୫ଟି ସଚିବଙ୍କ ରାୟଗଡ଼ା ଗସ୍ତ: କୋଭିଡ୍‌ ହସ୍ପିଟାଲ ପରିଦର୍ଶନ

ରାୟଗଡ଼ା ଅଫିସ,୧୫ା୫: ୫-ଟି ସଚିବ ଭିକେ ପାଣ୍ଡିଆନ ଏବଂ ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ଶୁକ୍ରବାର ଦିନିକିଆ ଗସ୍ତରେ ଆସି ରାୟଗଡ଼ାର ଜେକେପୁରଠାରେ ଥିବା କୋଭିଡ୍‌ ହସ୍ପିଟାଲର ଅନୁଧ୍ୟାନ କରିଛନ୍ତି l ରାୟଗଡ଼ା ଜିଲାପାଳ ପ୍ରମୋଦ କୁମାର ବେହେରା, ଏସ୍‌ପି ଡ. ଶ୍ରବଣ ବିବେକ ଏମ୍‌ ଏବଂ ସିଡିଏମ୍‌ଓ ଆର୍ତ୍ତବନ୍ଧୁ ନାୟକଙ୍କ ସହ ବିଶ୍ୱ ମହାମାରୀ କରୋନା ମୁକାବିଲା ପାଇଁ ନିଆଯାଇଥିବା ପୂର୍ବ ପ୍ରସ୍ତୁତି କାର୍ଯ୍ୟ ବିଷୟରେ ୫ଟି ସଚିବ ଆଲୋଚନା କରିଛନ୍ତି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ୫୨୦ ଜଣ ସନ୍ଦିଗ୍ଧଙ୍କ ସ୍ବାବ୍‌ ନମୁନା ପରୀକ୍ଷା ପାଇଁ ପଠାଯାଇଛି। ସବୁ ନେଗେଟିଭ୍‌ ରହିଛି। ବର୍ତ୍ତମାନ ସୁଦ୍ଧା ରାୟଗଡ଼ା ଗ୍ରୀନ୍‌ ଜୋନ୍‌ରେ ରହିଛି l


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସଶକ୍ତୀକରଣର ବାର୍ତ୍ତା: ଦାରିଙ୍ଗବାଡ଼ିରେ ‘ୟୁଥ୍‌ କନ୍‌କ୍ଲେଭ୍‌’; ସହର ପରିକ୍ରମା କଲା ବିଶାଳ ଶୋଭାଯାତ୍ରା

ଦାରିଙ୍ଗବାଡି, ୭।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡଃ ଭୀମରାଓ ଆମ୍ବେଦକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକ୍‌ ସ୍ତରୀୟ ୟୁଥ୍‌ କନ୍‌କ୍ଲେଭ୍‌ ତଥା…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ…

ବିଇଓ ଅଫିସ ଆଗରେ ଶିକ୍ଷକଙ୍କ ଗଣଧାରଣା: କାରଣ ଦର୍ଶାଅ ନୋଟିସ ପ୍ରତ୍ୟାହାର ପରେ…

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ କୁମାର ମହାନ୍ତ ଶିକ୍ଷକ ସଂଘର କାର୍ଯ୍ୟକର୍ତ୍ତାଙ୍କୁ ଜାରି କରିଥିବା କାରଣ ଦର୍ଶାଅ ନୋଟିସ…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?