୫ରାଜ୍ୟରୁ ଉତ୍ତରାଖଣ୍ଡକୁ ଆସୁଥିବା ଯାତ୍ରୀଙ୍କ ପାଇଁ କରୋନା ଟେଷ୍ଟ ବାଧ୍ୟତାମୂଳକ

ଡେରାଡୁନ,୨୩ ।୨: ମହାରାଷ୍ଟ୍ର, ଗୁଜରାଟ, କେରଳ, ମଧ୍ୟପ୍ରଦେଶ ଓ ଛତିଶଗଡ଼ରୁ ଉତ୍ତରାଖଣ୍ଡ ଆସୁଥିବା ଯାତ୍ରୀଙ୍କ ପାଇଁ କରୋନା ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି । ଏନେଇ ଉତ୍ତରାଖଣ୍ଡ ସରକାର ଏକ ନିର୍ଦ୍ଦେଶ ଜାରି କରିଛନ୍ତି । ଏସବୁ ରାଜ୍ୟରେ ପୁଣିଥରେ କରୋନା ସଂକ୍ରମଣ ବୃଦ୍ଧି ପାଇଥିବାରୁ ଏଠାରୁ ଆସୁଥିବା ଯାତ୍ରୀମାନେ ବି ସଂକ୍ରମିତ ହୋଇଥାଇ ପାରନ୍ତି ବୋଲି ଏଭଳି ନିର୍ଦ୍ଦେଶ ଜାରି କରିବାକୁ ବାଧ୍ୟ ହୋଇଛନ୍ତି ଉତ୍ତରାଖଣ୍ଡ ସରକାର । ଜିଲାପାଳଙ୍କ ସୂଚନା ଅନୁଯାୟୀ, ଉତ୍ତରାଖଣ୍ଡର ସୀମା, ରେଲୱେ ଷ୍ଟେଶନ ଓ ବିମାନ ବନ୍ଦରରେ ଏହି କରୋନା ଟେଷ୍ଟ କରାଯିବ । ସୂଚନାଯୋଗ୍ୟ, ମଙ୍ଗଳବାର ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ ୧୦,୫୮୪ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ୭୮ ଜଣଙ୍କ ମୃତ୍ୟୁ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପାର୍ବଣରେ ବଢ଼ିପାରେ ସଂକ୍ରମଣ

ନୂଆଦିଲ୍ଲୀ,୧୯ା୧୦(ପି.ଟି.): ଭାରତରେ ଚଳିତ ପାର୍ବଣ ଋତୁରେ କରୋନା ସଂକ୍ରମଣ ବୃଦ୍ଧିପାଇବା ଆଶଙ୍କା ରହିଛି। ଏଥିପାଇଁ ବିଶେଷଜ୍ଞଙ୍କଠାରୁ ନେଇ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ସରକାରଙ୍କ...

ଆମେ ଗଠନ କରିବୁ ନୂଆ ମେଣ୍ଟ: ଏଆଇଏଡିଏମକେ…

ଚେନ୍ନାଇ,୨୮।୯ : ଆସନ୍ତା ଲୋକସଭା ନିର୍ବାଚନ ପାଇଁ ଆମେ ଏକ ନୂଆ ମିଳିତ ମେଣ୍ଟ ଗଠନ କରିବୁ ବୋଲି ପାଲାନିସାମିଙ୍କ ଦଳ ଏଆଇଏଡିଏମକେ କହିଛି। ଏଥିସହ...

ଟନେଲରେ ଏବେ ବି ଫସିଛନ୍ତି ୨ ଶ୍ରମିକ

ଭୋପାଳ,୧୩।୨: ମଧ୍ୟପ୍ରଦେଶ କଟନି ଜିଲାର ସଲିମାନାବାଦରେ ନିର୍ମାଣାଧୀନ ଟନେଲ ଭୁଷୁଡି ପଡ଼ିଛି। ଟନେଲ ଭଗ୍ନାଂଶ ତଳେ ୯ ଶ୍ରମିକ ଚାପି ହୋଇଯାଇଥିଲେ। ସେମାନଙ୍କ ମଧ୍ୟରୁ ୭...

୨୦୨୩ର ସରକାରୀ କ୍ୟାଲେଣ୍ଡର ଉନ୍ମୋଚିତ

ନୂଆଦିଲ୍ଲୀ,୨୮ା୧୨:କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ବୁଧବାର ଭାରତ ସରକାରଙ୍କ ଅଫିସିଆଲ କ୍ୟାଲେଣ୍ଡର ଉନ୍ମୋଚନ କରିଛନ୍ତି। ଏହି ଅବସରରେ ଅନୁରାଗ କହିଛନ୍ତି, ସରକାରୀ...

କରୋନା ରୋଗୀଙ୍କ ଅନ୍ତିମ ସତ୍କାର ପାଇଁ ମିଳିବ ୧୫ ହଜାର ଟଙ୍କା

ଅମରାବତୀ,୧୭।୫: କରୋନା ରୋଗୀଙ୍କ ଅନ୍ତିମ ସତ୍କାର ପାଇଁ ପରିବାର ଲୋକଙ୍କୁ ମିଳିବ ୧୫ ହଜାର ଟଙ୍କା ସହାୟତା ରାଶି। ଆନ୍ଧ୍ରପ୍ରଦେଶ ରାଜ୍ୟ ସରକାରଙ୍କ ପାଣ୍ଠିରୁ ଏହି...

ବିଚାରପତିଙ୍କୁ ହତ୍ୟା ମାମଲାରେ ୫୩ ହୋଟେଲରେ ଚଢ଼ାଉ, ୧୭ ଗିରଫ…

ରାଞ୍ଚି,୨।୮: ଝାଡ଼ଖଣ୍ଡର ଧାନବାଦରେ ଅଟୋ ଧକ୍କା କରି ଅତିରିକ୍ତ ଜିଲା ବିଚାରପତି ଉତ୍ତମ ଆନନ୍ଦଙ୍କ ହତ୍ୟା ଘଟଣାରେ ଏସ୍‌ଆଇଟି ଟିମ୍‌ ପକ୍ଷରୁ ଖୋଳତାଡ଼ ଆରମ୍ଭ ହୋଇଛି।...

ପୃଥିବୀର ୫ ଭୟାନକ ପରିବର୍ତ୍ତନ: ତାତି-ଥଣ୍ଡାର ଆତଙ୍କ, ଭାରତର ୯ ରାଜ୍ୟ ସାମିଲ…

ନୂଆଦିଲ୍ଲୀ,୨୧।୨ : ଜଳବାୟୁ ପରିବର୍ତ୍ତନକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ରିପୋର୍ଟ ପ୍ରକାଶ ପାଇଛି। ୨୦୫୦ ବର୍ଷକୁ ଦୃଷ୍ଟିରେ ରଖି କ୍ରସ ଡିପେଣ୍ଡେନ୍ସି ଇନିସିଏଟିଭ୍‌(ଏକ୍ସଡିଆଇ) ଦ୍ୱାରା ଏହି...

ଝାଡ଼ଖଣ୍ଡ: ୪ର୍ଥ ପର୍ଯ୍ୟାୟରେ ୬୨% ମତଦାନ

ରାଞ୍ଚତ୍,୧୭ା୧୨(ଆଇଏଏନ୍‌ଏସ୍‌): ଝାଡ଼ଖଣ୍ଡରେ ସୋମବାର ଅନୁଷ୍ଠିତ ଚତୁର୍ଥ ପର୍ଯ୍ୟାୟ ଭୋଟରେ ୬୨.୪୬ ପ୍ରତିଶତ ମତଦାନ ହୋଇଛି। ଏହି ପର୍ଯ୍ୟାୟରେ ଦେଓଘର, ଗିରିଡିହ, ବୋକାରୋ ଏବଂ ଧାନବାଦ ଜିଲାର...

Advertisement
Archives

Model This Week