୪ ବର୍ଷୀୟା ଭଉଣୀକୁ ବଳାତ୍କାର: ବଡ଼ଭାଇ ଗିରଫ

ସରଣ୍ଡା,୨୭।୭(ଡି.ଏନ୍‌.ଏ.): ନିଜର କାମପିପାସା ମେଣ୍ଟାଇବା ପାଇଁ ନାବାଳିକା ଭଉଣୀକୁ ବଳାତ୍କାର କରିଛନ୍ତି ବଡ଼ଭାଇ । ଏଭଳି ଲଜ୍ଜାଜନକ ଘଟଣା ଘଟିଛି ବରଗଡ଼ ଜିଲା ଅତାବିରା ଥାନା ଗୋଡ଼ଭଙ୍ଗା ଅଞ୍ଚଳରେ। ପୋଲିସ ଅଭିଯୁକ୍ତ ଭାଇଙ୍କୁ ଗିରଫକରି ଶନିବାର କୋର୍ଟଚାଲାଣ କରିଥିବା ଜଣାପଡ଼ିଛି। ସେ ହେଲେ ସୁଧାଂଶୁ ପ୍ରଧାନ।
ପ୍ରକାଶ ଯେ, ଗତ ୨୩ ତାରିଖ ସକାଳେ ୪ ବର୍ଷୀୟା ଶିଶୁକନ୍ୟା ଘରେ ଖେଳୁଥିଲେ। ଏହି ସମୟରେ ତାଙ୍କର ବଡ଼ବାପା ପୁଅ ଭାଇ ସୁଧାଂଶୁ ଭଉଣୀକୁ ଡାକି ନେଇ ବଳାତ୍କାର କରିଥିଲେ। ଏହି ଘଟଣା ବିଷୟରେ ଶୁକ୍ରବାର ପୀଡ଼ିତାଙ୍କ ପରିବାର ଲୋକେ ଜାଣିବା ପରେ ଅତାବିରା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ପୋକ୍ସୋ ଆକ୍ଟରେ ମାମଲା (୧୫୫/୧୯) ରୁଜୁ କରି ଘଟଣାର ତଦନ୍ତ ଚଳାଇଥିଲେ। ଶନିବାର ପୋଲିସ ଅଭିଯୁକ୍ତ ସୁଧାଂଶୁଙ୍କୁ ଗିରଫ କରିଛି। ଡାକ୍ତରୀମାଇନା ପରେ ତାଙ୍କୁ କୋର୍ଟଚାଲାଣ କରାଯାଇଥିବା ବରଗଡ଼ ସଦର ଏସ୍‌ଡିପିଓ କ୍ଷୀରସାଗର ନାଏକ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆହାର କେନ୍ଦ୍ରରେ ଖାଇ ଛାଡ଼ଖାଇ ପାଳିଲେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ

ବରଗଡ଼ ଅଫିସ,୧୩।୧୧- ବୁଧବାର ସବୁଆଡ଼େ ଛାଡଖାଇର ମାହୋଲ। ସଭିଁଏ ଉତ୍ସାହ, ଉଦ୍ଦୀପନା ସହିତ ଏହାକୁ ପାଳନ କରୁଛନ୍ତି। ହେଲେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ...

ତୁଟୁନି ବିକ୍ରି ସମସ୍ୟା: ଧାନ ଗଦାକରି ରାସ୍ତା ଅବରୋଧ କଲେ ଚାଷୀ

ପଦ୍ମପୁର,୧୮।୧(ଡି.ଏନ୍‌.ଏ.): ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦୁଇ ମାସରୁ ଅଧିକ ସମୟ ବିତିଲାଣି। ମାତ୍ର ଧାନ ବିକ୍ରି ସମସ୍ୟା ତୁଟୁନାହିଁ। ଚାଷୀମାନେ ଧାନ...

କଂସାରୀପଡ଼ା ମରଣାନ୍ତକ ଆକ୍ରମଣ ଘଟଣା: ସିସିଟିଭିରୁ ଚିହ୍ନଟ ହେଲେ ୪ ଅଭିଯୁକ୍ତ

ବଲାଙ୍ଗୀର ଅଫିସ,୧୦ା୧୦: ଚଳିତମାସ ୩ ତାରିଖରେ ବଲାଙ୍ଗୀର ସହର କଂସାରୀପଡ଼ା ମଦନଗୁଡ଼ିଆ ଛକସ୍ଥିତ ମଦ ଦୋକାନ ସାମ୍ନାରେ ହୋଇଥିବା ମରଣାନ୍ତକ ଆକ୍ରମଣ ଘଟଣାରେ ଟାଉନ ଥାନା...

ବିଦ୍ୟୁତ ସମସ୍ୟାର ସମାଧାନ କର

ବରଗଡ଼ ଅଫିସ୍‌,୭।୫- ବରଗଡ଼ ସହରରେ ବିଦ୍ୟୁତ ବିଭ୍ରାଟ ଏକ ନିତିଦିନିଆ ଘଟଣାରେ ପରିଣତ ହୋଇଯାଇଛି । ଏହି ସମସ୍ୟାର ସମାଧାନ ପାଇଁ ବୁଧବାର ସ୍ଥାନୀୟ ବିଦ୍ୟୁତ...

ସ୍ତ୍ରୀ ଉପରେ ଖରାପ ନଜର ପକାଇବାରୁ ବଡ଼ ଭାଇକୁ ହତ୍ୟା

ଗ୍ରେଟର ନୋଏଡା, ୨୭।୭: ଗ୍ରେଟର ନୋଏଡାର ବିସରଖ ଗ୍ରାମରେ ଜଣେ ଯୁବକଙ୍କ ହତ୍ୟା ମାମଲାରେ ପୋଲିସ ତାଙ୍କ ସାନ ଭାଇକୁ ଗିରଫ କରିଛି। ମୃତକ ଯୁବକଜଣଙ୍କ...

ବୋହୂଙ୍କ କାଠଫାଳିଆରେ ଶ୍ୱଶୁରଙ୍କ ଜୀବନ ଗଲା

ଆସିକା,୧୯ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ କିଶୋରଚନ୍ଦ୍ରପଲ୍ଲୀ ଗାଁରେ ଏକ ଅଭାବନୀୟ କାଣ୍ଡ ଘଟିଛି। ସାମାନ୍ୟ ବଚସାରୁ ଶ୍ୱଶୁରକୁ କାଠଫାଳିଆରେ ପିଟି ପିଟି ମାରିଦେଇଛନ୍ତି...

ଉଧାର ଟଙ୍କା ନ ଦେବାରୁ ଠେଙ୍ଗାରେ ପିଟି ହତ୍ୟା : ଅଭିଯୁକ୍ତ ଅଟକ

କେସିଙ୍ଗା,୧।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ଗାଈଗା ପଞ୍ଚାୟତର କେରୋକୁଡ଼ା ଗ୍ରାମର ଶୁକଦେବ ସା(୩୫)ଙ୍କୁ ସେହି ଗ୍ରାମର ବିଭୂତି ବୁଦ୍ଧିଆ (୩୦) ଠେଙ୍ଗାରେ ପିଟି...

ନାବାଳିକାଙ୍କୁ ଗଣବଳାତ୍କାର ପରେ ଭିଡିଓ ଭାଇରାଲ

ରାଞ୍ଚତ୍, ୨୦।୨: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚତ୍ରୁ ଏକ ସମ୍ବେଦନଶୀଲ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ନାମକୁମ୍‌ ଅଞ୍ଚଳର ଜଣେ ୧୪ ବର୍ଷୀୟା ନାବାଳିକଙ୍କୁ ଗଣବଳାତ୍କାର ପରେ...

Advertisement
Archives

Model This Week