Posted inUncategorized

୪ ମାସ ଲକ୍‌ଡାଉନ୍‌ ପରେ ଖୋଲିଲା ସ୍କୁଲ, ଛାତ୍ରଙ୍କୁ ହେଲାନାହିଁ ପୁରୁଣା ପୋଷାକ

ଚାଇନା‌ରେ ୪ ମାସର ଲକ୍‌ଡାଉନ୍‌ ପରେ ଏବେ ସ୍କୁଲ ଖୋଲିଛି। ଲକ୍‌ଡାଉନ୍‌ରେ ଘରେ ରହିବା ପରେ ଜଣେ ଛାତ୍ରଙ୍କ ଓଜନ ଏତେ ବଢ଼ିଯାଇଛି ଯେ ପରିବାରଲୋକଙ୍କୁ ଏଥିପାଇଁ ନାକେଦମ ହେବାକୁ ପଡ଼ିଛି। ଛାତ୍ରଙ୍କୁ ଏବେ ତାଙ୍କ ସ୍କୁଲ ପୋଷାକ ହେଉ ନାହିଁ। ସୋସିଆଲ ମିଡିଆରେ ଏପରି ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି।
୪ ମାସ ଘରେ ରହିବା ପରେ ୫ ବର୍ଷୀୟ ଛାତ୍ରଙ୍କ ଓଜନ ୫୦ କେଜି ହୋଇଯାଇଛି।  ଜେଜେ ମା’ ତାଙ୍କୁ  ସ୍କୁୁଲ ପୋଷାକ ପିନ୍ଧାଇ ବଟମ ଦେବାକୁ ଚେଷ୍ଟା କରୁଛନ୍ତି। ମାତ୍ର ତାହା ସେ କରିପାରୁ ନାହାନ୍ତି। ଏହି ଭିଡିଓକୁ ଦେଖିବା ପରେ ଲୋକେ ନିଜର ଭିନ୍ନ ପ୍ରତିକ୍ରିୟା ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inUncategorized View All

ଧୋନୀଙ୍କ ଅବସରକୁ ନେଇ ଏମିତି କହିଲେ ସାକ୍ଷୀ

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଅବସର ନେଇ ପୁଣି ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଟୁଇଟରେ ଧୋନି ରିଟାୟାର୍ସ ହ୍ୟାସଟ୍ୟାଗ ଟ୍ରେଣ୍ଡିଂ...

ବୀରେନ୍ଦ୍ର ସେହ୍ବାଗଙ୍କ ଘର ଉପରେ ଆକ୍ରମଣ, ଭିଡିଓ ଶେୟାର କରି ଦେଲେ ସୂଚନା

ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ବୀରେନ୍ଦ୍ର ସେହ୍ବାଗ ଆଜିକାଲି ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ ରହୁଛନ୍ତି। ବେବେଳେ ମଜାଦାର ଟୁଇଟ୍‌ କରି ସେହ୍ବାଗ...

କରୋନା ଯୋଗୁ ଏହି ଶିକ୍ଷା ପାଇଲେ ଅନୁଷ୍କା

କରୋନା ମହାମାରୀ ଯୋଗୁ ବଲିଉଡ୍‌ ଅଭିନେତ୍ରୀ ତଥା ଫିଲ୍ମ ନିର୍ମାତା ଅନୁଷ୍କା ଶର୍ମା ଏକ ଶିକ୍ଷା ଲାଭ କରିଛନ୍ତି। ତାହା ହେଉଛି ଆମେ ସମସ୍ତେ ପରସ୍ପର...

ବାଇକ୍‌କୁ ଧକ୍କା ଦେଲା କାର୍‌: ୨ ଗୁରୁତର

ରାୟଗଡ଼ା ଅଫିସ,୧।୧: ରାୟଗଡ଼ା ସହରର ସିରିଗୁଡ଼ା ନିକଟରେ ଥିବା ଜୟଗୁରୁ ମନ୍ଦିର ସମ୍ମୁଖରେ ବୁଧବାର ଏକ ଦୁର୍ଘଟଣା ଘଟିଛି। ଏକ କାର୍‌ (ଓଡି୧୮ଡି ୭୭୪୭) କୋରାପୁଟ...

ନିଜଠାରୁ ୩ ବର୍ଷ ବଡ ନାୟିକାଙ୍କୁ ପ୍ରେମ କରୁଛନ୍ତି ଭିକ୍କି !

ମୁମ୍ବାଇ: ବଲିଉଡ୍‌ ଦୁନିଆରେ ଲଭ୍‌, ରିଲେଶନଶିପ ଆଦିକୁ ନେଇ ସବୁବେଳେ ଚାଲିଥାଏ ଗସିପ୍‌। ଏବେ ଏମିତି ଏକ ଗସିପ୍‌ ଶୁଣିବାକୁ ମିଳିଛି ଯାହା ସୋସିଆଲ ମିଡିଆରେ...

ଭତ୍ତା ନେବାକୁ ଆସି ବୃଦ୍ଧଙ୍କ ପ୍ରାଣ ଗଲା

ବାଲିଆପାଳ, ୧୫।୧୨(ସ୍ବ.ପ୍ର.)-ପଞ୍ଚାୟତ କାର୍ଯ୍ୟାଳୟକୁ ଭତ୍ତା ନେବାକୁ ଆସିଥିବା ବାଲିଆପାଳ ଅଞ୍ଚଳର ଜଣେ ୯୫ ବର୍ଷୀୟ ବୃଦ୍ଧଙ୍କ ରବିବାର ମୃତ୍ୟୁ ହୋଇଛି। ଏହି ଘଟଣା ପରେ ସ୍ଥାନୀୟ...

ମୋଦିଙ୍କୁ ଭେଟିଲେ ସିନ୍ଧୁ

ନୂଆଦିଲ୍ଲୀ,୨୭।୮:ବିଡବ୍ଲୁଏଫ ବିଶ୍ୱ ଚାମ୍ପିୟନଶିପରେ ଭାରତୀୟ ବ୍ୟାଡମିଣ୍ଟନ ଷ୍ଟାର୍‌ ପିଭି ସିନ୍ଧୁ ଐତିହାସିକ ସ୍ବର୍ଣ୍ଣ ପଦକ ଜିତି ଘରକୁ ଫେରିଛନ୍ତି। ମଙ୍ଗଳବାର ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ...

ଚାଇନା ସାମଗ୍ରୀ ବର୍ଜନକୁ ସମର୍ଥନ କରିବାରେ ହରଭଜନ ପ୍ରଥମ ସେଲିବ୍ରିଟି

ନୂଆଦିଲ୍ଲୀ, ୨୦।୬- ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ନିକଟରେ ପୂର୍ବ ଲଦାଖର ଗାଲ୍‌ଓ୍ବାନ ଉପତ୍ୟକା ନିକଟରେ ଘଟିଥିବା ରକ୍ତାକ୍ତ ସଂଘର୍ଷ ପରେ ୨୦ ଭାରତୀୟ...


Coronavirus Update

Archives

Model This Week

Why Dharitri