୪ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୫।୧୦(ବ୍ୟୁରୋ): ୪ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଏହି ୪ ଅଧିକାରୀଙ୍କ ମଧ୍ୟରେ ୨ ଜଣ ଓଏଏସ୍‌ ଅଫିସର ଥିବା ବେଳେ ଜଣେ ଜିଲା ସବ ରେଜିଷ୍ଟ୍ରାର ଅଛନ୍ତି। ସେହିପରି ଜଣେ ପୂର୍ବତନ ଜିଲା ମୁଖ୍ୟ ପ୍ରାଣୀ ସମ୍ପଦ ଅଧିକାରୀଙ୍କୁ ମଧ୍ୟ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଦୁର୍ନୀତି ଓ ଅପାରଗତା ପାଇଁ ଏହି ୪ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିବା ଜଣାପଡ଼ିଛି। ବାଧ୍ୟତାମୂଳକ ଅବସର ପାଇଥିବା ଦୁଇ ଓଏଏସ ଅଧିକାରୀ ହେଲେ ଅନୁଗୋଳର ଡେପୁଟୀ କଲେର ଜାନକୀନାଥ ମିଶ୍ର ଓ ଗଜପତି ଜିଲା ନୂଆଗଡ଼ ତହସିଲଦାର ଆକୁଳ ମଲ୍ଲିକ। ସେହିପରି ଢେଙ୍କାନାଳ ଜିଲା ସବ ରେଜିଷ୍ଟ୍ରାର ଲଲାଟେନ୍ଦୁ ଶତପଥୀ ଓ ନୂଆପଡ଼ା ଜିଲା ପୂର୍ବତନ ପ୍ରାଣୀ ସମ୍ପଦ ଅଧିକାରୀ ତ୍ରିଲୋଚନ ଧଳଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଟାଇମ୍ସ’ ହାୟର ଏଜୁକେଶନ ୱାର୍ଲଡ୍‌ ର଼୍ୟାଙ୍କିଙ୍ଗ୍‌ରେ ସୋଆ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୨୩ା୧୧(ବ୍ୟୁରୋ) : ‘ଟାଇମ୍ସ’ ହାୟର ଏଜୁକେଶନ ୱାର୍ଲଡ୍‌ ର଼୍ୟାଙ୍କିଙ୍ଗ୍‌ରେ ପୁଣି ସ୍ଥାନ ପାଇଛି ସୋଆ ବିଶ୍ୱବିଦ୍ୟାଳୟ। ପୂର୍ବ ଭାରତରେ ସୁଖ୍ୟାତି ଅର୍ଜନ କରିଥିବା ସୋଆ...

ଏମାର ମଠରେ ପୁଣି ଗୁପ୍ତଧନ ସନ୍ଧାନ

ପୁରୀ ଅଫିସ,୧୭।୯: ବହୁଚର୍ଚ୍ଚିତ ଏମାର ମଠରେ ଗୁପ୍ତଧନ (ବିଭିନ୍ନ ମୂଲ୍ୟବାନ ସମ୍ପତ୍ତି) ଓ ରୁପାଇଟା ଥିବା ସନ୍ଧାନରେ ପୁଣି ଯାଞ୍ଚ ଆରମ୍ଭ ହୋଇଛି। ଗୁରୁବାର ଏମାର...

୭ ଦେଶର ବିପର୍ଯ୍ୟୟ ପ୍ରଶମନ ପ୍ରାଧିକରଣ: ପ୍ରତିନିଧି ମଣ୍ଡଳୀଙ୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ

କୋଣାର୍କ,୧୬।୧୧(ଡି.ଏନ୍‌.ଏ.): ଜାତୀୟ ବିପର୍ଯ୍ୟୟ ପ୍ରଶମନ ପ୍ରାଧିକରଣର ସଭ୍ୟ ଲ୍ୟୁଟନାଣ୍ଟ ଜେନେରାଲ ଏନ୍‌ସି ମାରୁଆଙ୍କ ନେତୃତ୍ୱରେ ଆସିଥିବା ୭ଦେଶର ବିପର୍ଯ୍ୟୟ ପ୍ରଶମନ ପ୍ରାଧିକରଣ ପ୍ରତିନିଧି ଶୁକ୍ରବାର ପ୍ରଥମେ...

କୁକୁରକୁ ଗୁଳି କରି ହତ୍ୟା

ଭୁବନେଶ୍ୱର,୨୦।୧(ବ୍ୟୁରୋ): ରାଗରେ ମଣିଷ କିଭଳି ଭାବେ ଅମାନବୀୟ କାଣ୍ଡ ଭିଆଇପାରେ ତା’ର ଏକ ଉଦାହରଣ ବୁଧବାର ଦେଖିବାକୁ ମିଳିଛି ଖଣ୍ଡଗିରି ଥାନା ଜାଗମରା ଅଞ୍ଚଳରେ। ପୋଷିଥିବା...

ବର୍ଷାଦିନେ ରାସ୍ତା କାମ, ନାଳ ଖୋଳା

ଖଇରା, ୭।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ରଟିଣା ସବ୍‌ମାଇନର କେନାଲରେ ରାସ୍ତା ନିର୍ମାଣ ଓ ନାଳ ଖୋଳା କାର୍ଯ୍ୟକୁ ଚାଷୀ ଓ ଗ୍ରାମବାସୀ ବିରୋଧ...

୩ ସ୍କୁଲରେ ଶୂନ ରେଜଲ୍ଟ,୧୧୭୦ରେ ସବୁ ପାସ୍‌

କଟକ ଅଫିସ,୬।୭: ବୁଧବାର ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷାଫଳ। ଚଳିତ ବର୍ଷ ୫ ଲକ୍ଷ ୨୬ ହଜାର ୮୧୮ ପିଲା ପରୀକ୍ଷା ଦେଇଥିବା ବେଳେ କୃତକାର୍ଯ୍ୟ...

୨୩ରେ ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ବିଧାନସଭାର ଶୀତ ଅଧିବେଶନ ଆସନ୍ତା ଡିସେମ୍ବର ପହିଲାରୁ ଆରମ୍ଭ ହୋଇ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ଏହି ଅଧିବେଶନରେ ମୋଟ ୨୬ଟି କାର୍ଯ୍ୟ ଦିବସ...

୧୨ରୁ ଭିତରକନିକାରେ ପକ୍ଷୀ ଗଣନା

କେନ୍ଦ୍ରାପଡା ଅଫିସ,୧୧।୧: ଭିତରକନିକାରେ ପକ୍ଷୀ ଗଣନା ବୁଧବାର ଠାରୁ ଆରମ୍ଭ ହେବ । ଏଥିପାଇଁ ୧୬ଟି ଟିମ୍‌ ନିୟୋଜିତ ହେବେ। ପ୍ରତିଟି ଟିମ୍‌ରେ ୪ ରୁ...

Advertisement
Archives

Model This Week