Posted inଜାତୀୟ

୪ ଶହ ବର୍ଷ ହେଲା ଗାଁରେ ହୋଇନି କୌଣସି ଶିଶୁଙ୍କ ଜନ୍ମ…

ମଧ୍ୟପ୍ରଦେଶ ରାଜଗଡ଼ ଜିଲା ସଙ୍କ୍‌ ଶ୍ୟାମ୍‌ ଜୀ ଗାଁରେ ଗତ ୪ ଶହ ବର୍ଷ ଧରି କୌଣସି ଶିଶୁଙ୍କ ଜନ୍ମ ହୋଇନି। ଭୋପାଳଠାରୁ ଏହି ଗାଁର ଦୂରତା ପ୍ରାୟ ୧୩୦ କିଲୋମିଟର। ପ୍ରସବ ସମୟ ହେଲେ ଗର୍ଭବତୀ ମହିଳାଙ୍କୁ ଗାଁ ବାହାରେ ଥିବା ଏକ ଘରକୁ ନିଆଯାଇଥାଏ। ଯାହାକି କେବଳ ପ୍ରସବ ପାଇଁ ନିର୍ମିତ ହୋଇଛି। ଗାଁ ଉପରେ ଏକ ଅଭିଶାପ ରହିଛି। ଏଠାରେ ପ୍ରସବ ହେଲେ ମା’ କିମ୍ବା ଶିଶୁଙ୍କର ମୃତ୍ୟୁ ଘଟିଥାଏ। ନଚେତ୍‌ ଶିଶୁ ବିକଳାଙ୍ଗ ହୋଇଥାଏ ବୋଲି ସ୍ଥାନୀୟ ଲୋକଙ୍କର ବିଶ୍ୱାସ ରହିଛି। ଏପରି କାହିଁକି ହୋଇଥାଏ। ଏହା ପଛର  ରହସ୍ୟ କ’ଣ ତାହା ଗ୍ରାମବାସୀଙ୍କୁ ଅଜଣା। ତେବେ ଏଭଳି ଅନେକ ଘଟଣା ୧୬୦୦ ମସିହାଠାରୁ ବାରମ୍ବାର ଘଟିବାରୁ ଶେଷରେ ଗାଁରେ ପ୍ରସବକୁ ବାରଣ କରାଯାଇଥିଲା। ଏହି ପରମ୍ପରା ଏପର୍ଯ୍ୟନ୍ତ ଏଠାରେ ଜାରି ରହିଛି। ଗାଁର ୯୦ ପ୍ରତିଶତ ପ୍ରସବ ହସ୍ପିଟାଲରେ ହୋଇଥାଏ। ଅତି ଜରୁରୀ କ୍ଷେତ୍ରରେ ଗାଁ ବାହାରେ ଥିବା ପ୍ରସବ ଘରେ ଶିଶୁ ଜନ୍ମ ନେଇଥାନ୍ତି। ଗାଁରେ ଆମିଷ ଓ ମଦ୍ୟପାନକୁ ବାରଣ କରାଯାଇଛି। ଅଜଣା ଅଭିଶାପ ଯୋଗୁ ତାଙ୍କ ଗାଁରେ କେହି ମଦ୍ୟ କିମ୍ବା ଧୂମପାନ କରି ନ ଥାନ୍ତି। ତେବେ ଏହା ଗାଁ ପାଇଁ ବରଦାନ ପାଲଟିଛି ବୋଲି ବାସିନ୍ଦା କୁହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀ ଯନ୍ତ୍ରଣା, ବାରଣ୍ଡା-ଚଟାଣରେ ଚାଲିଛି ସେବା: ନାହିଁ ନାହିଁରେ ଚାଲିଛି ସ୍ୱାସ୍ଥ୍ୟକେନ୍ଦ୍ର

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀମାନେ ଯନ୍ତ୍ରଣା ଭୋଗୁଥିବା ଅଭିଯୋଗ ହୋଇଛି। ଯେଉଁଠି ସ୍ୱାସ୍ଥ୍ୟ ସମସ୍ୟା ନେଇ ରୋଗୀମାନେ ଉତ୍ତମ…

ଗଣେଶ ପୂଜାରେ ସୃଷ୍ଟି ହେବ ବଡ଼ ରାଜଯୋଗ: ୪ ରାଶି ହେବେ ମାଲାମାଲ୍‌, ଚାକିରିରେ ମିଳିବ ବଡ଼ ଅଫର୍‌…

ହିନ୍ଦୁ ଧର୍ମରେ ଗଣେଶ ଚତୁର୍ଥୀ ପର୍ୱର ଏକ ସୱତନ୍ତ୍ର ମହତ୍ତ୍ୱ ରହିଛି। ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଚଳିତ ବର୍ଷ ଗଣେଶ ଚତୁର୍ଥୀରେ ଅନେକ ଶୁଭ ଯୋଗ…

ସମ୍ବଲପୁରରେ ଏନ୍ କାଉଣ୍ଟର: କୁଖ୍ୟାତ ଅପରାଧୀ ଇରଫାନ ଆହତ, ଦୁଇ ସହଯୋଗୀ …

ସମ୍ବଲପୁର, ୧୩।୯ (ପ୍ରମୋଦ ବହିଦାର): ସମ୍ବଲପୁର ସଦର ଥାନା ଅଞ୍ଚଳରେ ପୋଲିସ ଓ ଦୁର୍ଦ୍ଦାନ୍ତ ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ସୁନାପାଲି ଅଞ୍ଚଳର କୁଖ୍ୟାତ…

ଦାରିଙ୍ଗବାଡ଼ିରେ ପର୍ଯ୍ୟଟନ ବିକାଶର ସମୀକ୍ଷା:ହୋମଷ୍ଟେ କରି ସ୍ୱାବଲମ୍ବୀ ହେବାକୁ ପରାମର୍ଶ ଦେଲେ ପର୍ଯ୍ୟଟନ ପ୍ରମୁଖ ସଚିବ

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଶନିବାର ଅପରାହ୍ନରେ ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ବଳବନ୍ତ ସିଂ ପହଞ୍ଚି ପର୍ଯ୍ୟଟନ କ୍ଷେତ୍ରର ବିକାଶ…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନ; ୩ ରାଶିଙ୍କ ଧନଯୋଗ, ହୁ ହୁ ହୋଇ ବଢିବ ଇନକମ୍‌…

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହ ଗତିର ପ୍ରଭାବ କେବଳ ରାଶି ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ନୁହେଁ । ଗ୍ରହ ଯେଉଁ ନକ୍ଷତ୍ରରେ ପ୍ରବେଶ କରେ ତାହାକୁ ମଧ୍ୟ ବହୁତ…

ଅଦ୍ଭୁତ ସ୍ଥିତି

ହ୍ୱାଟ୍ସଆପ୍‌ରେ ଏସ୍‌ଆଇଆର୍‌ ନୋଟିସ ଆସିଥିଲା, ‘ଶୁଣାଣିରେ ଉପସ୍ଥିତ ରହିବା ବାଧ୍ୟତାମୂଳକ। ଦୟାକରି ଏହାକୁ ଜରୁରୀ ମନେକରନ୍ତୁ ଏବଂ କୌଣସି ପରିସ୍ଥିତିରେ ଅନୁପସ୍ଥିତ ନ ରହିବା ପାଇଁ ବ୍ୟବସ୍ଥା…

ଶିଶୁଙ୍କ ଗେଡ଼ାପଣ: ୬ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୧୩ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ପୋଷଣ ସ୍ଥିତିକୁ ନେଇ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ୱେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫ରୁ ଏନ୍‌ଏଫ୍‌ଏଚ୍‌ଏସ୍‌-୬)ର ଏକ ତୁଳନାତ୍ମକ ରିପୋର୍ଟ…

୧୭ ଯାଏ ବର୍ଷା

ଭୁବନେଶ୍ୱର,୧୩ା୯(ବନ୍ଦନା ସେଠୀ):ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବାବେଳେ ୧୭ ତାରିଖ ଯାଏ ଲାଗି ରହିବ। ତେବେ ରବିବାରଠାରୁ ବର୍ଷାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?