୫ଭାଷାରେ ଅଭିଭାଷଣ ଦେଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର: ୨୪।୬(ବ୍ୟୁରୋ): ପ୍ରଥମ ଥର କେନ୍ଦ୍ରମନ୍ତ୍ରୀ ହୋଇଥିବା ପ୍ରତାପ ଷଡ଼ଙ୍ଗୀ ସୋମବାର ଲୋକ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ରଖିଛନ୍ତି। ସେ ହିନ୍ଦୀ, ଇଂଲିଶ, ସଂସ୍କୃତ, ବଙ୍ଗଳା ଏବଂ ଓଡ଼ିଆ ଭାଷାରେ ସେ ତାଙ୍କର ଅଭିଭାଷଣ ଦେଇଛନ୍ତି। ଷଡ଼ଙ୍ଗୀ ନିଜର ଅଭିଭାଷଣ ଦେଉଥିବା ବେଳେ ଗୃହରେ ଏକ ସ୍ବତନ୍ତ୍ର ପରିବେଶ ସୃଷ୍ଟି ହୋଇଥିଲା। ସଦସ୍ୟମାନେ ଟେବୁଲ ବାଡ଼େଇ ପ୍ରତାପଙ୍କ ଭାଷଣକୁ ସ୍ବାଗତ କରିବା ଦେଖାଯାଇଥିଲା। ସେ ନିଜ ଅଭିଭାଷଣରେ ପ୍ରଧାନମନ୍ତ୍ରୀଙ୍କୁ ପ୍ରଶଂସା କରିବା ସହିତ ତାଙ୍କର ‘ସବ୍‌ କା ସାଥ୍‌ ସବ୍‌ କା ବିକାଶ’ ବିଷୟ ଉଲ୍ଲେଖ କରିଥିଲେ। ପ୍ରଧାନମନ୍ତ୍ରୀଙ୍କ ଉପରେ ଲୋକମାନେ ଆସ୍ଥା ପ୍ରକଟ କରିଛନ୍ତି ଏବଂ ତାଙ୍କୁ ପୁଣି ଥରେ ନିର୍ବାଚିତ କରିଛନ୍ତି ବୋଲି କହିବା ସହିତ କଂଗ୍ରେସକୁ କଡ଼ା ସମାଲୋଚନା କରିଥିଲେ। ପ୍ରତାପଙ୍କ ଅଭିଭାଷଣ ଶୈଳୀକୁ ଲୋକ ସଭାର ସଦସ୍ୟମାନେ ବେଶ୍‌ ଉପଭୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

ନଦୀରେ ଗୋଧୋଇବାକୁ ଯିବା ହେଲା କାଳ, ପାଣିରେ ବୁଡ଼ି ଚାଲିଗଲା ୨ଜୀବନ

ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ…

ଭାରସାମ୍ୟ ହରାଇ ଗଛକୁ ପିଟିଲା ବୁଲେଟ୍, ୩….

ଭଞ୍ଜନଗର,୧୪।(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସୋରଡ଼ା ରାସ୍ତାର କଣ୍ଟେଇପଲ୍ଲୀ ଛକ ନିକଟରେ ଥିବା ଜଳଭଣ୍ଡାର ଗୋଲେଇ ଠାରେ ବଡ଼ ସଡ଼କ ଦୁର୍ଘଟଣା ହୋଇଛି । ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri