Posted inଖେଳ

୫୦ ବର୍ଷରେ ଚେସ୍‌ ଯାଦୁଗର ଆନନ୍ଦ

ଚେନ୍ନାଇ, ୧୨।୧୨ (ପି.ଟି.)- ଭାରତର କିମ୍ବଦନ୍ତୀ ଚେସ୍‌ ତାରକା ତଥା ୫ ଥର ବିଶ୍ୱ ଚାମ୍ପିୟନ ବିଶ୍ୱନାଥନ ଆନନ୍ଦ ବୁଧବାର ୫୦ ବର୍ଷରେ ପଦାର୍ପଣ କରିଛନ୍ତି। ଚେନ୍ନାଇ ଜନ୍ମିତ ବିଶ୍ୱନାଥନ ପରିବାର ସଦସ୍ୟଙ୍କ ଗହଣରେ ଜନ୍ମଦିନ ପାଳନ କରିଛନ୍ତି। ପୁଅ ଅଖିଲଙ୍କ ସହ ଏକ ଫଟୋ ମଧ୍ୟ ସେ ନିଜ ଟୁଇଟର୍‌ ପେଜ୍‌ରେ ଶେୟାର କରିଛନ୍ତି। ସେହିଭଳି କ୍ରୀଡ଼ା ଖବରଦାତା ସୁସାନ ନିନାନ୍‌ଙ୍କ ସହଯୋଗରେ ଆନନ୍ଦଙ୍କ ଦ୍ୱାରା ଲିଖିତ ବହି ‘ମାଇଣ୍ଡ ମାଷ୍ଟର୍ସ’ ମଧ୍ୟ ସଂଯୋଗକ୍ରମେ ବୁଧବାର ରିଲିଜ ହୋଇଛି। ଚେସ୍‌ରେ ଆନନ୍ଦ ହେଉଛନ୍ତି ଭାରତର ପଥ ପ୍ରଦର୍ଶକ ଏବଂ ଦେଶର ପ୍ରଥମ ଗ୍ରାଣ୍ଡସ୍ଲାମ ବିଜେତା। ପ୍ରଥମଥର ଲାଗି ସେ ୨୦୦୦ ମସିହାରେ ବିଶ୍ୱ ଚେସ୍‌ରେ ଚାମ୍ପିୟନ ହୋଇଥିଲେ। ସେହିଭଳି ୨୦୦୩ ଓ


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୃହତ ବିଜୟ ସହିତ କ୍ୱାର୍ଟରରେ ବ୍ରାଜିଲ

ଦୋହା,୬ା୧୨: ଫିଫା ବିଶ୍ୱକପର ରାଉଣ୍ଡ ଅଫ୍‌ ୧୬ ମୁକାବିଲାରେ ସୋମବାର ବୃହତ ବିଜୟ ହାସଲ କରିଛି ବ୍ରାଜିଲ। ଦଳ ୪-୧ରେ ଦକ୍ଷିଣ କୋରିଆକୁ ପରାସ୍ତ କରିବା...

ବିଶ୍ୱକପ୍‌ ବିଜେତା ଡି ରୋସିଙ୍କ ଅବସର

ବୁଏନ୍ସ ଏରିଜ୍‌, ୭।୧ (ଏଏଫ୍‌ପି)- ବିଶ୍ୱକପ୍‌ ବିଜେତା ଭେଟେରାନ ଇଟାଲୀ ଫୁଟ୍‌ବଲ ଖେଳାଳି ଡାନିଏଲ ଡି ରୋସି ଅବସର ଘୋଷଣା କରିଛନ୍ତି। ୩୬ ବର୍ଷୀୟ ରୋସି...

ଇନିଂସ ବିଜୟର ନିକଟତର ନ୍ୟୁଜିଲାଣ୍ଡ

ଓ୍ବେଲିଂଟନ, ୧୪ା୧୨ (ଏପି)-ସ୍ଥାନୀୟ ରିଜର୍ଭ ବେସିନଠାରେ ଚାଲିଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ନ୍ୟୁଜିଲାଣ୍ଡ ଇନିଂସ ବିଜୟ ନିକଟତର ହୋଇଛି। ରବିବାର ଥିଲା ମ୍ୟାଚର...

