୫ଟି ସଚିବଙ୍କୁ କଂଗ୍ରେସର କଟାକ୍ଷ

ଭୁବନେଶ୍ୱର,୧୫।୧(ବ୍ୟୁରୋ): ଶ୍ରୀମନ୍ଦିରରେ ପୂର୍ଣ୍ଣକାଳୀନ ପ୍ରଶାସକ ନେଇ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପ୍ରସଙ୍ଗରେ ୫ଟି ସଚିବଙ୍କୁ କଂଗ୍ରେସ ନେତା ସତ୍ୟପ୍ରକାଶ ନାୟକ କଟାକ୍ଷ କରିଛନ୍ତି। ପାଣ୍ଡିଆନ ନବୀନଙ୍କ ମନକଥା ବୁଝିପାରୁଛନ୍ତି ହେଲେ କୋର୍ଟଙ୍କ ନିର୍ଦ୍ଦେଶ ପଢ଼ିପାରୁନାହାନ୍ତି। ରାଜ୍ୟ ସରକାର ନିଜ ସ୍ବାର୍ଥ ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ଚାପି ଦେଇଛନ୍ତି। ଶ୍ରୀମନ୍ଦିର ପ୍ରତି ସରକାର ବହୁତ ଅବହେଳା କଲେଣି, ଏବେ ବନ୍ଦ କରନ୍ତୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ବାହାର ଗାଡ଼ି ଗଞ୍ଜାମରେ ଅଟକିବା ମନା

ଛତ୍ରପୁର,୨୧ା୩(ଡି.ଏନ୍‌.ଏ.)- ଅନ୍ୟ ରାଜ୍ୟ ଓ ଅନ୍ୟ ଜିଲାର କୌଣସି ବସ୍‌, ଟ୍ରକ୍‌, ଟ୍ରେଲର ଆଦି ଗାଡ଼ି ଗଞ୍ଜାମ ଜିଲା ଦେଇ ଯାଉଥିବା ବେଳେ ଅଟକିବା ଉପରେ...

ସଙ୍କଟରେ ପଟିଠାକୁର ପରମ୍ପରା

କେନ୍ଦୁଝର,୧୫।୪ ପଣାସଂକ୍ରାନ୍ତି ଅବସରରେ କେନ୍ଦୁଝର ଜିଲାର ଅନ୍ୟତମ ପୁରାତନ ଓ ଅନନ୍ୟ ପରମ୍ପରା ପଟି ଠାକୁର ପରିକ୍ରମା ଉତ୍ସବ ଆରମ୍ଭ ହୋଇଛି। ଗ୍ରାମବାସୀମାନେ ଏକ ପଟି...

ଲଘୁ ଖଣିଜ ସମ୍ପଦ ଲୁଟ୍‌ ରୋକିବାକୁ ପ୍ରୟାସ:ଜଗିବେ ସ୍ବତନ୍ତ୍ର ଅଧିକାରୀ

ଭୁବନେଶ୍ୱର,୧୭।୧୨ (ବ୍ୟୁରୋ): କେବଳ ଲୁହାପଥର, ମାଙ୍ଗାନିଜ୍‌, କ୍ରୋମାଇଟ ଭଳି ବୃହତ୍‌ ଖଣିଜ ସମ୍ପଦ ଚୋରି ହେଉ ନାହିଁ। ରାଜ୍ୟର ବିଭିନ୍ନ ଜିଲାରେ ଥିବା ବାଲି, ମୋରମ,...

ପରୀ ହତ୍ୟା ମାମଲାର ହେବ ଏସ୍‌ଆଇଟି ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର, ୨୭।୧୧(ବ୍ୟୁରୋ): ନୟାଗଡ଼ ପରୀ ହତ୍ୟା ମାମଲାରେ ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ଦାବିରେ ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ ମଧ୍ୟରେ ଏସ୍‌ଆଇଟି ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି...

କୋକସରାରେ ପ୍ରଚାର ମଙ୍ଗ ଧରିଲେ ନବ

କୋକସରା,୮ା୨(ଡି.ଏନ୍‌.ଏ.): ଗତ ୨୦୧୭ ପଞ୍ଚାୟତ ନିର୍ବାଚନ ରେ କଳାହାଣ୍ଡି ଜିଲା କୋକସରା ବ୍ଲକର ୩ ଜିଲା ପରିଷଦ ଜୋନ୍‌ରେ ଭାରତୀୟ ଜନତା ପାର୍ଟି(ଭାଜପା)ର ପ୍ରାର୍ଥୀମାନେ ବାଜିମାତ...

ଅନୁଗୋଳରେ ଇତିହାସ ରଚିଲା ବିଜେଡି

ଅନୁଗୋଳ ଅଫିସ,୨।୩(ଡି.ଏନ.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଚଳିତବର୍ଷ ଅନୁଗୋଳ ଜିଲାରେ ବିଜୁ ଜନତା ଦଳ (ବିଜେଡି) ନୂଆ ଇତିହାସ ରଚିଛି। ଜିଲାର ମୋଟ୍‌ ୨୮ ଜିଲା...

ଅତିରିକ୍ତ ବଜେଟ ସ୍ବାସ୍ଥ୍ୟସେବାକୁ ଗୁରୁତ୍ୱ

ଭୁବନେଶ୍ୱର,୨୧। ୧୧(ବ୍ୟୁରୋ): ୨୦୨୦-୨୧ରେ ଅତିରିକ୍ତ ବଜେଟରେ ସରକାର ସ୍ବାସ୍ଥ୍ୟସେବାକୁ ଅଧିକ ଗୁରୁତ୍ୱ ଦେଇଛନ୍ତି। ଏଥିପାଇଁ ୧୬୨୭ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ସେଥିରୁ ସ୍ବାସ୍ଥ୍ୟସେବା ମିଶନ...

ଥାନାରେ ଆତ୍ମହତ୍ୟା କଲେ ହତ୍ୟା ଅଭିଯୁକ୍ତ

ବଡବିଲ,୨୧।୧୧(ସ୍ବ.ପ୍ର): ବଡବିଲ ଥାନାରେ ଜଣେ ହତ୍ୟା ଅଭିଯୁକ୍ତ ଆତ୍ମହତ୍ୟା କରିଛନ୍ତି। ମୃତକ ଜଣଙ୍କ ହେଉଛନ୍ତି ବଡ଼ବିଲ ସେଡିଂ ବସ୍ତିର ସୁରେଶ ନାଏକ। ସ୍ତ୍ରୀ ବାସନ୍ତୀଙ୍କୁ ହତ୍ୟା...

Advertisement
Archives

Model This Week