୫ରୁ ଊର୍ଦ୍ଧ୍ୱ ଲୋକଙ୍କ ଘର ଭାଙ୍ଗିଲା ହାତୀ

ପାଟଣା,୧୦।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ଗୋଟିକିଆ ଦନ୍ତାହାତୀର ଆତଙ୍କରାଜ ଯୋଗୁ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି। ଗୁରୁବାର ବିଳମ୍ବିତ ରାତିରେ ଏହି ଦନ୍ତାହାତୀଟି ପାଟଣା ରେଞ୍ଜର ବଡ଼ବିଲ, ଜମୁନାଳିଆ, ତାଳସରୁଆ, ହଳଦୀବଟା, ନୂଆଗାଁ ଓ ଦୁବେଇପେଣ୍ଠ ଆଦି ଗ୍ରାମରେ ପଶି ୫ରୁ ଊର୍ଦ୍ଧ୍ୱ ଲୋକଙ୍କ ଘର ଭାଙ୍ଗିବା ସହିତ ଧାନ, ଚାଉଳ,ପନିପରିବା ଖାଇ ନଷ୍ଟ କରିଛନ୍ତି। ଏହି ଗୋଠ ଛଡ଼ା ହାତୀଟି ହଳଦୀବଟା ଗ୍ରାମର ମରା ମୁଣ୍ଡା, ଖଗେଶ୍ୱର ନାଏକ, ବଡ଼ବିଲ ଗ୍ରାମର ଦୁଃଶାସନ ନାଏକ, ସହଦେବ ନାଏକ, ଜାମୁନାଳିଆ ଗ୍ରାମର ମେରା ମୁଣ୍ଡାଙ୍କ ଘର ଭାଙ୍ଗିଦେଇଛି। ହାତୀର ଉପଦ୍ରବ ଦେଖି ଲୋକେ ଭୟଭୀତ ଅବସ୍ଥାରେ ରାତି ଅନିଦ୍ରା ହେଉଛନ୍ତି। ହାତୀଟି ଏବେ ଘୁଣ୍ଟିବେଡ଼ା ଗାଁ ନିକଟ ପୁରୁଣା ପାଣି ଜଙ୍ଗଲ ଥିବା ବନ ବିଭାଗ ପକ୍ଷରୁ ସୂଚନା ମିଳିଛି। ଖୁବ୍‌ଶୀଘ୍ର କ୍ଷୟକ୍ଷତିର ଆକଳନ କରାଯାଇ କ୍ଷତିଗ୍ରସ୍ତ ପରିବାରଙ୍କୁ କ୍ଷତିପୂରଣ ଯୋଗାଇ ଦେବାକୁ ଭାଜପା ନେତା ଗୌତମ ନାଏକ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

ସାଟେଲାଇଟ୍‌ ଇମେଜିଂ ଟେକ୍ନୋଲୋଜି ପାଇଁ ଭାରତୀୟ କମ୍ପାନୀକୁ ଆମେରିକାର ପ୍ୟାଟେଣ୍ଟ

ନୂଆଦିଲ୍ଲୀ,୯ା୯:ମହାକାଶ ପ୍ରଯୁକ୍ତିବଦିଦ୍ୟା କମ୍ପାନୀ ‘ଗାଲାକ୍ସଆଇ’କୁ ମଙ୍ଗଳବାର ଏହାର ଅପ୍‌ଟୋସାର ଇମେଜିଂ କ୍ଷମତାର ମୂଳ ପ୍ରଯୁକ୍ତିବିଦ୍ୟା ପାଇଁ ଆମେରିକାଠାରୁ ପ୍ୟାଟେଣ୍ଟ ମିଳିଛି। ଏହା ସହ ଏହା ସାଟେଲାଇଟ୍‌ ଇମେଜିଂ…

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri