Posted inଖେଳ

୫ମ ଉଇକେଟରେ ରେକର୍ଡ ଭାଗୀଦାରି

ଭୁବନେଶ୍ୱର, ୨୩।୧୨(କ୍ରୀଡ଼ା ପ୍ରତିନିଧି)- ନିକୋଲାସ ପୁରନ ଓ କିରନ ପୋଲାର୍ଡ ୫ମ ଉଇକେଟ ଯୋଡ଼ିରେ ୧୩୫ ରନ ସଂଗ୍ରହ କରିଥିଲେ। ବାରବାଟୀ ଗ୍ରାଉଣ୍ଡରେ ୫ମ ଉଇକେଟରେ ଏହା ରେକର୍ଡ ପାର୍ଟନରଶିପ୍‌। ପୂର୍ବରୁ ୨୦୦୩ ନଭେମ୍ବର ୬ରେ ଭାରତ ବିପକ୍ଷରେ ନ୍ୟୁଜିଲାଣ୍ଡର ସ୍କଟ ଷ୍ଟାଇରିସ ଓ କ୍ରେଗ ମ୍ୟାକକୁଲମ ୧୨୭ ରନ ସଂଗ୍ରହ କରି ଏପର୍ଯ୍ୟନ୍ତ ରେକର୍ଡର ଅଧିକାରୀ ଥିଲେ। ତେବେ ବାରବାଟୀରେ ଯେ କୌଣସି ଉଇକେଟରେ ସର୍ବାଧିକ ଭାଗୀଦାରି ଗଢ଼ିବା ରେକର୍ଡ ମହମ୍ମଦ ଆଝାରୁଦ୍ଦିନ ଓ ଅଜୟ ଜାଡେଜାଙ୍କ ନାମରେ ରହିଛି। ୧୯୯୮ ଏପ୍ରିଲ ୯ରେ ଜିମ୍ବାୱେ ବିପକ୍ଷରେ ଏହି ଭାରତୀୟ ଯୋଡ଼ି ୪ର୍ଥ ଉଇକେଟରେ ୨୭୫* ରନର ଭାଗୀଦାରି ଗଢ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL 2026 ମଧ୍ୟରେ ପୂର୍ବତନ ଅଧିନାୟକଙ୍କ ପରଲୋକ: କ୍ରିକେଟ ଜଗତ ସ୍ତବ୍ଧ

ନୂଆଦିଲ୍ଲୀ,୧୮।୫: ଆଇପିଏଲ ୨୦୨୬ ମଧ୍ୟରେ ଇଂଲଣ୍ଡରୁ ଏକ ଦୁଃଖଦ ଖବର ଆସିଛି। ପୂର୍ବତନ ଇଂଲଣ୍ଡ ଅଧିନାୟକ ମାଇକ ସ୍ମିଥ ୯୨ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି।…

କୋର୍ଟଙ୍କ ଦ୍ୱାରସ୍ତ ହେଲେ ଭିନେଶ

ନୂଆଦିଲ୍ଲୀ,୧୮ା୫: ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ସହିତ ଚାଲିଥିବା ବିବାଦ ମଧ୍ୟରେ ଜାତୀୟ ରେସଲିଂ ଚୟନ ପ୍ରକ୍ରିୟାରୁ ବାଦ୍‌ ଦିଆଯିବାକୁ ନେଇ ଭାରତୀୟ ରେସଲର ଭିନେଶ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ କୀର୍ତ୍ତିମାନ: IPL ଇତିହାସରେ କେହି ଏମିତି ରେକର୍ଡ ହାସଲ କରିପାରିନାହାନ୍ତି

ନୂଆଦିଲ୍ଲୀ,୧୮।୫: ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଛୋଟ IPL କ୍ୟାରିୟର ମଧ୍ୟରେ ଅନେକ ରେକର୍ଡ ସ୍ଥାପନ କରିସାରିଛନ୍ତି। ତାଙ୍କ କ୍ୟାରିୟରରେ ସୂର୍ଯ୍ୟବଂଶୀ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି।…

ଏହି ୫ ଧୁରନ୍ଧର ଖେଳାଳିଙ୍କ ଏହା ଶେଷ IPL ସିଜିନ, ତାଲିକାରେ ଅଛନ୍ତି ଏମାନେ…

ନୂଆଦିଲ୍ଲୀ, ୧୮।୫: IPL ୨୦୨୬ ଅନେକ ପ୍ରମୁଖ ଖେଳାଳିଙ୍କ ପାଇଁ ଶେଷ ସିଜିନ ହୋଇପାରେ। ପାଞ୍ଚଟି ଟ୍ରଫି ଜିତିଥିବା ପୂର୍ବତନ ଚେନ୍ନାଇ ସୁପର କିଙ୍ଗସ ଅଧିନାୟକ ଏମଏସ…

ଆଜି ଶେଷଥର ପାଇଁ IPL ଖେଳିବେ ଧୋନୀ! ଅବସର ନେଇ ବଢୁଛି ଚର୍ଚ୍ଚା

ଚେନ୍ନାଇ,୧୮।୫:  ଆଜି ଚେନ୍ନାଇ ସୁପର କିଙ୍ଗ୍ସ IPL ୨୦୨୬ର ୬୩ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ଭେଟିବ । ଏହି ମ୍ୟାଚ୍ ଚେନ୍ନାଇର ଘରୋଇ ଷ୍ଟାଡିୟମ, ଏମ.ଏ. ଚିଦାମ୍ବରମ…

ଦିଲ୍ଲୀର ପ୍ଲେଅଫ୍‌ ଆଶା ଉଜ୍ଜୀବିତ

ଦିଲ୍ଲୀ,୧୭ା୫: ଆଇପିଏଲର ଏକୁ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ୫ ଉଇକେଟରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ଏହି ବିଜୟ ସହ ଦିଲ୍ଲୀ ୧୨ ପଏଣ୍ଟ ସହ…

ପଞ୍ଜାବକୁ ହରାଇ ପ୍ଲେଅଫ୍‌ରେ ସ୍ଥାନ ପକ୍କା କଲା ଆର୍‌ସିବି

ଧର୍ମଶାଳା,୧୭ା୫: ଭେଙ୍କଟେଶ ଆୟାରଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୨୩ ରନରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ଏହି…

ଆହତ ସତ୍ତ୍ୱେ ଖେଳିଲେ ବରୁଣ, ହସ୍ତକ୍ଷେପ କରିପାରେ ବିସିସିଆଇ

ନୂଆଦିଲ୍ଲୀ,୧୭ା୫: ଆହତ ସତ୍ତ୍ୱେ ବରୁଣ ଚକ୍ରବର୍ତ୍ତୀ ଶନିବାର ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ ପାଇଁ ସମ୍ପୂର୍ଣ୍ଣ ୪ ଓଭର ବୋଲିଂ କରିଥିଲେ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri