୪ ଦିନ ହେବ ନାବାଳିକା ନିଖୋଜ: ୩ଜଣଙ୍କୁ ଅଟକ ରଖି ବସି ରହିଛି ପୋଲିସ, ଚିନ୍ତାରେ ପରିବାର

ରଣପୁର,୬।୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନା ଲୋଧାଚୁଆ ଅଞ୍ଚଳର ଜଣେ ୧୬ବର୍ଷୀୟା ନାବାଳିକା ୪ ଦିନ ହେବ ନିଖୋଜ ଅଛନ୍ତି। ସମ୍ପୃକ୍ତ ନାବାଳିକାଙ୍କୁ ବଜ୍ରକୋଟ ଅଞ୍ଚଳର ୩ଜଣ ଅସଦାଚରଣ କରି ଅପହରଣ କରି ନେଇଥିବା ପରିବାରଲୋକେ ଅଭିଯୋଗ କରିଛନ୍ତି। ପୋଲିସ ଏନେଇ ଏକ ମାମଲା ରୁଜୁ କରି ଉକ୍ତ ୩ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ହେଲେ ସେମାନେ ପୋଲିସ ନିକଟରେ ମୁହଁ ଖୋଲୁ ନ ଥିବାରୁ ପୀଡ଼ିତାଙ୍କ ବାପା ଭୟରେ ଅଛନ୍ତି। ନିକଟରେ ହାଇଦ୍ରାବାଦ, ଉନ୍ନାଓ , ପୁରୀରେ ବଳାତ୍କାର ଘଟଣା ସମ୍ମୁଖକୁ ଆସିଥିବାରୁ ତାଙ୍କ ଝିଅ ବଞ୍ଚିଛନ୍ତି କି ନାହିଁ ସେ ନେଇ ସେ ଚିନ୍ତାରେ ଥିବା ପ୍ରକାଶ କରିଛନ୍ତି। ଏନେଇ ସେ ଥାନାକୁ ଦୌଡ଼ୁଥିଲେ ସୁଦ୍ଧା ପୋଲିସ ସହଯୋଗ କରୁ ନ ଥିବା ସେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାନଭାଇଙ୍କ ଆତ୍ମହତ୍ୟା ଖବର ପାଇ ବଡଭାଇ କଲେ ଏମିତି

ଧର୍ମଗଡ,୯।୮(ଡି.ଏନ.ଏ.)- କଳାହାଣ୍ଡି ଜିଲା ଧର୍ମଗଡ ଥାନା ଅନ୍ତର୍ଗତ ରାଜମୋଟେର ଗାଁରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ ନେଇ ପ୍ରଥମେ ସାନ ଭାଇ...

ମନ୍ଦିର ପ୍ରବେଶ କଲେ ପ୍ରଭୁ ଲିଙ୍ଗରାଜ

ଭୁବନେଶ୍ୱର,୬ା୬(ବ୍ୟୁରୋ): ମହାପ୍ରଭୁ ଲିଙ୍ଗରାଜଙ୍କ ବିବାହ ସମ୍ପନ୍ନ ପରେ ସୋମବାର ମନ୍ଦିରରେ ପ୍ରବେଶ କରିଛନ୍ତି ଦେବ ଦମ୍ପତି। ସୁସଜ୍ଜିତ ବିମାନରେ ମହାପ୍ରଭୁ ଲିଙ୍ଗରାଜ ଓ ମା’ ପାର୍ବତୀ...

ଅଭିଯୋଗକାରୀଙ୍କ ଓକିଲଙ୍କୁ ଥାନାରେ ପିଟିବାକୁ ବିଡିଓଙ୍କ ଧମକ

ଜଗତ୍‌ସିଂହପୁର ଅଫିସ, ୧୭ା୪: ଜଗତ୍‌ସିଂହପୁର ବିଡିଓ ସାଗର ନନ୍ଦଙ୍କ ନାମରେ ଜଗତ୍‌ସିଂହପୁର ଥାନାରେ ସଙ୍ଗିନ ଅଭିଯୋଗ ହୋଇଛି। ଏହି ଥାନା ଅନ୍ତର୍ଗତ ସଭାମୂଳ ଟିଟିଗାଁର ଦେବେନ୍ଦ୍ର...

ଘରୁ ଡାକି ନେଇ ହତ୍ୟା, ଠେଙ୍ଗାରେ ପିଟି ମାରିଦେଲେ

ଅନୁଗୋଳ,୧୭ା୯(ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଞ୍ଚଳରେ ୨ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। କାଙ୍ଗୁଲା ଗ୍ରାମର ସଂଗ୍ରାମ ବେହେରା(୨୨)ଙ୍କୁ ଘରୁ ଡାକି...

ନିଶା କବଳରେ ଶୈଶବ: ରାଜ୍ୟପାଳ

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ବିଜୁପଟ୍ଟନାୟକ ପୋଲିସ ଏକାଡେମୀରେ ଗୁରୁବାର ଦୀକ୍ଷାନ୍ତ ସମାରୋହ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ‘ପାସିଂ ଆଉଟ୍‌ ପରେଡ୍‌’ ଆୟୋଜନ କରାଯାଇଥିଲା। ଏଥିରେ ପଞ୍ଚମ...

ପଞ୍ଚଭୂତରେ ବିଲୀନ ଚିତ୍ରଶିଳ୍ପୀ ପଦ୍ମନାଭ ମିଶ୍ର

ଭୁବନେଶ୍ୱର,୨୫ା୯(ଅସମାପିକା ସାହୁ): ଚିତ୍ରକଳା ଜଗତ ପାଇଁ ସୋମବାର ହେଉଛି ଏକ ଦୁଃଖଦ ଦିବସ। ପଞ୍ଚମହାଭୂତରେ ଲୀନ ହୋଇଛନ୍ତି ଓଡ଼ିଶାର ବିଶିଷ୍ଟ ଚିତ୍ରଶିଳ୍ପୀ ପଦ୍ମନାଭ ମିଶ୍ର। ସ୍ବାଧୀନତା...

ଦୋକାନ୍‌ ସିଲ୍‌, ୧୭ଜଣ ଦେଲେ ଜରିମାନା

ଛତ୍ରପୁର,୪ା୬(ଡି.ଏନ୍‌.ଏ.)- ଛତ୍ରପୁର ଏନ୍‌ଏସି ପକ୍ଷରୁ ସହରରେ ଲକ୍‌ଡାଉନ୍‌ ନିୟମ ପାଳନ ହେଉଛି କି ନାହିଁ ଗୁରୁବାର କଡାକଡି ଯାଞ୍ଚ କରାଯାଇଥିଲା। ଛତ୍ରପୁର ଅପର ବସ୍‌ଷ୍ଟାଣ୍ଡରେ ଥିବା...

ଭୋକ ଓପାସରେ ବାହାର ରାଜ୍ୟର ୯ ଶ୍ରମିକ

ଖଇରା, ୬।୪(ଡି.ଏନ.ଏ.): ବାହାର ରାଜ୍ୟର ୯ଜଣ ଶ୍ରମିକ ୨ଦିନ ହେଲା ଭୋକଓପାସରେ ରହିଛନ୍ତି। ସେମାନେ ବାଲେଶ୍ୱର ଜିଲା ଖଇରା ବ୍ଲକ ଝିଙ୍କିରିଆ ପଞ୍ଚାୟତ ଅଧୀନ ସିଂହିପୁର...

Advertisement
Archives

Model This Week