୫ରାଜ୍ୟରୁ ଉତ୍ତରାଖଣ୍ଡକୁ ଆସୁଥିବା ଯାତ୍ରୀଙ୍କ ପାଇଁ କରୋନା ଟେଷ୍ଟ ବାଧ୍ୟତାମୂଳକ

ଡେରାଡୁନ,୨୩ ।୨: ମହାରାଷ୍ଟ୍ର, ଗୁଜରାଟ, କେରଳ, ମଧ୍ୟପ୍ରଦେଶ ଓ ଛତିଶଗଡ଼ରୁ ଉତ୍ତରାଖଣ୍ଡ ଆସୁଥିବା ଯାତ୍ରୀଙ୍କ ପାଇଁ କରୋନା ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି । ଏନେଇ ଉତ୍ତରାଖଣ୍ଡ ସରକାର ଏକ ନିର୍ଦ୍ଦେଶ ଜାରି କରିଛନ୍ତି । ଏସବୁ ରାଜ୍ୟରେ ପୁଣିଥରେ କରୋନା ସଂକ୍ରମଣ ବୃଦ୍ଧି ପାଇଥିବାରୁ ଏଠାରୁ ଆସୁଥିବା ଯାତ୍ରୀମାନେ ବି ସଂକ୍ରମିତ ହୋଇଥାଇ ପାରନ୍ତି ବୋଲି ଏଭଳି ନିର୍ଦ୍ଦେଶ ଜାରି କରିବାକୁ ବାଧ୍ୟ ହୋଇଛନ୍ତି ଉତ୍ତରାଖଣ୍ଡ ସରକାର । ଜିଲାପାଳଙ୍କ ସୂଚନା ଅନୁଯାୟୀ, ଉତ୍ତରାଖଣ୍ଡର ସୀମା, ରେଲୱେ ଷ୍ଟେଶନ ଓ ବିମାନ ବନ୍ଦରରେ ଏହି କରୋନା ଟେଷ୍ଟ କରାଯିବ । ସୂଚନାଯୋଗ୍ୟ, ମଙ୍ଗଳବାର ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ ୧୦,୫୮୪ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ୭୮ ଜଣଙ୍କ ମୃତ୍ୟୁ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri