୫ଶହ ପରିବାରକୁ ଖାଦ୍ୟ, ମାସ୍କ ବଣ୍ଟନ

ରୂପ୍‌ସା, ୨।୫(ଡି.ଏନ.ଏ.): କରୋନା ମୁକାବିଲା ପାଇଁ ସମଗ୍ର ଦେଶ ଜଟିଳ ପରିସ୍ଥିତି ଦେଇ ଗତି କରୁଛି। ଜନସାଧାରଣଙ୍କୁ ସୁରକ୍ଷା ଦେବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଉଦ୍ୟମ ଜାରି ରଖିଛନ୍ତି। ଏଥିପାଇଁ ବିଭିନ୍ନ ବର୍ଗର ଲୋକଙ୍କ ସମେତ ବହୁ ବେସରକାରୀ ସଂସ୍ଥା ସହାୟତାର ହାତ ବଢ଼ାଇଛନ୍ତି। ବାଲେଶ୍ୱର ଜିଲା ରୂପ୍‌ସା ଥାନା ଅନ୍ତର୍ଗତ ଲଛମନଖୁଣ୍ଟା ଗ୍ରାମର ବିଶିଷ୍ଟ ଶିଳ୍ପପତି ତଥା ସମାଜସେବୀ ଅବଦୁଲ ଅମୀନ ଖାଁ ଶୁକ୍ରବାର ରୂପ୍‌ସା ଅଞ୍ଚଳର ୫ଶହ ପରିବାରଙ୍କୁ ନିଜସ୍ବ ପାଣ୍ଠିରୁ ଚୂଡ଼ା, ଗୁଡ଼, ବିସ୍କୁଟ, ଅଟା, ଆଳୁ, ପିଆଜ ଆଦି ଖାଦ୍ୟ ସାମଗ୍ରୀ ସମେତ ସାବୁନ ଓ ମାସ୍କ ଆଦି ବଣ୍ଟନ କରିଛନ୍ତି। ଏହି ସମୟରେ ସମାଜସେବୀ ସଲିମ ଖାଁ, ପ୍ରଶାସନିକ ଅଧିକାରୀ ବିନୋଦ ସିଂ ଶେଖାୱତ, ସରପଞ୍ଚ ସଞ୍ଜୟ ସେଠୀ, ଯୁବନେତା ଗୟାଧର ପ୍ରଧାନ, ମନୋରଞ୍ଜନ ପ୍ରଧାନ ଓ ଦେବବ୍ରତ ବିଶ୍ୱାଳ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…

ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri