Posted inଜାତୀୟ

୪ ରାଜ୍ୟରେ ନିର୍ବାଚନ ପ୍ରଭାରୀ ନିଯୁକ୍ତ କଲା ଭାଜପା

ନୂଆଦିଲ୍ଲୀ, ୯।୮: ଦିଲ୍ଲୀ, ଝାଡଖଣ୍ଡ, ହରିୟାଣା ଏବଂ ମଧ୍ୟ ପ୍ରଦେଶରେ ଆଗାମୀ ଅକ୍ଟୋବରରେ ନିର୍ବାଚନ ହେବାର ସମ୍ଭାବନା ରହିଛି। ଏହାପୂର୍ବରୁ ପ୍ରସ୍ତୁତି ଆରମ୍ଭ କରିଦେଇଛି ଭାଜପା। ଦଳ ପକ୍ଷରୁ ଏହି ୪ଟି ରାଜ୍ୟରେ ନିର୍ବାଚନ ପ୍ରଭାରୀ ନିଯୁକ୍ତ କରାଯାଇଛି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଦିଲ୍ଲୀରେ ପ୍ରକାଶ ଜାଭେଡକର, ହରିୟାଣା ପାଇଁ ନରେନ୍ଦ୍ର ସିଂ ତୋମାର, ଝାଡଖଣ୍ଡରେ ଓମ୍‌ ପ୍ରକାଶ ମାଥୁର ଏବଂ ମହାରାଷ୍ଟ୍ର ଲାଗି ଭୁପେନ୍ଦ୍ର ଯାଦବଙ୍କୁ ନିଯୁକ୍ତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋୟର ସୁକତେଲର ୩ ଗେଟ୍‌ ଖୋଲିଲା: ପାଣିଘେରରେ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର,୨୬ା୭(ସୁନିଲ କୁମାର ମହାନ୍ତି): ଉପରମୁଣ୍ଡରେ ପ୍ରବଳ ଲଗାଣ ବର୍ଷା ଯୋଗୁ ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମର ୩ଟି ଗେଟ୍‌ ଖୋଲାଯାଇଛି। ଚଳିତ ବର୍ଷ ଡ୍ୟାମରେ ପୂର୍ଣ୍ଣ କ୍ଷମତା…

ଆନ୍ଦୋଳନରୁ ଉଠୁ ଉଠୁ ଅଭିଜିତ୍‌ ଦିପକେଙ୍କୁ ହେଲା ଭୟଙ୍କର ରୋଗ! ସୋସିଆଲ ମିଡିଆରେ ସୂଚନା ଦେଇ କହିଲେ…

ନୂଆଦିଲ୍ଲୀ,୨୬।୭: ବର୍ଷା ଋତୁରେ ଟାଇଫଏଡ ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଏହା ଏଭଳି ଏକ ରୋଗ, ଯାହାକୁ ଲୋକମାନେ ପ୍ରାୟତଃ ସାଧାରଣ ଜ୍ୱର ଭାବି…

CJPର ବଡ଼ ଘୋଷଣା: ଆନ୍ଦୋଳନ ଶେଷ, ଏବେ ଆଇନଗତ ଯୁଦ୍ଧ ଆରମ୍ଭ! ପୁଣି ଚିନ୍ତାରେ ପଡିଲେ ସରକାର

ନୂଆଦିଲ୍ଲୀ,୨୬।୭: ନିଟ୍‌ ପେପର ଲିକ୍‌ ମାମଲାକୁ ନେଇ ଯନ୍ତର-ମନ୍ତରରେ ୩୬ ଦିନ ଧରି ଚାଲିଥିବା ଆନ୍ଦୋଳନ ସମାପ୍ତ ହେବା ପରେ କକ୍ରୋଚ ଜନତା ପାର୍ଟି (CJP) ର…

ଜଣେ ଅଧିକାରୀଙ୍କ ବଦଳିରୁ ଆରମ୍ଭ ହୋଇଥିଲା ପରିବର୍ତ୍ତନ, ମନ୍ତ୍ରଣାଳୟରେ ପଡିଯାଇଥିଲା ହାହାକାର!

ନୂଆଦିଲ୍ଲୀ,୨୬।୭: ପେପର ଲିକ୍‌ ପ୍ରସଙ୍ଗରେ ଯନ୍ତରମନ୍ତର ସମେତ ଦେଶର ବିଭିନ୍ନ ସ୍ଥାନରେ ପ୍ରଦର୍ଶନ ଜାରି ରହିଥିଲେ ମଧ୍ୟ ଶିକ୍ଷା ମନ୍ତ୍ରଣାଳୟରେ ସ୍ଥିତି ସାଧାରଣ ଜଣାପଡୁଥିଲା, କିନ୍ତୁ ମାତ୍ର…

ବିରାଟକାୟ ଗଛ ପଡ଼ି ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ, ଅନ୍ଧାରରେ ଗାଁ

ଦାରିଙ୍ଗବାଡ଼ି,୨୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରୁ ଲଘୁଚାପ ଜନିତ ବର୍ଷା ଜାରି ରହିଛି ଏଥିପାଇଁ ଅଞ୍ଚଳର ଦୁର୍ଗମ ଗ୍ରାମଗଡ଼ିକ ଅଧିକ…

ଇସ୍ତଫା ଦେବା ପରେ ନିଜ ପ୍ରୋଫାଇଲ ବଦଳାଇଲେ ଧର୍ମେନ୍ଦ୍ର ପ୍ରଧାନ, ଲେଖିଲେ ଏମିତି…

ନୂଆଦିଲ୍ଲୀ,୨୬।୭: ନିଟ୍‌ (NEET) ପରୀକ୍ଷା ପେପର ଲିକ୍‌ ପ୍ରସଙ୍ଗରେ ଦେଶବ୍ୟାପୀ ଛାତ୍ରମାନଙ୍କର ପ୍ରବଳ ପ୍ରତିବାଦ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର (୨୫ ଜୁଲାଇ,…

ଡ୍ରେନ୍‌ ସଫେଇ ପରେ ରାସ୍ତାକଡ଼ରେ ସ୍ଲାବ୍‌, ବଢୁଛି ଟ୍ରାଫିକ୍‌ ଜାମ୍‌

ତିହିଡ଼ି,୨୬ା୭(କାଳନ୍ଦୀ ବେହେରା): ଭଦ୍ରକ-ଆରଡ଼ି ମୁଖ୍ୟ ରାସ୍ତାର ଆରଡ଼ି ଛକ ନିକଟରେ ଡ୍ରେନ୍‌ ସଫେଇ କରାଯିବା ପରେ ଡ୍ରେନ୍‌ ଉପରେ ଥିବା ସ୍ଲାବ୍‌ଗୁଡ଼ିକୁ ରାସ୍ତାପାର୍ଶ୍ୱରେ ରଖି ଦିଆଯାଇଥିବାରୁ ଯାତାୟାତରେ…

ଧର୍ମେନ୍ଦ୍ର ପ୍ରଧାନ ନିଜେ ଦୁଇଥର ଦେଇଥିଲେ ଇସ୍ତଫା ପ୍ରସ୍ତାବ? ହେଲେ ସରକାର…ସାଂଘାତିକ ଖୁଲାସା

ନୂଆଦିଲ୍ଲୀ,୨୬।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଶନିବାର ଇସ୍ତଫା ଦେଇଥିବା ଧର୍ମେନ୍ଦ୍ର ପ୍ରଧାନ କଥିତ ଭାବରେ NEET ପେପର ଲିକ୍‌ ବିବାଦ ଏବଂ ଛାତ୍ରମାନଙ୍କ ପ୍ରତିବାଦ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri