୫ରୁ ସରସ୍ବତୀ ମେଳା

ଉଦଳା,୨୯ା୧(ଡ଼ି.ଏନ୍‌.ଏ.)- ଆସନ୍ତା ଫେବୃୟାରୀ ୫ ତାରିଖରୁ ଉଦଳାଠାରେ ଐତିହାସିକ ସରସ୍ବତୀ ମେଳା ଆରମ୍ଭ ହେବ। ଏହା ୧୯ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ। ମଙ୍ଗଳବାର ଆୟୋଜିତ ଏହି ଖବରଦାତା ସମ୍ମିଳନୀରେ ମନ୍ଦିର ପରିଚାଳନା କମିଟି ସଭାପତି ସନ୍ତୋଷ କୁମାର ବେହେରା, ଉପସଭାପତି କ୍ଷୀରୋଦ ରଞ୍ଜନ ମହାନ୍ତି, ସମ୍ପାଦକ ରବୀନ୍ଦ୍ର କୁମାର ପରିଡା, ସହ ସମ୍ପାଦକ ଦାତ୍ତାକର୍ଣ୍ଣ ସ୍ବାଇଁ, କୋଷାଧ୍ୟକ୍ଷ ରନତ୍ାକର ପ୍ରଧାନ, ବରିଷ୍ଠ ଉପଦେଷ୍ଟା ପ୍ରସନ୍ନ ଦାସ, ବଣିକ ସଂଘ ସମ୍ପାଦକ ଧୀରେନ୍ଦ୍ର ଖଣ୍ଡେଲୱାଲ ପ୍ରମୁଖ ଏହି ସୂଚନା ପ୍ରଦାନ କରିଛନ୍ତି। ସେହିପରି ଶ୍ରୀପଞ୍ଚମୀ ତିଥିରେ ଉଦଳାସ୍ଥିତ ଦେବୀ ସରସ୍ବତୀଙ୍କ ମନ୍ଦିରରେ ଯଥାରୀତି ପୂଜାର୍ଚ୍ଚନା ଅନୁଷ୍ଠିତ ହେବ। ସକାଳ ୫.୩୦ରେ ମନ୍ଦିର ମାର୍ଜନା, ନେତ୍ରବନ୍ଦିନ, ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା, ଅର୍ଘ୍ୟ ପୂଜା ଏବଂ ମହାସ୍ନାନ ଜନିତ ଉପଚାର, ଦେବୀ ସରସ୍ବତୀଙ୍କର ରାଜରାଜେଶ୍ୱରୀ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବା ଭଳି ବିଧି ଚୂଡାନ୍ତ ହୋଇଛି ା ପରେ ସାଧାରଣ ଶ୍ରଦ୍ଧାଳୁଙ୍କ ନିମନ୍ତେ ପୁଷ୍ପାଞ୍ଜଳି, ଦର୍ଶନ, ମାନସିକପୂଜା, ନୂତନ ଭାବେ ବିଦ୍ୟା ଆରମ୍ଭ କରିବାକୁ ଥିବା କୁନି କୁନି ଛାତ୍ରୀଛାତ୍ରଙ୍କ ନିମନ୍ତେ ଖଡିପୂଜା ଆଦି କାର୍ଯ୍ୟକ୍ରମ ମନ୍ଦିରର ପୂଜକଙ୍କ ଦ୍ୱାରା ସମ୍ପନ୍ନ ହେବ ବୋଲି ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri