୫୦ଜଣଙ୍କ ସ୍ବାବ ସଂଗ୍ରହ

ସୋର,୨୯ା୪(ଡି.ଏନ୍‌.ଏ.)-ସୋର ମ୍ୟୁନିସିପାଲିଟି ସହ ବିଭିନ୍ନ ପଞ୍ଚାୟତରେ ବାହାରୁ ଆସି କ୍ୱାରାଣ୍ଟାଇନ୍‌ରେ ଥିବା ୩୭୨ଜଣଙ୍କ ସ୍ବାବ ସଂଗ୍ରହ କରାଯାଇଛି। ମଙ୍ଗଳବାର ମାଣିପୁର ପଞ୍ଚାୟତ ହାଇସ୍କୁଲ ପରିସରରେ ଥିବା ୫୦ଜଣଙ୍କ ସ୍ବାବ ସୋର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ତତ୍ତ୍ୱାବଧାନରେ ବାଲେଶ୍ୱରରୁ ଆସିଥିବା ସ୍ବତନ୍ତ୍ର ଟିମ୍‌ ଦ୍ୱାରା ସଂଗ୍ରହ କରାଯାଇଛି। ବାଲେଶ୍ୱରରୁ ଆସିଥିବା ଡ. ଅଜିତ୍‌ କୁମାର ମହାନ୍ତି, ଅବିନାଶ କର, ସରୋଜ କୁମାର ପାଣ୍ଡିଆ, ସନୁସସ୍‌ମଲ୍‌ଙ୍କ ସହ ସୋର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପିଏଚ୍‌ଇଓ ବୈକୁଣ୍ଠନାଥ ଧାମୁଡିଆ, ବିପିଏମ୍‌ ମୁକ୍ତିକାନ୍ତ ପାଣିଗ୍ରାହୀ, ଆଇସିଟିସି କାଉନ୍‌ସିଲର ଶମ୍ବୁନାଥ ସାହୁଙ୍କ ତତ୍ତ୍ୱାବଧାନରେ ଏହି ସ୍ବାବ ସଂଗ୍ରହ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ୱରରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ,୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ବାଲେଶ୍ୱର ଅଫିସ,୨୦ା୪ : ବାଲେଶ୍ୱର ଜିଲାରେ ସୋମବାର ପୁଣି ୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହା ପରେ ଜିଲା ପ୍ରଶାସନ ପକ୍ଷରୁ ସେମାନଙ୍କର ଟ୍ରାଭେଲ୍‌...

କୁଲାଡ଼ ଆନ୍ଧ୍ରବ୍ୟାଙ୍କରେ ଠକେଇ ନେଇ ଏତଲା

ଭଞ୍ଜନଗର,୧୪।୩(ଡି.ଏନ୍‌.ଏ.) ବ୍ୟାଙ୍କ ଠକେଇ ଯୋଗୁ ଦେଶରେ ଗୋଟିଏ ପରେ ଗୋଟିଏ ଜାତୀୟ ଓ ଘରୋଇ ବ୍ୟାଙ୍କ ଦେବାଳିଆ ହେବାରେ ଲାଗିଛି। ଏଭଳି ପରିସ୍ଥିତିରେ କେନ୍ଦ୍ର ସରକାର...

ପରିଦର୍ଶନ ସମୟରେ ମନ୍ତ୍ରୀ ମାସ୍କ ନ ପିନ୍ଧିବାକୁ ନେଇ ଚର୍ଚ୍ଚା

ଦେଓଗାଁ,୧୨ା୧: ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଦେଓଗାଁ ପଞ୍ଚାୟତ ସମିତି ହାଇସ୍କୁଲ ଗସ୍ତବେଳେ ଶ୍ରେଣୀରେ ଛାତ୍ରୀଛାତ୍ରଙ୍କ ସହ ଆଲୋଚନା ସମୟରେ ମାସ୍କ ପରିଧାନ କରି ନ...

୨ ମାଲବାହୀ ଟ୍ରେନ୍‌ ମୁଁହାମୁହିଁ

ରାଉରକେଲା ଅଫିସ, ୨୬।୧୨: ରାଞ୍ଚି ଡିଭିଜନରେ ଦୁଇଟି ମାଲ୍‌ବାହୀ ଟ୍ରେନ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ବ୍ରେକ ଫେଲ୍‌ରୁ ଏହି ଦୁର୍ଘଟଣା ଘଟିଥିବା ରେଳବାଇ ପକ୍ଷରୁ...

ପୋଲିସ ଉପସ୍ଥିତିରେ ଅସ୍ଥି ଚିକିତ୍ସାକେନ୍ଦ୍ରକୁ ପଥର ମାଡ଼

ଖୁଣ୍ଟୁଣୀ,୨୫।୮(ଡି.ଏନ୍‌.ଏ.): ପୋଲିସ ଉପସ୍ଥିତିରେ ରବିବାର ସନ୍ଧ୍ୟାରେ ଆଠଗଡ଼ ଥାନା ଅଧୀନ କୁଲାଇଲୋର ଅସ୍ଥି ଚିକିତ୍ସାକେନ୍ଦ୍ର ପରିସରକୁ ତିନିଜଣ ଯୁବକ ଏକଘଣ୍ଟା ଧରି ପଥର ମାଡ଼ କରିଥିବା...

ବାଲିତୁଠ ପ୍ରାଥମିକ ବିଦ୍ୟାଳୟ: ୩ୟ ଶ୍ରେଣୀ ଛାତ୍ରୀଙ୍କୁ ମାଡ଼ ମାରି ଶିକ୍ଷୟିତ୍ରୀ ଗିରଫ

ଜଗତ୍‌ସିଂହପୁର ଅଫିସ,୨୩ା୧୨: ଜଗତ୍‌ସିଂହପୁର ଜିଲା କୁଜଙ୍ଗ ଥାନା ଅଧୀନ ବାଲିତୁଠ ପ୍ରାଥମିକ ବିଦ୍ୟାଳୟ ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଲିନା ନନ୍ଦ ଜଣେ ୩ୟ ଶ୍ରେଣୀ ଛାତ୍ରୀଙ୍କୁ ମାଡ଼...

ବି.ଡକେବାଡ଼ିରେ ଜ୍ୱର,ଝାଡ଼ାବାନ୍ତି: ୨୦ରୁ ଉର୍ଦ୍ଧ୍ୱ ପରିବାର ଆକ୍ରାନ୍ତ, କୋଭିଡ-୧୯ ପରୀକ୍ଷା କରାଯିବ

ଦାରିଙ୍ଗବାଡ଼ି,୨୯।୪(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ପଞ୍ଚାୟତ ବି.ଡକେବାଡ଼ି ଗ୍ରାମରେ ଗତ ୧୦ ଦିନ ହେଲା ୨୦ରୁ ଉର୍ଦ୍ଧ୍ୱ ପରିବାରର ଲୋକଙ୍କୁ ଜ୍ୱର ଲାଗିରହିଛି। ଏବେ ସେମାନଙ୍କ ମଧ୍ୟରୁ କେତେଜଣଙ୍କୁ...

ଟାଟୁ ଦେଖି ଚିହ୍ନିିଲେ ଭଉଣୀଭାଇ

ଧାମନଗର, ୪।୯(ସ୍ବ.ପ୍ର.): ମାତ୍ର ୧୪ ବର୍ଷ ବୟସରେ ଘରୁ ପଳାଇଥିଲେ। ଏପଟେ ପୁଅକୁ ଝୁରି ଝୁରି ମା’ ଆରପାରିକୁ ଚାଲିଗଲେ। ମା’ଙ୍କ ପରେ ପରେ ବାପା...

Advertisement
Archives

Model This Week