୫୦୦୦ ମାସ୍କ ବଣ୍ଟନ

କେନ୍ଦୁଝର, ୨୦ା୪(ଡି.ଏନ.ଏ.): ରାଜ୍ୟର ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ ମନୋଜ ମଞ୍ଜରୀ ଶିଶୁଭବନ ତରଫରୁ ହରିଚନ୍ଦନପୁର ଓ ବାଂଶପାଳ ବ୍ଲକର ୪୦ଟି ଆଦିବାସୀ ଅଧ୍ୟୁଷିତ ଗ୍ରାମରେ ୫ ହଜାର ମାସ୍କ ବଣ୍ଟନ କରାଯାଇଛି। ଆଦିବାସୀ ସ୍ବାସ୍ଥ୍ୟକେନ୍ଦ୍ର, ସୋମଗିରି ଅଧୀନରେ ଥିବା ଏହି ୪୦ଟି ପୋଷ୍ୟ ଗ୍ରାମରେ ସ୍ବାସ୍ଥ୍ୟକେନ୍ଦ୍ରର ମେଡିକାଲ ଅଫିସର ଡଃ ହୃଷିକେଶ ମିଶ୍ରଙ୍କ ନେତୃତ୍ୱରେ ନର୍ସ,ମେଡିକାଲ କର୍ମଚାରୀ ତଥା ୪୦ଜଣ ମହିଳା ସ୍ବାସ୍ଥ୍ୟକର୍ମୀଙ୍କ ଦ୍ୱାରା ମାସ୍କ ବଣ୍ଟନ କରାଯାଇଥିଲା। ଏମାନେ ମାସ୍କ ବଣ୍ଟନ କରିବା ସହିତ ଘର ଘର ବୁଲି କୋଭିଡ-୧୯ ଉପରେ ସଚେତନତା ସୃଷ୍ଟି କରି ସାମାଜିକ ଦୂରତା ରକ୍ଷା କରିବା,ସାବୁନ ଓ ସାନିଟାଇଜର ବ୍ୟବହାର,ମାସ୍କ ପିନ୍ଧିବା ସହିତ ପରିବେଶ ସଫାସୁତୁରା ରକ୍ଷା କରିବା ଉପରେ ଲୋକମାନଙ୍କୁ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ନୂଆବର୍ଷରେ ଘର ତିଆରି ହେବ ମହଙ୍ଗା, ବୃଦ୍ଧି ପାଇବ ସିମେଣ୍ଟ ଦର, ବ୍ୟାଗ୍‌ ପିଛା…

ନୂଆଦିଲ୍ଲୀ,୨ା୧: ନୂଆବର୍ଷ ଅବସରରେ ମୁଦ୍ରାସ୍ଫୀତି ସମ୍ପର୍କରେ ନିରାଶାଜନକ ଖବର ଆସିଛି। ପ୍ରକୃତରେ କମ୍ପାନୀଗୁଡ଼ିକ ସିମେଣ୍ଟର ମୂଲ୍ୟ ବୃଦ୍ଧି କରିବାକୁ ପ୍ରସ୍ତୁତ ହେଉଛନ୍ତି। ଏକ ରିପୋର୍ଟ ଅନୁଯାୟୀ,...

ପାକିସ୍ତାନ ହୋଇଯିବ ମାଲାମାଲ: ବିଶାଳ ଭଣ୍ଡାର ମିଳିବା ପରେ ଖୁସିରେ ଗଦଗଦ ହେଲେ ଶେହବାଜ ଶରିଫ

ଇସଲାମାବାଦ୍‌,୨।୧: ପାକିସ୍ତାନ ଖାଇବର ପଖତୁନଖୱା ପ୍ରଦେଶରେ ଅଶୋଧିତ ତୈଳ ଏବଂ ପ୍ରାକୃତିକ ଗ୍ୟାସର ନୂତନ ଭଣ୍ଡାର ଆବିଷ୍କାର କରିଥିବା ଦାବି କରିଛି। ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ...

ଏହା ଡବଲ ଗେମ୍‌…, କ୍ରିକେଟର୍ସଙ୍କ ସହ ହ୍ୟାଣ୍ଡସେକ୍‌ ପାଇଁ କାହିଁକି ନାହିଁ ଅନୁମତି? ଜୟଶଙ୍କରଙ୍କ ସହ PAK ସ୍ପିକରଙ୍କ ହାତ ମିଳାଇବାକୁ ନେଇ…

ଇସଲାମାବାଦ/ନୂଆଦିଲ୍ଲୀ,୨।୧: ପାକିସ୍ତାନୀ ବିଶେଷଜ୍ଞ କମର ଚିମା ଢାକାରେ ପାକିସ୍ତାନ ଜାତୀୟ ପରିଷଦର ବାଚସ୍ପତି ଆୟାଜ ସାଦିକଙ୍କ ସହ ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ. ଜୟଶଙ୍କରଙ୍କ ହାତ...

ହାତୀର ଟ୍ରାଙ୍କୁଲାଇଜ୍‌ ଚିକିତ୍ସା ପାଇଁ ଅନୁମତି ମାଗିଥିଲା ବନ ବିଭାଗ, ହେଲେ…

ବଲାଙ୍ଗୀର,୨ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ରେଞ୍ଜ ବେଲଗାଁ ସେକ୍ସନ ନାରିକଟା ବିଟ୍‌ ବିଜେପୁର ପଞ୍ଚାୟତ ବର୍ଣ୍ଣି ଜଙ୍ଗଲସ୍ଥିତ ନୀମପଡ଼ା ଗାଁର ନାଳରେ ଏକ...

ଖୋଲିଲା ମଣ୍ଡି: ପ୍ରଥମ ଦିନରେ ଧାନ ଦେଲେ ଏତିକି ଚାଷୀ

ପାଟଣା,୨।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟରେ ଶୁକ୍ରବାର ରାଜ୍ୟ ଯୋଗାଣ ନିଗମ ତରଫରୁ ଧାନ ମଣ୍ଡି ଖୋଲିଛି। ପ୍ରଥମ ଦିନରେ ପାଟଣା...

ଖଣ୍ଡଗିରି ମାଘ ମେଳା ନେଇ ମେୟରଙ୍କ ସୂଚନା, ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପରିବେଷଣ…

ଭୁବନେଶ୍ବର, ୨/୧:  ମାଘ ମେଳା ପାଖେଇ ଆସୁଥିବା ବେଳେ ଅଶ୍ଲିଳ ନୃତ୍ୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମେୟର ସୁଲୋଚନା ଦାସ । ଖଣ୍ଡଗିରି ମାଘ...

ଯୁବକଙ୍କୁ ଦଳି ମାରିବା ପରେ ବି ଜଗି ରହିଛି ହାତୀ 

ଖୋର୍ଦ୍ଧା,୨।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଭୂଆସୁଣି ପାଟଣା ଗାଁରେ ଯୁବକଙ୍କୁ ଜଣେ ଯୁବକଙ୍କୁ ଏକ ଦନ୍ତା ଦଳି ଦେଇଛି। ମୃତକ ହେଲେ ପ୍ରିୟବ୍ରତ...

ଗ୍ରୀନ ଷ୍ଟିକର ନେଇ ପରିବହନ ବିଭାଗର ବଡ଼ ଘୋଷଣା, ସବୁ RTOରେ ଖୋଲିବ….

ଭୁବନେଶ୍ବର, ୨/୧:  ଆସନ୍ତା ୧୦ ତାରିଖରୁ ମିଳିବ ଗ୍ରୀନ ଷ୍ଟିକର । ପଲ୍ୟୁସନ କରିଥିବା ଗାଡିରେ ଲଗାଇପାରିବେ ଲୋକେ । ଏନେଇ ପରିବହନ ବିଭାଗ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri