୪ ବାଲି ବୋଝେଇ ଟ୍ରାକ୍ଟର ଜବତ

ତାଳଚେର,୧୭ା୧୨(ନି.ପ୍ର.)- ତାଳଚେର ଭାରପ୍ରାପ୍ତ ତହସିଲଦାର ଗୌରୀ ନାଏକ ମଙ୍ଗଳବାର କୁମୁଣ୍ଡା ଓ ଡେରା ନିକଟରେ ଚଢାଉ କରି ଆବଶ୍ୟକ କାଗଜପତ୍ର ନ ଥିବାରୁ ୪ଟି ବାଲି ବୋଝେଇ ଟ୍ରାକ୍ଟରକୁ ଜବତ କରିଛନ୍ତି। ଉକ୍ତ ୪ଟି ଟ୍ରାକ୍ଟରର ୱାଇ ଫର୍ମ ନ ଥିବାବେଳେ ପ୍ରତ୍ୟେକ ଗାଡିକୁ ୨୫ ହଜାର ଟଙ୍କା ଜରିମାନା କରାଯାଇଥିଲା। ଜରିମାନା ଅର୍ଥ ପୈଠ ହେବା ପରେ ଗାଡିଗୁଡ଼ିକକୁ ଛାଡି ଦିଆଯାଇଥିବା ତହସିଲ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓ୍ବାର୍ଲଡ଼ ରେକର୍ଡ କଲେ ବଲାଙ୍ଗୀରର ୨୩ମାସର ଶିଶୁ

ବଲାଙ୍ଗୀର ଅଫିସ,୧୨ା୧: ଭାରତର ପ୍ରାଦେଶିକ ରାଜଧାନୀମାନଙ୍କ ନାମ ଆବୃତ୍ତି କରି ବଲାଙ୍ଗୀର ସହରର ଜଣେ ୧ବର୍ଷ ୧୧ ମାସ ୬ ଦିନର ଶିଶୁପୁତ୍ର ବିଶ୍ୱରେ କର୍ଡ...

କୁକୁର ଆକ୍ରମଣରେ ସମ୍ବର ମୃତ

ଭଞ୍ଜନଗର,୭।୯(ଡି.ଏନ.ଏ.)- ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଗାଲେରୀ ରେଞ୍ଜ ଜଡ଼ାହାଟୁଣି ନିକଟରେ ଶୁକ୍ରବାର ସନ୍ଧ୍ୟାରେ କୁକୁର ଆକ୍ରମଣରେ ଗୋଟିଏ ସମ୍ବରର ମୃତ୍ୟୁ ଘଟିଛି। ବନ କର୍ମଚାରୀ...

ଡେଲିମାର୍କେଟ ଭିଡ ବଢାଉଛି ସଂକ୍ରମଣ ଭୟ

ବଲାଙ୍ଗୀର ଅଫିସ, ୬ା୪: ପଶ୍ଚିମ ଓଡିଶାର କଳାହାଣ୍ଡି ଜିଲାରେ କରୋନା ସଂକ୍ରମିତ ଯୁବକଙ୍କୁ ଚିହ୍ନଟ କରାଯାଇଛି। ଏହା ଜଣାପଡିବା ପରେ ପଶ୍ଚିମ ଓଡିଶାର ବିଭିନ୍ନ ଜିଲାରେ...

ଅଲୋଡ଼ା କନ୍ୟା ସନ୍ତାନ: ମେଡିକାଲ ବେଡ୍‌ରେ ଛାଡ଼ି ପଳାଇଲେ ମା’

କଟକ ଅଫିସ, ୨୬।୧୦: ସମାଜରେ କନ୍ୟା ସନ୍ତାନଙ୍କ ପ୍ରତି ଥିବା ହୀନମନ୍ୟତା ବଢିବାରେ ଲାଗିଛି, ଯାହାର ଏକ ଉଦାହରଣ ଏସ୍‌ସିବି ମେଡିକାଲରେ ଦେଖିବାକୁ ମିଳିଛି। ଗତ...

ନାବାଳିକାଙ୍କୁ ଗଣବଳାତ୍କାର ଘଟଣା: ଜଣେ ଅଟକ

କଟକ ଅଫିସ/ତିର୍ତ୍ତୋଲ (ଡି.ଏନ.ଏ),୧୫ା୧୦: ଜଣେ ୧୫ବର୍ଷୀୟା ନାବାଳିକାଙ୍କୁ ଗଣବଳାତ୍କାର ଘଟଣାରେ ଚାଉଳିଆଗଞ୍ଜ ଥାନା ପୋଲିସ ବୁଧବାର ଜଣେ ଅଭିଯୁକ୍ତଙ୍କୁ ଅଟକ ରଖିଛି। ସେ ମୁଖ୍ୟ ଅଭିଯୁକ୍ତଙ୍କ...

ବରଗଡ଼ରେ ଗର୍ଭବତୀ ମହିଳାଙ୍କ ସମେତ ୧୬ ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୩୪ରେ ପହଞ୍ଚିଲା

ବରଗଡ଼ ଅଫିସ,୧୪ା୬: ବରଗଡ଼ ଜିଲାରେ ରବିବାର ପୁଣି ୧୬ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଭେଡେନ୍‌ ବ୍ଲକ ରୁଷୁଡା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର(ଟିଏମସି)ର...

ପ୍ରସୂତିଙ୍କୁ ବଞ୍ଚାଇଲା ବିରଳ ରକ୍ତ: ପ୍ରସବ ପରେ ଗୁରୁତର ଥିଲା ଅବସ୍ଥା; ‘ବମ୍ବେ ଓ-ପଜିଟିଭ୍‌’ ରକ୍ତ ଦେଲେ ରାଉରକେଲା ଯୁବକ

ବ୍ରହ୍ମପୁର ଅଫିସ୍‌,୨୦ା୧୦- ଠିକ୍‌ ସମୟରେ ବିରଳ ରକ୍ତ ମିଳିବା ଯୋଗୁ ଜଣେ ପ୍ରସୂତିଙ୍କ ଜୀବନ ବଞ୍ଚିଯାଇଛି। ରାଉରକେଲାର ଯୁବକ ଜଣକ ଆସି ରକ୍ତ ଦେଇଛନ୍ତି। ଏଭଳି...

ମାନବିକତା ଦେଖାଇଲେ ମୁସଲମାନ ଯୁବକ

ସମ୍ବଲପୁର,୨୨ା୨(ବ୍ୟୁରୋ): ମାନିବିକତ ଆଗରେ କୌଣସି ଧର୍ମ ବଡ଼ ନୁହେଁ। ଏହାର ଜ୍ଜଳନ୍ତ ଉଦାହରଣ ଦେଖିବାକୁ ମିଳିଛି ସମ୍ବଲପୁର ଜିଲା ବୁର୍ଲାସ୍ଥିତ ଭିମ୍‌ସାର କୋଭିଡ୍‌ ହସ୍ପିଟାଲରେ। ମୃତ୍ୟୁ...

Advertisement


Archives

Model This Week