Posted inଜାତୀୟ

୪ ଭାରତୀୟ ଧୀବରଙ୍କୁ ଗିରଫ କଲା ଶ୍ରୀଲଙ୍କା

କୋଟ୍ଟାଇପଟ୍ଟିନମ୍‌,୨୦।୮: ଶ୍ରୀଲଙ୍କା ନୌସେନା ପକ୍ଷରୁ ୪ ଭାରତୀୟ ଧୀବରଙ୍କୁ ମଙ୍ଗଳବାର ଗିରଫ କରାଯାଇଛି। ଧୀବରମାନେ ଭାରତୀୟ ସାମୁଦ୍ରିକ ସୀମା ବାହାରେ ମାଛ ଧରୁଥିବା ଅଭିଯୋଗ ହୋଇଛି। ଧୀବରମାନଙ୍କୁ ଡେଲ୍ଫଟ୍‌ ଦ୍ୱୀପ ନିକଟରେ ଥିବା ପୁଡୁକୋଟ୍ଟଇ ଜିଲାର କୋଟ୍ଟାଇପଟ୍ଟିନମ୍‌ ଠାରୁ ଗିରଫ କରାଯାଇଛି। ସେମାନଙ୍କ ମାଛଧରା ବୋଟ୍‌ ଓ ଜାଲ ଜବତ କରାଯାଇଛି। ଶ୍ରୀଲଙ୍କା ନୌସେନା ପକ୍ଷରୁ ଏନେଇ ଅଧିକ ପଚରାଉଚରା ଜାରି ରହିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଦେଶରେ ଚାଲିଛି ଏକଛତ୍ରବାଦ ଶାସନ’

ନୂଆଦିଲ୍ଲୀ,୫।୮: ସାରା ଦେଶରେ ମୁଦ୍ରାସ୍ଫୀତି ଏବଂ ବେକାରୀ ବିରୋଧରେ କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇଛି। କଂଗ୍ରେସ ନେତାମାନେ ଦିଲ୍ଲୀ ସମେତ ସାରା ଦେଶରେ ବିରୋଧ କରୁଛନ୍ତି। ରାଷ୍ଟ୍ରପତି...

ଲକ୍‌ଡାଉନ୍‌: ୪୦ କୋଟି ୮୨ ଲକ୍ଷରୁ ଅଧିକ ଭାରତୀୟଙ୍କ ଘରେ ରହିଛି ୨୧ ଦିନର ଖାଦ୍ୟ ସାମଗ୍ରୀ !

ନୂଆଦିଲ୍ଲୀ,୩୦।୩: କରୋନା ସଂକ୍ରମିତଙ୍କ ସଂଖ୍ୟା ଭାରତରେ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ତେବେ ୩୧.୪...

‘ହାଇଡ୍ରୋଜେନ୍‌ ବମ୍‌’ ପକାଇଲେ ନବାବ

ମୁମ୍ବାଇ,୧୦।୧୧: ମୁମ୍ବାଇ କ୍ରୁଜ ଡ୍ରଗ ମାମଲା ଦିନକୁ ଦିନ ବିବାଦ ଭିତରକୁ ଆସିଛି। ବୁଧବାର ଏକ ଖବରଦାତା ସମ୍ମିଳନୀ କରି ଏନସିପି ନେତା ନବାବ ମଲିକ...

ଏମ୍‌ଏସ୍‌ଏମ୍‌ଇ ସଙ୍କଟ ଦୂର ଲାଗି ୫ ପରାମର୍ଶ

ନୂଆଦିଲ୍ଲୀ,୨୬।୪: କରୋନା ଯୋଗୁ ଦେଶରେ ଆର୍ଥତ୍କ ସ୍ଥିତି ଭୁଶୁଡ଼ିବାରେ ଲାଗିଛି। ଆର୍ଥତ୍କ ସ୍ଥିତିରେ ସୁଧାର ଆଣିବା ଓ ଏମ୍‌ଏସ୍‌ଏମ୍‌ଇ ସଙ୍କଟ ଦୂର କରିବା ଲାଗି କଂଗ୍ରେସ...

୭ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୩୦।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଦୈନିକ ସଂକ୍ରମଣ ୭ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ...

ଘୃଣିତ ମନ୍ତବ୍ୟ ପାଇଁ ଦାୟୀ ରହିବେ ମୁଖ୍ୟ ସଚିବ

ନୂଆଦିଲ୍ଲୀ,୨୭।୪(ପି.ଟି.): ରୁର୍‌କୀରେ ବୁଧବାର ହେବାକୁ ଥିବା ଧର୍ମ ସଂସଦରେ ପ୍ରତିକୂଳ ମନ୍ତବ୍ୟ ଦିଆଯିବ ନାହିଁ ବୋଲି ଲିଖିତ ଭାବେ ଜଣାଇବା ପାଇଁ ସୁପ୍ରିମକୋର୍ଟ ମଙ୍ଗଳବାର ଉତ୍ତରାଖଣ୍ଡ...

ଟିଏମ୍‌ସିରେ ଯୋଗ ଦେଲେ ଶତ୍ରୁଘ୍ନ ସିହ୍ନା

କୋଲକାତା,୧୫।୩: ଅଭିନେତା ଶତ୍ରୁଘ୍ନ ସିହ୍ନା ମଙ୍ଗଳବାର ଭାରତୀୟ ଜାତୀୟ କଂଗ୍ରେସ ଛାଡି ତ୍ରୁଳମୂଳ କଂଗ୍ରେସରେ ଯୋଗ ଦେଇଛନ୍ତି। ଏ ନେଇ ସିହ୍ନା ନିଜେ ଟୁଇଟ୍‌ ଯୋଗେ...

ଡାକ୍ତର-ସ୍ବାସ୍ଥ୍ୟକର୍ମୀଙ୍କୁ ମିଳୁ ଭାରତ ରତ୍ନ,ଦାବି କଲେ ମୁଖ୍ୟମନ୍ତ୍ରୀ…

ନୂଆଦିଲ୍ଲୀ,୪।୭: କରୋନା ଯୋଦ୍ଧା ପାଲଟିଥିବା ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀଙ୍କୁ ଭାରତ ରତ୍ନ ପ୍ରଦାନ କରିବାକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଦାବି କରିଛନ୍ତି। କରୋନା ଲଢ଼େଇରେ...

Advertisement
Archives

Model This Week