Posted inଫୁରସତ

୪ ଟଙ୍କା ପାଇଁ ୮ମାସର ଲଢ଼େଇ

ଗ୍ବାଲିୟର: ମାତ୍ର ୪ ଟଙ୍କା ୧୦ ପଇସା ପାଇଁ ଆଠ ମାସର ଆଇନଗତ ଲଢେଇ । କଥାଟା ଶୁଣିବାକୁ ଅଜବ ଲାଗୁଥିଲେ ବି ବାସ୍ତବରେ ଏପରି ଏକ ଘଟଣା ଘଟିଛି ମଧ୍ୟପ୍ରଦେଶର ଗ୍ବାଲିୱରରେ । ଏଇ ଅଞ୍ଚଳର ଆନନ୍ଦ ପ୍ରତାପ ସିଂହ ନାମକ ଜଣେ ବ୍ୟକ୍ତି ରିଲାଏନ୍ସ ମାର୍ଟରୁ ଗତ ବର୍ଷ ମେ ମାସରେ ୩ ହଜାର ୭୪୬ ଟଙ୍କା ୫୦ ପଇସାର ସାମଗ୍ରୀ କିଣିଥିଲେ । କିନ୍ତୁ ଘରକୁ ଯାଇ ବିଲ୍‌ ଚେକ୍‌ କରିବାରୁ ଜାଣିଥିେଲେ ଯେ, ସେ କିଣିଥିବା ଏକ ହେୟାର ବ୍ୟାଣ୍ଡ୍‌ର ମୂଲ୍ୟ ୨୨ ଟଙ୍କା ଥିଲାବେଳେ ବିଲରେ ତାଙ୍କ ଠାରୁ ୨୬ ଟଙ୍କା ୧୦ ପଇସା ନିଆଯାଇଥିଲା ।
ଏଇ ଅଭିଯୋଗ ନେଇ ସେ ରିଲାଏନ୍ସ ମାର୍ଟକୁ ଯାଇଥିଲେ ଏବଂ ତାଙ୍କ ଠାରୁ କାହିଁକି ୪ ଟଙ୍କ ୧୦ ପଇସା ଅଧିକ ନିଆଯାଇଛି ବୋଲି ପ୍ରଶ୍ନ କରିଥିଲେ ।
କିନ୍ତୁ ଆନନ୍ଦଙ୍କର ଏଇ ଅଭିଯୋଗ ପରେ ତାଙ୍କୁ ମାର୍ଟ ପକ୍ଷରୁ ଅଭଦ୍ର ବ୍ୟବହାର କରାଯାଇଥିଲା । ଫଳରେ ସେ ଜିଲା ଉପଭୋକ୍ତା ଫୋରମ୍‌ରେ ଅଭିଯୋଗ କରିଥିଲେ । ଶେଷରେ ୮ମାସର ନ୍ୟାୟିକ ବିଚାର ପ୍ରକ୍ରିୟା ପରେ ଫୋରମ ପକ୍ଷରୁ ମାର୍ଟକୁ ଆନନ୍ଦଙ୍କର ୪ ଟଙ୍କା ୧୦ ପଇସା ଫେରାଇବା ପାଇଁ ର୍ନିଦ୍ଦେଶ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri