୪ ଜୁଆ ଆଡ୍ଡା ଉପରେ ଚଢ଼ାଉ: ୨୧ଗିରଫ, ୮୫ ହଜାର ଟଙ୍କା ଜବତ

ଛତ୍ରପୁର,୫।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲିସ ପକ୍ଷରୁ ଗତ ୨୪ ଘଣ୍ଟାରେ ୪ଟି ଜୁଆ ଆଡ୍ଡା ଉପରେ ଚଢ଼ାଉ କରାଯାଇଛି । ଘଟଣାରେ ସମ୍ପୃକ୍ତ ୨୧ ଜଣଙ୍କୁ ଗିରଫ କରାଯାଇ ସେମାନଙ୍କଠାରୁ ୮୫ ହଜାର ୩୨୦ ଟଙ୍କା, ୫ଟି ବାଇକ ଓ ୭ଟି ମୋବଇଲ ଫୋନ୍‌ ଜବତ କରାଯାଇଛି। ଏନେଇ ପୋଲସରା ଓ ଖଲ୍ଲିକୋଟ ଥାନାରେ ଗୋଟିଏ ଲେଖାଏ ଏବଂ ପାଟପୁର ଥାନା ପକ୍ଷରୁ ୨ଟି ମାମଲା ରୁଜୁ ହୋଇଛ। ଏସମ୍ପର୍କରେ ଶୁକ୍ରବାର ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟ ଟୁଇଟ କରି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ପାପଡ଼ାହାଣ୍ଡି,୧୬ା୧୦(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଜଟାବାଲ ଗ୍ରାମର ଝାରମୁଣ୍ଡାଠାରେ ବୁଡ଼ି ଜଣେ ଯୁବଙ୍କର ରବିବାର ମୃତ୍ୟୁ ଘଟିଛି। ତାଙ୍କ ନାମ ମିଳନ କୁଲଦୀପ(୧୮)। ସେ...

ଶ୍ରାବଣ ମାସର ଦ୍ୱିତୀୟ ସୋମବାର: ବୈତରଣୀରୁ ଜଳ ନେଇ ଶୈବପୀଠରେ ଲାଗିକଲେ ଭକ୍ତ

ଆନନ୍ଦପୁର,୨୯। ୭(ସ୍ବ.ପ୍ର.)- ଆଜି ଶ୍ରାବଣ ମାସର ଦ୍ୱିତୀୟ ସୋମବାର। ଏହି ଉପଲକ୍ଷେ ସକାଳୁ ବିଭିନ୍ନ ଅଞ୍ଚଳରୁ ଶୈବଭକ୍ତମାନେ ଆନନ୍ଦପୁରର ପବିତ୍ର ପୁର୍ଣ୍ଣତ୍ୱୟା ବୈତରଣୀରୁ ଜଳ ନେଇ...

ଛେଳିଗଡ଼ ଜଳ ବିଦ୍ୟୁତ୍‌ ପ୍ରକଳ୍ପ ପରାମର୍ଶଦାତା କମିଟି ବୈଠକ ଚିହ୍ନଟ: ବିସ୍ଥାପିତଙ୍କ ଥଇଥାନ ନେଇ ଗୁରୁତ୍ୱ

ବ୍ରହ୍ମପୁର ଅଫିସ,୧୪ା୮-ଅବିଭକ୍ତ ଗଞ୍ଜାମ -ଗଜପତି ଜିଲା ଆର.ଉଦୟଗିରି ବ୍ଲକ ଆଦିବାସୀ ଅଧ୍ୟୁଷିତ ପଞ୍ଚାୟତ ଛେଳିଗଡ଼ ନିକଟରେ ଦୀର୍ଘବର୍ଷରୁ ପ୍ରସ୍ତାବିତ ଛେଳିଗଡ଼ ଜଳ ବିଦ୍ୟୁତ୍‌ ପ୍ରକଳ୍ପ ନିର୍ମାଣ...

ଏସ୍‌ସିବି ପୁନର୍ବିନ୍ୟାସ: ବୁଧବାରଠାରୁ ଉଚ୍ଛେଦ ପ୍ରକ୍ରିୟା ଜୋରଦାର

କଟକ ଅଫିସ,୧୧।୨: ବୁଧବାରଠାରୁ ଉଚ୍ଛେଦ ପ୍ରକ୍ରିୟା ଜୋରଦାର ହେବ। ଫେବୃୟାରୀ ମଧ୍ୟରେ ଉଚ୍ଛେଦ କାର୍ଯ୍ୟ ଶେଷ କରାଯିବ। ମନ୍ଦିର ଓ ମସ୍‌ଜିଦ୍‌ ଆଦି ଉଚ୍ଛେଦ ହେବ।...

ଦାରିଦ୍ର୍ୟ ନେଲା ଜୀବନ: ୩ ଭଉଣୀ ଏବେ ଅନାଥ, ଅସହାୟ

ଝୁମ୍ପୁରା, ୭।୧୨(ଡି.ଏନ.ଏ.)- ବର୍ଷକ ପୂର୍ବରୁ ମା’ ନିଆଁରେ ପୋଡ଼ିହୋଇ ମୃତ୍ୟୁବରଣ କରିଥିଲେ। ଏବେ ବେକରେ ଦଉଡ଼ି ଲଗାଇ ବାପା ରାମ ମୁଣ୍ଡା (୫୩) ଆତ୍ମହତ୍ୟା କରିବା...

ଆକାଂକ୍ଷା ପକ୍ଷରୁ ସହାୟତା

ଖଇରା, ୨୧।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ସବଡିଭିଜନରେ ବିଦ୍ୟୁତ ପରିଚାଳନା ଦାୟିତ୍ୱରେ ଥିବା ଆକାଂକ୍ଷା ପାୱାର ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଅର୍ଥଦାନ କରାଯାଇଛି ା ଆକାଂକ୍ଷାର...

ଖରାପ ରାସ୍ତା ଯୋଗୁ ଆସିଲାନି ଆମ୍ବୁଲାନ୍ସ:ଖଟିଆରେ ବୁହା ହେଲେ ଗର୍ଭବତୀ

ମାଲକାନଗିରି/ଗୋବିନ୍ଦପାଲି,୧ା୯ (ସ୍ବ.ପ୍ର./ଡି.ଏନ.ଏ.)-ମାଲକାନଗିରି ଜିଲାର ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ପହଞ୍ଚତ୍ପାରୁନି। ଉକ୍ତ ଅଞ୍ଚଳକୁ ଆମ୍ବୁଲାନ୍ସ କିମ୍ବା ଅନ୍ୟ ଗାଡି ଯାଇପାରୁ ନ ଥିବାରୁ ଜନନୀ ଯନ୍ତ୍ରଣା ବଢିବାରେ...

ମହିଳାଙ୍କୁ ବଳାତ୍କାର ପରେ ହତ୍ୟା ମାମଲା: ଦୋଷୀଙ୍କୁ ୧୦ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ, ୧୯।୧୨-ଜଣେ ମହିଳାଙ୍କୁ ବଳାତ୍କାର ପରେ ହତ୍ୟା ମାମଲାର ବିଚାର କରି ଗୁରୁବାର ବାଲେଶ୍ୱର ଜିଲା ଦ୍ୱିତୀୟ ଅତିରିକ୍ତ ଜିଲା ଦୌରାଜଜ୍‌ ସୁବାଷ କୁମାର...

Advertisement
Archives

Model This Week