୪ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮।୧୧(ବ୍ୟୁରୋ): ୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଗସ୍ତ ସମୟରେ ସେ ଶନିବାର ନୂଆଦିଲ୍ଲୀସ୍ଥିତ ଓଡ଼ିଶା ଭବନରେ ଆୟୋଜିତ ହେବାକୁ ଥିବା ଏକ ଉଚ୍ଚସ୍ତରୀୟ ବୈଠକରେ ସେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସେଥିରେ ସେ କେନ୍ଦ୍ର ସରକାରଙ୍କ ନିକଟରେ ପଡ଼ି ରହିଥିବା ରାଜ୍ୟର ବିଭିନ୍ନ ବିଲ୍‌ ଏବଂ ପ୍ରକଳ୍ପ କାର୍ଯ୍ୟ ଓ କେନ୍ଦ୍ରୀୟ ଅନୁଦାନ ଆଦି ପ୍ରସଙ୍ଗର ସମୀକ୍ଷା କରିବେ। ଏହାବ୍ୟତିତ ସେ କେତେକ କେନ୍ଦ୍ରମନ୍ତ୍ରୀଙ୍କୁ ସାକ୍ଷାତ କରିବା ପରେ ସୋମବାର ଭୁବନେଶ୍ୱର ଫେରିବାର କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି।
ସୂଚନାଯୋଗ୍ୟ, ଶୁକ୍ରବାର ନୂଆଦିଲ୍ଲୀ ଗସ୍ତ ପୂର୍ବରୁ ମୁଖ୍ୟମନ୍ତ୍ରୀ ଲୋକସେବା ଭବନରେ ଆୟୋଜିତ ମନ୍ତ୍ରିପରିଷଦ ବୈଠକରେ ଯୋଗ ଦେଇଥିଲେ। ଏଥିରେ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟକୁ ଅନୁମୋଦନ କରାଯାଇଥିଲା। ଏହାପରେ କେନ୍ଦ୍ର କୋଇଲାମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଓ କୋଇଲା ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀଙ୍କ ସହ ବୈଠକ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୌମ୍ୟ କହିଲେ ଛୋଟ ଘଟଣା, ଲେଖାଶ୍ରୀ ପଚାରିଲେ ବଡ଼ କ’ଣ

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ବିଜେଡି ଉପସଭାପତି ତଥା ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ନାବାଳିକା ପରୀ ହତ୍ୟାକାଣ୍ଡକୁ ଏକ ଛୋଟ ଘଟଣା ବୋଲି ମତ ଦେଇଛନ୍ତି। ଏହାକୁ ନେଇ...

ଘୁଞ୍ଚିଲା ଏକକ ପିଜି ପ୍ରବେଶିକା ଆବେଦନ

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଏକକ ପିଜି ପ୍ରବେଶିକା ପରୀକ୍ଷା(ସିପିଇଟି) ପାଇଁ ଆବେଦନ ସମୟସୀମା ବୃଦ୍ଧି କରିଛି ଉଚ୍ଚଶିକ୍ଷା ବିଭାଗ। ଚଳିତ ମାସ ୧୨ ତାରିଖ ଆବେଦନର ଶେଷ ତାରିଖ...

ଜାନୁୟାରୀ ୨୬ରୁ ଆଦିବାସୀ ମେଳା

ଭୁବନେଶ୍ୱର,୪ା୧(ବ୍ୟୁରୋ): ଆଦିବାସୀ ମେଳା-୨୦୨୦ ଆସନ୍ତା ଜାନୁୟାରୀ ୨୬ରୁ ଫେବୃୟାରୀ ୯ ପର୍ଯ୍ୟନ୍ତ ୟୁନିଟ-୩ସ୍ଥିତ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆଠାରେ ଅନୁଷ୍ଠିତ ହେବ। ଅନୁସୂଚିତ ଜନଜାତି ଓ ଅନୁସୂଚିତ...

ଭାଜପା ଭୁବନେଶ୍ୱର ଜିଲା ସଭାପତିଙ୍କୁ ସଂଘବଦ୍ଧ ଆକ୍ରମଣ

ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ଭାଜପାର ଭୁବନେଶ୍ୱର ସାଙ୍ଗଠନିକ ଜିଲା ସଭାପତି ତଥା କୋ-ଅପରେଟିଭ ସୋସାଇଟି ସଦସ୍ୟ ହରେକୃଷ୍ଣ ଖୁଣ୍ଟିଆଙ୍କୁ ଶୁକ୍ରବାର ମଧ୍ୟାହ୍ନରେ ସଂଘବଦ୍ଧ ଭାବେ ଆକ୍ରମଣ କରିଛନ୍ତି...

ରଖେ ହରି ତ ମାରେ କିଏ: ନଦୀରେ ୩ କି.ମି. ଭାସି ଯାଇ ବି ବଞ୍ଚିଗଲେ ବୃଦ୍ଧା

ବସ୍ତା, ୧।୧୦(ସ୍ବ.ପ୍ର.)-କଥାରେ ଅଛି ରଖେ ହରି ତ ମାରେ କିଏ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ବାହାର୍ଦ୍ଦା...

ପ୍ରାଣୀଧନ ନିରୀକ୍ଷକଙ୍କ ୯୦ ପ୍ଲଟ୍‌, ୪ ବିଲ୍ଡିଂ, ୩ ଫ୍ଲାଟ୍‌

ଭୁବନେଶ୍ୱର,୫।୫(ବ୍ୟୁରୋ): ରଘୁନାଥପୁର କଳାରାହଙ୍ଗ ପ୍ରାଣୀଧନ ନିରୀକ୍ଷକ ଜଗନ୍ନାଥ ରାଉତଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ତେବେ ଚଢାଉ ବେଳେ ଭିଜିଲାନ୍ସ ପକ୍ଷରୁ ପ୍ରାଣୀଧନ ନିରୀକ୍ଷକଙ୍କ କୋଟି...

ଦଶମନ୍ତପୁରରେ ଝାଡ଼ାବାନ୍ତି ସ୍ଥିତି ଅନୁଧ୍ୟାନ କଲେ ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

କୋରାପୁଟ,୨୩ା୭(ସ୍ବ.ପ୍ର.): ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଶନିବାର କୋରାପୁଟ ଜିଲା ଗସ୍ତରେ ଆସି ଦଶମନ୍ତପୁର ଝାଡ଼ାବାନ୍ତି ଅଞ୍ଚଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିବା...

ବଜେଟ ଆଲୋଚନା: ଅର୍ଥ ମନ୍ତ୍ରୀଙ୍କ ଉତ୍ତର: ଗଠନଧର୍ମୀ ମତାମତକୁ ପରୀକ୍ଷାମୂଳକ ଭାବେ କାର୍ଯ୍ୟକାରୀ କରାଯିବ

ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟ ସରକାର ବିରୋଧୀ ଦଳର ଗଠନଧର୍ମୀ ପ୍ରସ୍ତାବକୁ ଗ୍ରହଣ କରିବେ। ଉତ୍ତମ ପ୍ରସ୍ତାବକୁ ପରୀକ୍ଷାମୂଳକ ଭାବେ କାର୍ଯ୍ୟକାରୀ କରାଯିବ। ସରକାର ସୀମା ଭିତରେ ରହି...

Advertisement
Archives

Model This Week