୪ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୯ା୬ (ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ପୋଲିସଙ୍କ ନିକଟରେ ବୁଧବାର ୪ଜଣ ମାଓବାଦୀ ବନ୍ଧୁକ ସହ ଆତ୍ମ ସମର୍ପଣ କରିଛନ୍ତି। ସେମାନେ ହେଲେ ଧର୍ମଗଡ ଏରିଆ କମାଣ୍ଡର ସଦସ୍ୟ ଗୁଡୁ ଓରଫ ସୁରେଶ ଓରଫ ବାସୁଦେବ। ତାଙ୍କ ଘର ଦୋରାଗୁଡା ଗ୍ରାମରେ। ସେହିପରି ବିଜାପୁର ଜିଲା ମିରତୁର ଥାନା ବେଚାପାଲ ଗ୍ରାମର ଦିଲୀପ ପୁନେମ, ଏହି ଥାନା ଅନ୍ତର୍ଗତ ପାଲେବାୟା ଗ୍ରାମର ଲଛମନ କୁଟାମି, ଓ ଦାନ୍ତଓ୍ବୋଡା ଜିଲା କୁମୁରିଗୁଣ୍ଡା ଥାନା ଅନ୍ତର୍ଗତ ବାସୁରି ଗ୍ରାମର ସୁନାରାମ ା ଏହି ମାଓବାଦୀଙ୍କ ନାମରେ ଓଡିଶା ସରକାରଙ୍କ ପକ୍ଷରୁ ୮ ଲକ୍ଷ ଓ ଛତିଶଗଡ଼ ସରକାରଙ୍କ ପକ୍ଷରୁ ୫ ଲକ୍ଷ ଟଙ୍କା ମୋଟ ୧ ୩ ଲକ୍ଷ ଟଙ୍କା ପୁରଷ୍କାର ଘୋଷିତ ଏହି ୪ଜଣ ଦାନ୍ତଓ୍ବୋଡା ଏସପି ଅଭିଷେକ ପଲ୍ଲବଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ମାଓବାଦୀଙ୍କ ପୂର୍ବ ଆଦର୍ଶ ନ ଥିବାରୁ ସେମାନେ ସଙ୍ଗଠନ ଛାଡି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାପାଇଁ ଆତ୍ମସମର୍ପଣ କରିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଭେମ୍ବର ପାଇଁ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ରାଜ୍ୟ ସରକାର ନଭେମ୍ବର ପାଇଁ ଗାଇଡ୍‌ଲାଇନ ଜାରି କରିଛନ୍ତି। ଗାଇଡ୍‌ଲାଇନ ଅନୁସାରେ କୋଭିଡ-୧୯ ସଂକ୍ରମଣକୁ ରୋକିବା ନେଇ କଣ୍ଟେନମେଣ୍ଟ ଜୋନ୍‌, ଲକ୍‌ଡାଉନ କଟକଣା ବଳବତ୍ତର...

ଓଡ଼ିଶା ବିଶ୍ୱର ମାଇନିଂ ହବ୍‌ ହେବାର କ୍ଷମତା ରଖିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯ା୨:ଓଡ଼ିଶାର ୨ ଲୁହାପଥର ଖଣିରୁ ଉତ୍ପାଦନ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ର ଖଣି ମନ୍ତ୍ରୀ ପ୍ରହଲ୍ଲାଦ ଜୋଷୀ ଗୁରୁବାର ଭର୍ଚୁଆଲ...

ମାଗୁଣି ଚରଣ କୁଅଁରଙ୍କୁ ପଦ୍ମଶ୍ରୀ

କେନ୍ଦୁଝର,୨୬ା୧(ସ୍ବ.ପ୍ର.): ବିଶିଷ୍ଟ କଣ୍ଢେଇ ନୃତ୍ୟଗୁରୁ ମାଗୁଣି ଚରଣ କୁଅଁରଙ୍କୁ ପଦ୍ମଶ୍ରୀ ପ୍ରଦାନ ପାଇଁ ଘୋଷଣା କରାଯାଇଛି। କାଠି କଣ୍ଢେଇକୁ ନିଜର କୌଶଳରେ ଜୀବନ୍ତ କରି ଲୋକଙ୍କୁ...

ବଳକା ଚାଉଳ, କୋଇଲା ରୟାଲ୍‌ଟି ପ୍ରସଙ୍ଗ ଉଠିଲା

ଭୁବନେଶ୍ୱର,୩୧।୫(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଅପରାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ୍‌ କରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ତେବେ ରାଷ୍ଟ୍ରପତି ନିର୍ବାଚନକୁ ନେଇ କୌଣସି...

ଚା’ ପିଇ ଗପୁଥିଲେ, ସାପକାମୁଡ଼ା ରୋଗୀଙ୍କୁ ଲାଇନ୍‌ରେ ଆସିବାକୁ କହିଲେ: ଚିକିତ୍ସା ବିଳମ୍ବରୁ ଚାଲିଗଲା ମହିଳାଙ୍କ ଜୀବନ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ସାପ କାମୁଡାରେ ଆହତ ଜଣେ ମହିଳା ଚାଷୀଙ୍କ ମୃତ୍ୟୁକୁ ନେଇ କ୍ୟାପିଟାଲ ହସ୍ପିଟାଲରେ ସୋମବାର ଅପରାହ୍ନରେ ଉତ୍ତେଜନା ଦେଖିବାକୁ ମିଳିଥିଲା। ଡାକ୍ତରଙ୍କ ଅବହେଳା ଓ...

ଦାରିଙ୍ଗବାଡ଼ିରେ ତଳକୁ ଖସିଲା ପାରଦ: ଚାରିଆଡ଼େ ତୁଷାରପାତ, ବଢ଼ୁଛି ଶୀତ

ଦାରିଙ୍ଗବାଡ଼ି,୨୯।୧୨(ଡି.ଏନ୍‌.ଏ.): ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ରବିବାର ଶୀତର ପ୍ରକୋପ ବୃଦ୍ଧି ପାଇଛି। ତାପମାତ୍ରା ତଳକୁ ଖସି ତୁଷାରପାତ ହେବା ସହ ଶୀତ...

ସମତା ହିଁ ବୀଜମନ୍ତ୍ର

ସାଧାରଣତନ୍ତ୍ର ଦିବସ ଭାରତର ଏକ ଜାତୀୟ ଦିବସ ରୂପେ ପରିପାଳିତ ହେଉଛି। ଏହା ଦେଶବାସୀଙ୍କର ଆତ୍ମସମୀକ୍ଷା ଓ ସଂକଳ୍ପ ଦିବସ ବୋଲି କହିଲେ ଅତ୍ୟୁକ୍ତି ହେବ...

ଆଉ ୧୮ ଜଣଙ୍କ ଜୀବନ ନେଲା କରୋନା, କେବଳ ଖୋର୍ଦ୍ଧାରୁ ୪

ଭୁବନେଶ୍ୱର,୩୧ା୧(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଯଦିଓ ଟିକେ କମିଛି କିନ୍ତୁ ମୃତ୍ୟୁସଂଖ୍ୟାରେ ଲାଗୁନି ବ୍ରେକ୍‌। ଆଜି ଆଉ ୧୮ ଜଣଙ୍କ ଜୀବନ ନେଇଛି କରୋନା।...

Advertisement
Archives

Model This Week