କୋହଲିଙ୍କ ପାଇଁ ଭୁଲି ଯିବାର ଦିନ

ଆବୁ ଧାବି,୨୦।୯: ସ୍ଥାନୀୟ ଆବୁଧାବିଠାରେ ସୋମବାର ଖେଳାଯାଇଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗଲୋରକୁ ୧୦ ଓଭର ପୂର୍ବରୁ ୯ ଉଇକେଟରେ ହରାଇ ଦେଇଛି କୋଲକାତା ନାଇଟ୍‌...

ତାଇଓ୍ବାନ ଏକାଡେମୀରେ ଯୋଗଦେଲେ ସିନ୍ଧୁଙ୍କ କୋଚ୍‌

ପୁଣେ,୧୫।୧୧- ପି. ଭି. ସିନ୍ଧୁ ବିଶ୍ୱ ଚାମ୍ପିୟନଶିପ ସ୍ବର୍ଣ୍ଣ ପଦକ ଜିତିବା ପରେ ଭାରତ ଛାଡ଼ିଥିବା କୋରିଆନ ବ୍ୟାଡ୍‌ମିଣ୍ଟନ କୋଚ୍‌ କିମ ଜି ହ୍ୟୁନ ପୁଣେ...

ଆଶେସ: ରୋରିଙ୍କ ଶତକ

ବର୍ମିଂହାମ,୩।୮(ପି.ଟି.)- ସ୍ଥାନୀୟ ଏଜ୍‌ବାଷ୍ଟନ ଗ୍ରାଉଣ୍ଡରେ ଚାଲିଥିବା ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଆଶେସ୍‌ ଟେଷ୍ଟରେ ଘରୋଇ ଇଂଲଣ୍ଡ ପ୍ରାରମ୍ଭିକ ଝଟ୍‌କା ଖାଇବା ସତ୍ତ୍ୱେ ଭଲ ପ୍ରଦର୍ଶନ କରିଛି।...

ରାକେଟ୍‌ରେ ଓ୍ବିମ୍ବେଲଡନ କୋର୍ଟ ନଷ୍ଟ କରିଥିବା ଅଭିଯୋଗ: ସେରେନାଙ୍କୁ ଜରିମାନା

ଲଣ୍ଡନ, ୯ା୭- ରାକେଟ୍‌ରେ ଓ୍ବିମ୍ବେଲଡନ କୋର୍ଟ ନଷ୍ଟ କରିଥିବା ଅଭିଯୋଗରେ ସେରେନା ଓ୍ବିଲିୟମ୍ସଙ୍କୁ ୧୦,୦୦୦ ଡଲାର(୭,୯୮୮ ପାଉଣ୍ଡ) ଜରିମାନା କରାଯାଇଛି। ଅଲ୍‌ ଇଂଲଣ୍ଡ କ୍ଲବରେ ଚଳିତ...

୨୦୨୨ ଫିଫା ବିଶ୍ୱକପ୍:‌ ଅଧିକ ଭାରତୀୟ ଦର୍ଶକ ସାମିଲ ହେବା ନେଇ ଆୟୋଜକ ଆଶାବାଦୀ

ମୁମ୍ବାଇ,୨୯।୧୦(ପି.ଟି.): ମଧ୍ୟପ୍ରାଚ୍ୟର ପ୍ରଥମ ଦେଶ ଭାବେ କାତାର ୨୦୨୨ ବିଶ୍ୱକପ୍‌ ଆୟୋଜନ କରିବ। ଏହି ବିଶ୍ୱକପ୍‌ରେ ୨୦୧୮ ସଂସ୍କରଣ ତୁଳନାରେ ଅଧିକ ଭାରତୀୟ ମ୍ୟାଚ୍‌ ଦେଖିବେ...

Advertisement
Archives

Model This Week