
ଭଦ୍ରକ ଅଫିସ, ୨୩।୫- ବିଜେଡି ପ୍ରାର୍ଥୀ ମଞ୍ଜୁଲତା ମଣ୍ଡଳ ୩୨୫୩୪, ଭାଜପା ପ୍ରାର୍ଥୀ ଅଭିମନ୍ୟୁ ସେଠୀ ୨୭୩୨୬ ଏବଂ କଂଗ୍ରେସ ପ୍ରାର୍ଥୀ ମଧୁମିତା ସେଠୀଙ୍କୁ ପଞ୍ଚମ ରାଉଣ୍ଡ ସୁଦ୍ଧା ୧୫୮୩୪ ଖଣ୍ଡ ଭୋଟ ମିଳିଛି। ଏଥିରେ ବିଜେଡି ପ୍ରାର୍ଥୀ ମଞ୍ଜୁଲତା ମଣ୍ଡଳ ୫୨୦୫ ଖଣ୍ଡ ଭୋଟରେ ଆଗେରେ ଅଛନ୍ତି।
ଭଦ୍ରକ ଅଫିସ, ୨୩।୫- ବିଜେଡି ପ୍ରାର୍ଥୀ ମଞ୍ଜୁଲତା ମଣ୍ଡଳ ୩୨୫୩୪, ଭାଜପା ପ୍ରାର୍ଥୀ ଅଭିମନ୍ୟୁ ସେଠୀ ୨୭୩୨୬ ଏବଂ କଂଗ୍ରେସ ପ୍ରାର୍ଥୀ ମଧୁମିତା ସେଠୀଙ୍କୁ ପଞ୍ଚମ ରାଉଣ୍ଡ ସୁଦ୍ଧା ୧୫୮୩୪ ଖଣ୍ଡ ଭୋଟ ମିଳିଛି। ଏଥିରେ ବିଜେଡି ପ୍ରାର୍ଥୀ ମଞ୍ଜୁଲତା ମଣ୍ଡଳ ୫୨୦୫ ଖଣ୍ଡ ଭୋଟରେ ଆଗେରେ ଅଛନ୍ତି।
ବାଲେଶ୍ୱର ଅଫିସ,୨୫।୨: ଅତିରିକ୍ତ ଜିଲା ଓ ଦୌରାଜଜ୍ଙ୍କ କୋର୍ଟ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ଯୌତୁକ ଜନିତ ନବବଧୂ ହତ୍ୟା ମାମଲାରେ ଗୋଟିଏ ପରିବାରର...
ବାହାନଗା, ୧୪ା୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚକଜଗନ୍ନାଥପୁର ଗ୍ରାମରେ ଚାଲିଥିବା ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନାରେ ରାସ୍ତା କାମ ଅଧାରେ କାମ ଅଟକିଛି ା କେତେକ...
ରାଜନଗର, ୨୩।୫ (ଡି.ଏନ୍.ଏ.)-ରାଜନଗର ବିଧାନସଭା ଆସନରେ ବିଜେଡ଼ି ପ୍ରାର୍ଥୀ ଧ୍ରୁବ ଚରଣ ସହୁ ଆଗରେ ଅଛନ୍ତି। ୪ର୍ଥ ରାଉଣ୍ଡ ଶେଷ ସୁଦ୍ଧା କଂଗ୍ରେସ ପ୍ରାର୍ଥୀ ଅଂଶୁମାନ...
ହାଟଡିହୀ,୨୯।୫(ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଓରାଳି ପଞ୍ଚାୟତରେ ଯୋଗାଣ ସାମଗ୍ରୀ ବଣ୍ଟନରେ ଅନିୟମିତତା ହେଉଥିବା କେତେକ ହିତାଧିକାରୀ ଅଭିଯୋଗ ଆଣିଛନ୍ତି। ଏହି ପଞ୍ଚାୟତରେ ସ୍ବୟଂସହାୟକ...
ସିମୁଳିଆ,୨୨।୧୧(ଡି.ଏନ.ଏ.): ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତିଙ୍କ ନିର୍ଦ୍ଦେଶରେ ଜିଲା ଯୋଗାଣ ବିଭାଗ ଶନିବାର ରାତିରେ ସିମୁଳିଆ ବ୍ଲକ ଜାମୁଝାଡ଼ି ସେବା ସମବାୟ ସମତିର ଗୋଦାମ ଗୃହକୁ ସିଲ୍...
ବାଲେଶର ଅଫିସ, ୭।୧୧: ରାଜ୍ୟରେ ନିଶା ବେପାର ଥମିବାର ନାଁ ନେଉନି। ପ୍ରତ୍ୟେକ ଦିନ କେଉଁଠି ନା କେଉଁଠି ନିଶା ସାମଗ୍ରୀ ସହ ଅଭିଯୁକ୍ତ ମଧ୍ୟ...
ବାଲେଶ୍ୱର ଅଫିସ,୬ା୬: ବାଲେଶ୍ୱର ଜିଲାର ଜଳେଶ୍ୱର ବ୍ଲକ ବଜାରରେ ଥିବା ଏକ ଦୋକାନକୁ ଥଣ୍ଡା ପାନୀୟ ଆଣିବାକୁ ଯାଇଥିବା ବେଳେ ୬୨ ବର୍ଷୀୟ ଦୋକାନୀ ଦୁଇ...
ବଡବିଲ,୨୨ା୪(ସ୍ବ.ପ୍ର.):- କେନ୍ଦୁଝର ଜିଲା ଯୋଡା ଖଣି ସର୍କଲର ବଲାଣୀ ଥାନା ଅର୍ଜୁନଲୋଧା ମାଇନ୍ସରୁ ମାଙ୍ଗାନିଜ ଚୋରି ଓ ମୋବାଇଲ ଲୁଟ୍ ଘଟଣାରେ ସଂପୃକ୍ତ ୪ ଜଣ...