୪ ହଜାର ମାସ୍କ ବାଣ୍ଟିଲେ, ଲୋକଙ୍କୁ ସଚେତନ କଲେ

ପୁରୁଣା ଭୁବନେଶ୍ୱର, ୨୧ା୩ (ଡି.ଏନ.ଏ.): କରୋନା ଭୂତାଣୁଠାରୁ ଦୂରେଇ ରହିବାକୁ ଆବଶ୍ୟକ ସଚେତନ ପ୍ରଶାସନିକ ସ୍ତରରେ ଚାଲିଛି। ଆବଶ୍ୟକତାକୁ ପୂରଣ ନେଇ ପ୍ରଶାସନ ସଙ୍ଗେ ବିଭିନ୍ନ ସ୍ବେଚ୍ଛାସେବୀ ସଙ୍ଗଠନ ସହଯୋଗର ହାତ ବଢାଇଛନ୍ତି। ଏହିକ୍ରମରେ ଏକମ୍ର ସଙ୍ଗଠନ ପକ୍ଷରୁ ଶୁକ୍ରବାର ବିଏମ୍‌ସି ହସ୍ପିଟାଲରେ ରୋଗୀ ଏବଂ ଡାକ୍ତରଖାନା କର୍ମଚାରୀମାନଙ୍କୁ ମାସ୍କ ବଣ୍ଟନ କରାଯାଇଛି। ଗୁରୁବାର ସଙ୍ଗଠନ ପକ୍ଷରୁ ମଧ୍ୟ ରୁକୁଣା ରଥ ନିର୍ମାଣ ପାଇଁ ନିୟୋଜିତ ଥିବା ୭୨ ମହାରଣାଙ୍କୁ ମାସ୍କ ବଣ୍ଟନ କରାଯାଇଥିଲା। ୨ ଦିନରେ ପ୍ରାୟ ୪ ହଜାର ମାସ୍କ ବଣ୍ଟନ କରାଯାଇଥିବା ସଙ୍ଗଠନ ପକ୍ଷରୁ କୁହାଯାଇଛି। ଏହି କାର୍ଯ୍ୟରେ ଭାଜପା ରାଜ୍ୟ ଉପସଭାପତି ଅମୀୟ ଦାଶ, ବିଏମସି ହସ୍ପିଟାଲ ମୁଖ୍ୟ ଚିକିତ୍ସାଧିକାରୀ ଗଣେଶ ପ୍ରସାଦ ଦାଶ, ସମାଜିକ କର୍ମୀ ଶିବ ପ୍ରସାଦ ବେହେରାଙ୍କ ସମେତ ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୌତମ ଗମ୍ଭୀର ପ୍ରଶିକ୍ଷକ ପଦ ଛାଡିବା ପରେ ପ୍ରଥମ ମ୍ୟାଚ ଜିତିଲେ ଅଧିନାୟକ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୩।୭: ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଜିମ୍ବାୱେକୁ ୭ ୱିକେଟରେ ପରାସ୍ତ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଏହା ଟି-୨୦ ଦଳର ପ୍ରଥମ ବିଜୟ। ଉଲ୍ଲେଖନୀୟ…

ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ପ୍ରଥମ ଟି୨୦ ଜିତିଲା ଭାରତ

ହରାରେ,୨୩ା୭: ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ଏବଂ ବଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ୭ ଉଇକେଟରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳର…

‘ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ନିଅନ୍ତୁ, ନଚେତ୍ କଥା ଆପଣଙ୍କ ଇସ୍ତଫା ପର୍ଯ୍ୟନ୍ତ ଯିବ’: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଖୋଲା ଚେତାବନୀ ଦେଲେ…

ନୂଆଦିଲ୍ଲୀ,୨୩ା୭: କକ୍ରୋଚ ଜନତା ପାର୍ଟି (ସିଜେପି)ର ସଂସ୍ଥାପକ ଅଭିଜିତ ଦୀପକେ ଗୁରୁବାର କେନ୍ଦ୍ରର ନରେନ୍ଦ୍ର ମୋଦି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଦିଲ୍ଲୀର ଜନ୍ତରମନ୍ତରକୁ ଏକ ‘ୱାର୍…

ପୁଣି ଚମକିଲେ ବୈଭବ ସୂର୍ଯ୍ୟବଂଶୀ… ଟି-୨୦ରେ ଏମିତି କରି ପାଲଟିଲେ ବିଶ୍ୱର ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୩।୭: କ୍ରିକେଟ ଜଗତରେ ନିରନ୍ତର ନୂତନ ରେକର୍ଡ ସୃଷ୍ଟି ହେଉଛି, କିନ୍ତୁ ଯେତେବେଳେ ଜଣେ ୧୫ ବର୍ଷୀୟ ବାଳକ ଅଭିଜ୍ଞ ବୋଲରମାନଙ୍କୁ ଅନ୍ତର୍ଜାତୀୟ ମଞ୍ଚରେ ସଫା କରିବାକୁ…

ଛାତ୍ରମାନେ ଏକା ନୁହଁନ୍ତି… ଇଣ୍ଡିଆ ବ୍ଲକ ବୈଠକ ପରେ ରାହୁଲଙ୍କ ସହ ବିରୋଧୀ ଏମପି ଗଲେ ଗାନ୍ଧୀ ସ୍ମୃତି

ନୂଆଦିଲ୍ଲୀ,୨୩।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନୂଆଦିଲ୍ଲୀସ୍ଥିତ ବାସଭବନରେ ଗୁରୁବାର ଇଣ୍ଡିଆ ବ୍ଲକର ଏକ ବୈଠକ ଡକାଯାଇଥିଲା। NEET ପେପର୍‌ ଲିକ ପ୍ରସଙ୍ଗ ଉପରେ ଆଲୋଚନା କରିବା…

ବିଜେଡ଼ିରେ ଥାଇ ବିଜେଡ଼ି ମଙ୍ଗ ଧରିବାକୁ ପଛଘୁଞ୍ଚା: ଛତ୍ରପୁର ସାଙ୍ଗଠନିକ ବୈଠକକୁ ନେଇ ଚର୍ଚ୍ଚା ଜୋର

ଛତ୍ରପୁର, ୨୩ା୭(ଦିଲ୍ଲୀପ ସାମଲ / ଦ୍ଵାରକା ପଟ୍ଟନାୟକ): ବିଗତ ଦିନର ସର୍ବବୃହତ ଆଞ୍ଚଳିକ ରାଜନୈତିକ ଦଳ ଭାବେ ବେଶ୍ ପରିଚିତ ଥିବା ବିଜୁ ଜନତା ଦଳ (ବିଜେଡ଼ି)ରେ…

‘ସରକାର ବହୁତ ଅହଂକାରୀ ହୋଇଗଲାଣି…’, ଜନ୍ତର ମନ୍ତର ପହଞ୍ଚି କାହିଁକି ଏମିତି କହିଲେ ମେହବୁବା ମୁଫତି? CJPକୁ କଲେ ସମର୍ଥନ

ନୂଆଦିଲ୍ଲୀ,୨୩।୭: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଗୁରୁବାର (୨୩ ଜୁଲାଇ) ଦିଲ୍ଲୀର ଜନ୍ତର ମନ୍ତରରେ CJP ଦ୍ୱାରା ଆୟୋଜିତ ଏକ ପ୍ରତିବାଦକୁ…

ଘରକୁ ଫେରିବା ବେଳେ ଫରେଷ୍ଟରଙ୍କ ସ୍କୁଟିକୁ ଧକ୍କା ଦେଲା ଟ୍ରକ, ଘଟଣାସ୍ଥଳରେ…

ଭବାନୀପାଟଣା,୨୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚଞ୍ଚରାବାଡି ଛକ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଟ୍ରକ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri