ଭାଜପା କାର୍ଯ୍ୟକର୍ତ୍ତା ମୋଦି,ମୋଦି ନାରା ଲଗାଉଛନ୍ତି, ଆପଣମାନେ ମୋ ପାଇଁ କେବେ ଏମିତି ନାରା ଲଗାଇଛନ୍ତି କି’

ଜଳନ୍ଧର, ୨୯।୫: ସାଧାରଣ ନିର୍ବାଚନରେ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱଧୀନ ଭାଜପା ଜବରଦସ୍ତ ସଫଳତା ହାସଲ କରିବା ଏବେ ସାରା ଦେଶରରେ ତାଙ୍କୁ ନେଇ ଚର୍ଚ୍ଚା ଆରମ୍ଭ...

ଉତ୍ତର ଭାରତରେ ଘନ କୁହୁଡି ଯୋଗୁ ବିଳମ୍ବରେ ଉଡିଲା ୫ ଶହ ବିମାନ

ନୂଆଦିଲ୍ଲୀ,୩୦।୧୨: ସାରା ଦେଶରେ ଶୀତ ଲହରୀ ଜାରି ରହିଥିବା ବେଳେ ଉତ୍ତର ଭାରତରେ ଶହ ଶହ ବର୍ଷର ରେକର୍ଡ ଭାଙ୍ଗିଛି ଶୀତ। ତା’ ସାଙ୍ଗକୁ ଘନ...

କରୋନା ଭୟ: ଛେଳିକୁ ମାସ୍କ ପିନ୍ଧାଇଲେ ମାଲିକ

ଅମରାବତୀ,୯।୪: କରୋନା ଭାଇରସ ଏବେ ସାରା ବିଶ୍ୱରେ ତା’ର କାୟା ବିସ୍ତାର କରିଛି। କିଛିଦିନ ତଳେ ଦେଖିବାକୁ ମିଳିଥିଲା ଆମେରିକାର ଚିଡିଆଖାନାରେ ଏକ ବାଘ କରୋନାରେ...

Advertisement
Archives

Model This Week