Posted inଜାତୀୟ

୫ବର୍ଷରେ ୧.୩୦କୋଟି ଟଙ୍କା ବୃଦ୍ଧି ପାଇଛି କେଜରିଓ୍ବାଲଙ୍କ ସମ୍ପତ୍ତି

ନୂଆଦିଲ୍ଲୀ,୨୨।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ଫେବୃୟାରୀ ୮ରେ ହେବାକୁ ଥିବା ବେଳେ ୧୧ରେ ଏହାର ଫଳାଫଳ ଆସିବ। ମଙ୍ଗଳବାର ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ହୋଇଥିବା ବେଳେ ନୂଆଦିଲ୍ଲୀ ଆସନ ପାଇଁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ନାମାଙ୍କନ ପତ୍ର ଦାଖଲ କରିଥିଲେ। ସେହି ସମୟରେ ସେ ତାଙ୍କର ସମସ୍ତ ସମ୍ପତ୍ତିର ସବିଶେଷ ତଥ୍ୟ ଦେଇଛନ୍ତି। ଗତ ୫ ବର୍ଷରେ କେଜରିଓ୍ବାଲଙ୍କ ସମ୍ପତ୍ତି ଦୁଇଗୁଣା ବୃଦ୍ଧି ପାଇଛି। କେଜରିୱାଲଙ୍କ ସମୁଦାୟ ସମ୍ପତ୍ତିର ମୂଲ୍ୟ ୩.୪୦ କୋଟି ରହିଥିବା ସୂଚନା ମିଳିଛି, ଯାହା ୨୦୧୫ରୁ ୧.୩୦କୋଟି ଟଙ୍କା ଅଧିକ ବୃଦ୍ଧି ହୋଇଥିବା ଜଣାପଡ଼ିଛି। ୨୦୧୫ରେ କେଜରିୱାଲଙ୍କ ପାଖରେ ୨ଲକ୍ଷ ୨୬ଟଙ୍କା ରହିଥିବା ବେଳେ ଏବେ ତାଙ୍କ ସମ୍ପତ୍ତି ବୃଦ୍ଧି ପାଇ ୯ ଲକ୍ଷ ୬୫ ହଜାର ହୋଇଛି। ସେହିପରି ତାଙ୍କ ପତ୍ନୀ ସୁନୀତା କେଜରିଓ୍ବାଲଙ୍କ ସମ୍ପତ୍ତି ଗତ ୫ବର୍ଷ ତଳେ ୧୫ଲକ୍ଷ ଟଙ୍କା ଥିବା ବେଳେ ୨୦୨୦ରେ ଏହା ବୃଦ୍ଧି ପାଇ ୫୭ ଲକ୍ଷ ଟଙ୍କା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଳା ଅନ୍ଧାର କରି ମାଡ଼ିଆସିଲା କାଳବୈଶାଖୀ: ଉଡାଇନେଲା ଛପର, ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି….

କଲ୍ୟାଣସିଂହପୁର, ୩୦।୫(ଦୀପକ କୁମାର ପରିଡା): ରାୟଗଡା ଜିଲାର କଲ୍ୟାଣସିଂହପୁର ବ୍ଲକ୍ ସଦରରେ ଶୁକ୍ରବାର ରାତିରେ କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ଜୋରଦାର ପବନ ଓ ବର୍ଷାର ପ୍ରଭାବରେ…

ନିଶା ସେବନ କରି ଗାଡ଼ି ଚଲାଉଥିଲେ ଫରେଷ୍ଟର, ପୋଲିସ ଅଟକ ରଖି…

ବଲାଙ୍ଗୀର,୩୦ା୫(ସୁନିଲ କୁମାର ମହାନ୍ତି): ନିଶାସେବନ କରି ଗାଡ଼ି ଚଲାଇବା ଜଣେ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ବଙ୍ଗୋମୁଣ୍ଡା ଫରେଷ୍ଟର ଦିବସ ମାଝୀ ନିଶାସେବନ କରି ଗାଡ଼ି ଚଲାଉଥିବା…

ଘରେ ଏକାକୀ ଥିଲେ ମହିଳା, ଛୁରି ଦେଖାଇ ବଳାତ୍କାର କଲେ ଯୁବକ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୩୦ା୫(ଦ୍ୱିତୀକୃଷ୍ଣ ପଣ୍ଡା): ଘରେ ଏକାକୀ ଥିବା ଜଣେ ବିବାହିତା ମହିଳାଙ୍କୁ ଛୁରି ଦେଖାଇ ହତ୍ୟା ଧମକ ଦେଇ ବଳାତ୍କାର କରିଥିବା ଅଭିଯୋଗରେ ହିଞ୍ଜିଳି ପୋଲିସ ଜଣେ ଯୁବକଙ୍କୁ…

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇ କାର ଚାଳକ ଗୁରୁତର

ନନ୍ଦପୁର/ପାଡୁଆ,୩୦ା୫ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର-ହାଣ୍ଡିପୁଟ ସଂଯୋଗୀ ଏମ୍‌ଡିଆର ୫୫ ରାସ୍ତାର ଭେଜା ରେଳ ଷ୍ଟେଶନ ନିକଟ ରାସ୍ତାରେ ଏକ ବିଦ୍ୟୁତ୍‌ ଖୁଣ୍ଟକୁ…

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ: ସମୁଦ୍ର ପଥ ଦେଇ ମହାକାଳପଡ଼ା ବ୍ଲକ୍‌କୁ…

ମହାକାଳପଡ଼ା,୩୦ା୫ (ପ୍ରତାପ ଚନ୍ଦ୍ର ସ୍ବାଇଁ): ପଶ୍ଚିମବଙ୍ଗର ନୂତନ ସରକାର ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ ଗ୍ରହଣ କରିବା ଆରମ୍ଭ କରିଛନ୍ତି। ଫଳରେ ଦୀର୍ଘ…

ବିରଳ ଅସ୍ତ୍ରୋପଚାର: ୭ ମାସ ଶିଶୁ ଗିଳିଥିଲା କ୍ଲଚର, ତଣ୍ଟିରୁ ବାହାରକଲେ…

କୋରାପୁଟ,୩୦ା୫(ଅମିତାଭ ବେହେରା):କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟରେ ଜଣେ ୭ ମାସର ଶିଶୁଙ୍କ ଅସ୍ତ୍ରୋପଚାର କରାଯାଇ ତାଙ୍କ ତଣ୍ଟିରୁ ଏକ ମୁଣ୍ଡ କ୍ଲିପ୍‌…

ବରଗଡ଼ରେ ଆରମ୍ଭ ହେଲା SIR କାର୍ଯ୍ୟକ୍ରମ, ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ଲକ୍ଷ୍ୟରେ…

ବରଗଡ଼,୩୦ା୫(ପ୍ରେମାନନ୍ଦ ଖମାରୀ): ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁସାରେ ଓଡ଼ିଶାର ସମସ୍ତ ଯୋଗ୍ୟ ଭୋଟରଙ୍କ ନାମକୁ ଭୋଟର ତାଲିକାରେ ସାମିଲ କରିବା ଏବଂ ଅଯୋଗ୍ୟ ବ୍ୟକ୍ତିଙ୍କୁ ଭୋଟର ତାଲିକାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri