Posted inଫୁରସତ

୪ ମାସ ଲକ୍‌ଡାଉନ୍‌ ପରେ ଖୋଲିଲା ସ୍କୁଲ, ଛାତ୍ରଙ୍କୁ ହେଲାନାହିଁ ପୁରୁଣା ପୋଷାକ

ଚାଇନା‌ରେ ୪ ମାସର ଲକ୍‌ଡାଉନ୍‌ ପରେ ଏବେ ସ୍କୁଲ ଖୋଲିଛି। ଲକ୍‌ଡାଉନ୍‌ରେ ଘରେ ରହିବା ପରେ ଜଣେ ଛାତ୍ରଙ୍କ ଓଜନ ଏତେ ବଢ଼ିଯାଇଛି ଯେ ପରିବାରଲୋକଙ୍କୁ ଏଥିପାଇଁ ନାକେଦମ ହେବାକୁ ପଡ଼ିଛି। ଛାତ୍ରଙ୍କୁ ଏବେ ତାଙ୍କ ସ୍କୁଲ ପୋଷାକ ହେଉ ନାହିଁ। ସୋସିଆଲ ମିଡିଆରେ ଏପରି ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି।
୪ ମାସ ଘରେ ରହିବା ପରେ ୫ ବର୍ଷୀୟ ଛାତ୍ରଙ୍କ ଓଜନ ୫୦ କେଜି ହୋଇଯାଇଛି।  ଜେଜେ ମା’ ତାଙ୍କୁ  ସ୍କୁୁଲ ପୋଷାକ ପିନ୍ଧାଇ ବଟମ ଦେବାକୁ ଚେଷ୍ଟା କରୁଛନ୍ତି। ମାତ୍ର ତାହା ସେ କରିପାରୁ ନାହାନ୍ତି। ଏହି ଭିଡିଓକୁ ଦେଖିବା ପରେ ଲୋକେ ନିଜର ଭିନ୍ନ ପ୍ରତିକ୍ରିୟା ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାର୍କରେ ଦୋଳି ଖେଳୁଛନ୍ତି ବୃଦ୍ଧା-ବୃଦ୍ଧ, ଭିଡିଓ ଭାଇରାଲ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

ଇଂଲିଶ୍‌ର ସବୁଠାରୁ ଲମ୍ବା ଶବ୍ଦ: ଉଚ୍ଚାରଣ କରିବାକୁ ଲାଗେ ସାଢ଼େ ୩ ଘଣ୍ଟା

ନ୍ୟୁୟର୍କ,୧୦।୨: ସାଧାରଣତଃ କେତେକ ଇଂଲିଶ୍‌ ଶବ୍ଦକୁ ଉଚ୍ଚାରଣ କରିବାରେ ଅସୁବିଧା ହୋଇଥାଏ। ଚେକୋସ୍ଲୋଭାକିଆ ଭଳି ଶବ୍ଦ ଉଚ୍ଚାରଣକାରୀଙ୍କୁ ଅସୁବିଧାରେ ପକାଇଥାଏ। ତେବେ ଇଂଲିଶ୍‌ରେ ଏଭଳି ଏକ...

ଯୌନ ରୋଗରୁ ରକ୍ଷା ପାଇଁ ଗର୍ଭନିରୋଧକ ବଣ୍ଟନ

ବ୍ୟାଙ୍କକ: ବର୍ତ୍ତମାନ ସମୟରେ ଅନେକ ଯୁବତୀଯୁବକ ଅସୁରକ୍ଷିତ ଯୌନସମ୍ପର୍କ ରଖିବା ଫଳରେ ବହୁ ରୋଗର ସମ୍ମୁଖୀନ ହେଉଛନ୍ତି। ଏହିଭଳି ରୋଗରୁ ବର୍ତ୍ତିବା ପାଇଁ ଥାଇଲାଣ୍ଡ ସରକାର...

‘ହାର୍ଡଶିପ୍‌ ଅଫ୍‌ ଲାଇଫ୍‌’ରେ ଯନ୍ତ୍ରଣାର ହସ

ନୂଆଦିଲ୍ଲୀ, ୨୫।୧୦: ବୋମା ବିସ୍ଫୋରଣରେ ଗୋଡ଼ ହରାଇଛନ୍ତି ବାପା। ବିଷାକ୍ତ ଗ୍ୟାସ ଯୋଗୁ ବିରଳ ଜେନେଟିକ୍‌ ରୋଗର ଶିକାର ହୋଇଥିବା ପୁଅଙ୍କ ଜନ୍ମରୁ ନାହିଁ ଗୋଡ଼...

ଦିନକ ପାଇଁ ବାହା ହୋଇଥିଲେ ମହିଳା, ଚତୁର୍ଥୀ ରାତିରେ ଜଣାପଡ଼ିଲା ସବୁ ସତ; ଆଉ ତା’ ପରେ…

ଯେଉଁ ବ୍ୟକ୍ତିଙ୍କୁ ଭରସା କରି ତୁମେ ତୁମର ମାତାପିତା, ପରିବାର, ବନ୍ଧୁବାନ୍ଧବ ଛାଡ଼ି ତୁମେ ତାଙ୍କ ହାତ ଧର ଆଉ ପରେ ଯଦି ଜାଣ ସେ...

ପ୍ରବନ୍ଧ ଲେଖିବାକୁ କହିଲେ ପ୍ରଫେସର: ଖାଲି କାଗଜ ଧରାଇଲେ ଛାତ୍ରୀ ମିଳିଲା ଫୁଲ୍‌ ମାର୍କ

ଜାପାନ ଯୁନୁଭର୍ସିଟିର ଜଣେ ଛାତ୍ରୀ ଏବେ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେଉଛନ୍ତି। ଗବେଷଣାରତ ଏହି ଛାତ୍ରୀ ଜଣଙ୍କୁ ପ୍ରଫେସର ପ୍ରବନ୍ଧ ଲେଖିବାକୁ କହିଥିଲେ। ହେଲେ...

ବେଲୁନ୍‌ ଲ୍ୟାମ୍ପ: ଉଚ୍ଚତା ୩୫ ସେ.ମି., ମୂଲ୍ୟ ୩୭ ଡଲାର

ହରର୍‌ ମୁଭି ଦେଖିବାକୁ ଭଲ ପାଉଥିବା ବ୍ୟକ୍ତି ନିଶ୍ଚିତଭାବେ ୨୦୧୭ରେ ଆସିଥିବା ଷ୍ଟିଫେନ୍‌ କିଙ୍ଗଙ୍କ ଉପନ୍ୟାସ ‘ଇଟ୍‌’ ଉପରେ ଆଧାରିତ ଚଳଚ୍ଚିତ୍ର ଦେଖିଥିବେ। ସେଥିରେ ମୁଖ୍ୟ...

ମଡେଲିଂ ଛାଡ଼ି ଚଳାଉଛନ୍ତି ଟ୍ରକ୍‌

ଲଣ୍ଡନ: ଯଦି ଜଣଙ୍କୁ ମଡେଲିଂ ନଚେତ୍‌ ଟ୍ରକ୍‌ ଡ୍ରାଇଭର ହେବାକୁ କୁହାଯାଏ, ତେବେ ସେଥିରେ ସମସ୍ତେ ମଡେଲିଂକୁ ଚୟନ କରିବେ। ହେଲେ ଜଣେ ମଡେଲର ତାଙ୍କ...

Advertisement
Archives

Model This Week