ବନ୍ତ,୬ା୪(ଡି.ଏନ୍.ଏ.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅନୁରୋଧ କ୍ରମେ ସାରା ଦେଶରେ ରବିବାର ରାତି ୯ଟାରେ ୯ ମିନିଟ୍ ପାଇଁ ଦୀପ ପ୍ରଜ୍ଜ୍ୱୋଳନ କରାଯାଇଥିଲା। ଏହି ଅବସରରେ ଭଦ୍ରକ ଜିଲା ବନ୍ତ ବ୍ଲକ ଓଡ଼ଙ୍ଗ ପଞ୍ଚାୟତରେ ସରପଞ୍ଚ କିଶୋର କିଙ୍କର ପଢିଆରୀଙ୍କ ତତ୍ତ୍ୱାବଧାନରେ ଯୁବଗୋଷ୍ଠୀ ୫୦୮ ଦୀପ ପ୍ରଜ୍ଜ୍ୱୋଳନକରି କରୋନା ମହାମାରୀକୁ ଦେଶରୁ ବିଦାୟ ଦେବାନେଇ ଠାକୁରଙ୍କୁ ପ୍ରାର୍ଥନା କରିଥିଲେ। ଏହି କାର୍ଯ୍ୟରେ ସୁଶାନ୍ତ କୁମାର ଦାଶ, ପିତାମ୍ବର ପୁହାଣ, ରାଜୀବ ଲୋଚନ ଦାସ, ଅଭିମନ୍ୟୁ ମହୁରୀ, ତ୍ରିଲୋଚନ ଦାଶ, ସୁରେଶ ମଲ୍ଲିକ, ଜଗବନ୍ଧୁ ବାରିକ, ଭାଗିରଥି ଦାଶ ପ୍ରମୁଖ ସହଯୋଗ କରିଥିଲେ ା
Posted inଆମ ଜିଲା ଖବର, କରୋନା ଭାଇରସ୍, ଭଦ୍ରକ View All
କାର୍କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…
ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ଭାରସାମ୍ୟ ହରାଇ ଏକ କାର୍କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…
ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ
କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…
ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ
ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…
ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ
ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…
ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ
ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…
୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ
ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…
ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ
ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…
୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…
କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…
Archives

