୫ରେ ବ୍ରହ୍ମଗିରିରେ ପକ୍ଷୀ ଗଣନା

ବ୍ରହ୍ମଗିରି,୩ା୧(ଡି.ଏନ୍‌.ଏ.): ଚିଲିକା, ବାହ୍ୟ ଚିଲିକା ଅଞ୍ଚଳ ଏବଂ ବିଭିନ୍ନ ଜଳାଶୟରେ ବସବାସ କରୁଥିବା ପକ୍ଷୀମାନଙ୍କ ଗଣନା ୫ ତାରିଖରେ ଅନୁଷ୍ଠିତ ହେବ। ଏ ନେଇ ବ୍ରହ୍ମଗିରି ରେଞ୍ଜ ଅଧିକାରୀ ରଜତ କୁମାର ମହାପାତ୍ର ସୂଚନା ଦେଇଛନ୍ତି । ଏହି ପକ୍ଷୀ ଗଣନା ପାଇଁ ପୁରୀ ବାଲୁଖଣ୍ଡରେ ଗୁରୁବାର ବନ ବିଭାଗ କର୍ମଚାରୀ, ପକ୍ଷୀ ବିଶାରଦ ଓ ପରିବେଶବିତ୍‌ଙ୍କୁ ନେଇ ଏକ ତାଲିମ ଶିବିର ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

ଯୋଗ- ପ୍ରାଣାୟାମ ସାଙ୍ଗକୁ ବକ୍ତୃତା ପ୍ରତିଯୋଗିତା

ଦିଗପହଣ୍ଡି, ୨୮/୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ସ୍ମାର୍ଟ ପାର୍କ ପରିସରରେ ସ୍ଥାନୀୟ ଏନ୍ଏସି କାର୍ଯ୍ୟାଳୟ ପକ୍ଷରୁ ସ୍ୱାୟତ୍ତ ଶାସନ ସପ୍ତାହ ପାଳନ…

ବାରାହା ଫାସରେ ଶାଳୀ-ଭିଣୋଇ: ମୃତ ଶରୀରରକୁ ଉଠାଇ ନେଇ ଗୁମ୍ଫା ଭିତରେ….

ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri