୪ ପିଏଲ୍‌ଏଫ୍‌ଆଇ ସଦସ୍ୟ ଗିରଫ

ସୁନ୍ଦରଗଡ଼,୧୮।୧୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅନ୍ତର୍ଗତ କୁଆଁରମୁଣ୍ଡାରେ ଗତ ୧୭ ତାରିଖରେ ଜଣେ ସ୍କ୍ରାପ୍‌ ବ୍ୟବସାୟୀଙ୍କୁ ୧ ଲକ୍ଷ ଟଙ୍କା ଦାଦାବଟି ଦାବିକରି ପରେ ୩୨ ହଜାର ଟଙ୍କା ଲୁଟି ନେିଥିଲେ। ଏହି ଘଟଣାରେ ପୋଲିସ ସୋମବାର ୪ ଜଣ ପିଏଲ୍‌ଏଫ୍‌ଆଇ ସଦସ୍ୟଙ୍କୁ ଗିରଫ କରିଛି। ସେମାନେ ହେଲେ ଲାଲ୍‌ବାବୁ ମହାନନ୍ଦିଆ, ପ୍ରମୋଦ ମିଞ୍ଜ, ବୁଦୁରୁ ଖଣ୍ଡିଆ ଓ ରାଜମୋହନ କିସାନ। ସେମାନଙ୍କଠାରୁ ଏକ ପିସ୍ତଲ, ୨ ରାଉଣ୍ଡ ଗୁଳି ଓ ଟଙ୍କା ଜବତ ହୋଇଛି। ଏ ନେଇ ସୁନ୍ଦରଗଡ଼ ଏସ୍‌ପି ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଏଥିରେ ଅତିରିକ୍ତ ଏସ୍‌ପି ରବିନାରାୟଣ ବାରିକ, ଡିଏସ୍‌ପି ମାଝି ଓ ବୀରମିତ୍ରପୁର ଆଇଆଇସି ଆନନ୍ଦ ମାଝି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ କୃଷି, ଶ୍ରମିକ ବିରୋଧୀ ଆଇନ ପ୍ରଣୟନକୁ ବିରୋଧ

ଦିଗପହଣ୍ଡି,୨୩ା୯(ଡି.ଏନ୍‌.ଏ.):  ଗଞ୍ଜାମ ଜିଲା ଦିଗପହଣ୍ଡି ବସ୍‌ଷ୍ଟାଣ୍ଡଠାରେ ସର୍ବଭାରତୀୟ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନଙ୍କ ଡାକରା କ୍ରମେ ବୁଧବାର ସିପିଆଇ,ସିପିଆଇ (ଏମ୍‌) ଏବଂ କଂଗ୍ରେସ ସମର୍ଥିତ ଏଆଇଟିୟୁସି, ସିଆଇଟିୟୁ,...

ପାଳଗଦା ଜଳିଗଲା

ଦିଗପହଣ୍ଡି,୭ା୪(ଡି.ଏନ୍‌.ଏ.)- ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଅଧିନ ବାଲିଘାଇ ଗ୍ରାମ ଇନ୍ଦିରା ଆବାସ କଲୋନୀ ନିକଟରେ ଥିବା ପ୍ରକାଶ ନାଇକଙ୍କ ପାଳଗଦା ଜଳିଯାଇଛି। ମଙ୍ଗଳବାର ପୂର୍ବାହ୍ନ...

ଅନ୍ୟ ରାଜ୍ୟରୁ ଗଞ୍ଜାମ ଫେରିବାକୁ ପଞ୍ଜୀକରଣ କଲେଣି ୧.୯୧ ଲକ୍ଷ ଲୋକ

ଛତ୍ରପୁର, ୨୯।୪(ଡି.ଏନ୍‌.ଏ.): ଲକ୍‌ଡାଉନ ଉଠିବା ପରେ ବିଭିନ୍ନ ରାଜ୍ୟରୁ ଗଞ୍ଜାମ ଜ଼ିଲାକୁ ଶ୍ରମିକ, ଛାତ୍ରୀଛାତ୍ର ଓ ଅନ୍ୟମାନେ ଫେରିବେ। ଏ ନେଇ ପଞ୍ଜୀକରଣ କରିବାକୁ ଓଡିଶା...

ବାହୁଡାରେ ସୁନାବେଶ ଦର୍ଶନ କଲେ ଭକ୍ତ

ଢେଙ୍କାନାଳ ଅଫିସ,୧୨ା୭: ଢେଙ୍କାନାଳରେ ଶୁକ୍ରବାର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡାଯାତ୍ରା ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଅପରାହ୍ନ ୫ଟା ୧୫ରେ ବଡରଥ ଓ ସାଢେ ୫ଟାରେ ମହିଳାମାନେ...

ପ୍ରକଳ୍ପ କାମ ନିମ୍ନମାନର

ପରଜଙ୍ଗ, ୨୨।୫(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସୀ ପଞ୍ଚାୟତ ଅଧୀନ ଅଁଳାକଟା ଗ୍ରାମରେ ବସୁଧା ଯୋଜନାରେ ଚାଲିଥିବା ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ନିମ୍ନମାନର...

ଟାର୍ଗେଟ୍‌ରେ ବାହାର ରାଜ୍ୟ ଟ୍ରକ୍‌

ଅନୁଗୋଳ ଅଫିସ,୯ା୧୦ କୋଭିଡ୍‌ ସ୍ଥିତି ସୁଧୁରୁଥିବାରୁ ଜୋର୍‌ ଧରିଲାଣି ବ୍ୟବସାୟ। ଦୀର୍ଘଦିନ ଧରି ବନ୍ଦ ପଡ଼ିଥିବା ବିଭିନ୍ନ କାରଖାନାରୁ ଆରମ୍ଭ ହେଲାଣି ଉତ୍ପାଦନ। ଫଳରେ ଶିଳ୍ପବହୁଳ...

ଦୂରଦୃଷ୍ଟି ଅଭାବରୁ ଯୋଜନା ଦିଗହରା

ଢେଙ୍କାନାଳ ଅଫିସ, ୧୧।୪ ମୁଖ୍ୟମନ୍ତ୍ରୀ କର୍ମତତ୍ପର ଅଭିଯାନ (ମୁକ୍ତା) ଯୋଜନାରେ ଖୋଳାଯାଇଛି ବିଶାଳକାୟ ପୋଖରୀ। ଏଥିରେ ଖର୍ଚ୍ଚ ହୋଇଛି ପ୍ରାୟ ୧୨ ଲକ୍ଷ ଟଙ୍କା। କାମ...

ଭୁବନେଶ୍ୱରରେ ଏବେ ୩୦ କରୋନା ଆକ୍ରାନ୍ତ ଚିକିତ୍ସିତ: ବମିଖାଲର ସବୁ ଆକ୍ରାନ୍ତ ଗୋଟିଏ ପରିବାରର

ଭୁବନେଶ୍ୱର, ୬।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ୩୯ରେ ପହଞ୍ଚିଛି। ଏଥିରୁ ୨ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩୭ଜଣ ରାଜ୍ୟର ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ...

Advertisement
Archives

Model This Week