୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ, ୧୧।୩: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଚମକିବ। ଏହା ଏକ ଗୁପ୍ତ ସେବା। ପ୍ରାୟ ୪ ଘଣ୍ଟାର ନୀତି ହୋଇଥିବା କାରଣରୁ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୀତାଢ଼ିମ୍ବିରା ସାହିରେ ବୋମାମାଡ଼

ବ୍ରହ୍ମପୁର ଅଫିସ,୨୦ା୫-ବଡ଼ବଜାର ଥାନା ଅନ୍ତର୍ଗତ ସୀତାଢ଼ିମ୍ବିରା ସାହିରେ ମଙ୍ଗଳବାର ସନ୍ଧ୍ୟାରେ ବୋମାମାଡ଼ ହୋଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏହା ହୋଇଥିବା ପୋଲିସ ସୂଚନା ଦେଇଛି। ଅନ୍ୟପଟେ...

୧୧ ଜିଲାକୁୁ ଗଲେ ପୋଲିଂ ପାର୍ଟି

ଭୁବନେଶ୍ୱର,୧୪।୨(ବ୍ୟୁରୋ): ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନଙ୍କ ପ୍ରସ୍ତୁତି ଜୋରଦାର ହୋଇଛି। ସୋମବାର ୧୧ ଜିଲାକୁୁ ପୋଲିଂ ପାର୍ଟି ପଠାଯାଇଥିବା ବେଳେ ମଙ୍ଗଳବାର...

ହକ୍‌ ପାଇବାରୁ ନିର୍ମାଣ ଶ୍ରମିକ ବଞ୍ଚିତ

ଯାଜପୁର ଅଫିସ,୭।୧୧: କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ କାର୍ଯ୍ୟରେ ଲିପ୍ତ ପଞ୍ଜୀକୃତ ଶ୍ରମିକମାନଙ୍କ ବିଭିନ୍ନ କଲ୍ୟାଣମୂଳକ କାମ ପାଇଁ ଓଡ଼ିଶାରେ ବିପୁଳ ପରିମାଣର ପାଣ୍ଠି ବିନିଯୋଗ...

ଜମ୍ଭୀରା ପ୍ରକଳ୍ପର ସମୀକ୍ଷା କଲେ ସରୋଜିନୀ, କାର୍ଯ୍ୟ ଶେଷ କରିବା ଉପରେ ଗୁରୁତ୍ୱ

ବାରିପଦା ଅଫିସ,୩୧ା୮-ବାରିପଦା ସହରର ପାନୀୟ ଜଳ ସମସ୍ୟାର ସମାଧାନ ପାଇଁ ରାଜ୍ୟ ସଭା ସଦସ୍ୟା ସରୋଜିନୀ ହେମ୍ବ୍ରମ ଜମ୍ଭୀରା ଜଳ ପ୍ରକଳ୍ପର ଅଗ୍ରଗତି କାର୍ଯ୍ୟ ସମୀକ୍ଷା...

ମୃତ୍ୟୁ ପୂର୍ବରୁ ଲାଗିଛି ଆଘାତ

ବଲାଙ୍ଗୀର ଅଫିସ,୩୦ା୪: ଗତ ୨୨ ତାରିଖରେ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ପ୍ରଥମ ବର୍ଷ ଏମ୍‌ବିବିଏସ୍‌ ଛାତ୍ର ନିଶାନ୍ତ କୁମାର(୧୯)ଙ୍କ ସନ୍ଦେହଜନକ ମୃତ୍ୟୁ...

ଧୂଳିଧୂଆଁରେ ଅସ୍ତବ୍ୟସ୍ତ ଜୁରୁଡ଼ି-ବାମେବାରୀ

ଯୋଡ଼ା, ୧୦।୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ତଥା ଖଣିଜ ଶିଳ୍ପ ସମୃଦ୍ଧ ଜୁରୁଡି ଖଣି ଅଞ୍ଚଳ ଶନିବାର ସମ୍ପୂର୍ଣ୍ଣ ଟ୍ରାଫିକ ଜାମ୍‌ ହୋଇଯାଇଥିଲା। ଏହା ଏବେ...

ଗାଁ ମାଟିରେ ପର୍ବତାରୋହୀ ଲିପିକାଙ୍କୁ ସମ୍ବର୍ଦ୍ଧନା

ବରଗଡ଼ ଅଫିସ,୧୩।୧୦: ଋଷିଆର ସର୍ବୋଚ୍ଚ ଶୃଙ୍ଗ ମାଉଣ୍ଟ ଏଲ୍‌ବ୍ରୁଶ୍‌କୁ ସଫଳତାର ସହିତ ଆରୋହଣ କରି ଶିଖରରେ ଦେଶ ମାତୃକାର ତ୍ରିରଙ୍ଗା ଉଡ଼ାଇବା ପରେ ପର୍ବତାରୋହୀ ଲିପିକା...

ଲେଫ୍ରିପଡ଼ା ବ୍ଲକ, ତହସିଲ, ଥାନା, ବିଭିନ୍ନ ବିଭାଗର କାର୍ଯ୍ୟାଳୟ କରାଗଲା ବିଶୋଧନ

ସୁନ୍ଦରଗଡ,୧।୫(ଡି.ଏନ.ଏ.)-ସୁନ୍ଦରଗଡ଼ ଜିଲାରେ କରୋନା ମହାମାରୀର ଦ୍ୱିତୀୟ ଲହର ପ୍ରକୋପ ଦିନକୁ ଦିନ ବୃଦ୍ଧି ପାଉଥିବାବେଳେ ଜିଲାର ପ୍ରତ୍ୟେକ ଗ୍ରାମରେ ସଂକ୍ରମଣ ମଧ୍ୟ ବଢୁଛି। ଜିଲାର ତଲସରା...

Advertisement
Archives

Model This Week