Posted inUncategorized

୫୦ ବର୍ଷ ଡେଇଁବା ମାତ୍ରେ ମଣିଷଙ୍କଠାରେ ଦେଖାଯାଏ ଏସବୁ ରୋଗ

ମଣିଷଙ୍କୁ ୫୦ ବର୍ଷ ଡେଇଁବା ମାତ୍ରେ କିଛି ବିଶେଷ ସମସ୍ୟା ସେମାନଙ୍କୁ ଆକ୍ରାନ୍ତ କରିଥାଏ। ଯାହା ବୟସ୍କ ଲୋକଙ୍କ ଲାଗି ଚିନ୍ତାର କାରଣ ହୋଇପଡେ। କାରଣ ଏହି ବୟସରେ ଶରୀରର ରୋଗ ପ୍ରତିରୋଧକ କ୍ଷମତା କମ୍‌ ହୋଇ ଥାଏ। ତେବେ ଏପରି କିଛି ବିଶେଷ ସ୍ବାସ୍ଥ୍ୟ ସମସ୍ୟା ରହିଛି ଯାହା ୫୦ ବର୍ଷ ପରେ ଲୋକଙ୍କଠାରେ ଅଧିକ ଦେଖାଯାଇଥାଏ। ତେବେ ଜାଣନ୍ତୁ ସେ ସମ୍ପର୍କରେ…..

ହୃଦ୍‌ଘାତ: ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ କହିବାନୁଯାୟୀ ଆମେରିକାରେ ଏହି ରୋଗ ପ୍ରଥମ, ଯାହା ବୟସ୍କ ଲୋକଙ୍କଠାରେ ଅଧିକ ଦେଖାଯାଇଥାଏ।

ଦ୍ୱିତୀୟରେ କ୍ୟାନ୍ସର ଯାହା ବୟସ୍କ ବ୍ୟକ୍ତିମାନଙ୍କୁ ଅଧିକ ଆକ୍ରାନ୍ତ କରିଥାଏ। ଅମେରିକାରେ ୫୦ ବର୍ଷ ପରେ ଏହି ରୋଗ ବ୍ୟକ୍ତିଙ୍କଠାରେ ଅଧିକ ଦେଖାଯାଇଥାଏ। ଯଥା ପାକସ୍ଥଳୀ ଓ ସ୍ତନ କର୍କଟରେ ମହିଳାମାନେ ଆକ୍ରାନ୍ତ ହୋଇଥାନ୍ତି।

ଷ୍ଟ୍ରୋକ୍‌: ଆମେରିକାରେ ହୃଦ୍‌ଘାତ ଓ କ୍ୟାନ୍‌ସର ପରେ ପ୍ରାୟ ଲୋକ ଏହି ଷ୍ଟ୍ରୋକରେ ଆକ୍ରାନ୍ତ ହୋଇଥାନ୍ତି। ଯାହା ସବୁଠୁ ଅଧିକ ବୟସ୍କ ଲୋକଙ୍କୁ ଆକ୍ରାନ୍ତ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଏଭଳି ସ୍ତ୍ରୀଙ୍କୁ ବିବାହ କଲେ ଧନ୍ୟ ହୁଏ ପୁରୁଷ

ବିବାହକୁ ସମସ୍ତଙ୍କର ଚିନ୍ତାଧାରା ଅଲଗା। ହେଲେ ବହୁତ ଭଲପାଉଥିବା ଏବଂ ମନର କଥାକୁ ସହଜରେ ବୁଝିପାରୁଥିବା ଜୀବନସାଥୀଟିଏ ଚାହାନ୍ତି ସମସ୍ତେ। ଚାଣକ୍ୟ ନୀତିରେ ଏପରି କିଛି ସ୍ତ୍ରୀଙ୍କ…

ଅଜିତ ପାୱାରଙ୍କ କେବେ ଏବଂ କେଉଁଠି ଶେଷକୃତ୍ୟ ହେବ ଜାଣନ୍ତୁ

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ତଥା ଏନସିପି ନେତା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ତାଙ୍କ ଅନ୍ତିମ ସଂସ୍କାର ଗୁରୁବାର ସକାଳ ୧୧ଟାରେ ବାରାମତିରେ…

ନବୀନଙ୍କୁ ଭେଟିବେ ପିସିସି ସଭାପତି ଭକ୍ତ ଦାସ, କହୁକହୁ କହିଦେଲେ ଏହି ବଡ଼ କଥା…

ଭୁବନେଶ୍ୱର,୨୮ା୧: ରାଜ୍ୟ ସଭା ନିର୍ବାଚନ ନେଇ ନବୀନଙ୍କ କୋର୍ଟକୁ ବଲ୍‌ ଫିଙ୍ଗିଛନ୍ତି ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ମିଶିକି ଆଲୋଚନା କରିବା ପାଇଁ ମୁଁ…

ସାମ୍ନାକୁ ଆସିଲା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଭିଡିଓ, ଶେଷ ମୁହୂର୍ତ୍ତ…

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଫୁଟେଜ୍ ସାମ୍ନାକୁ ଆସିଛି । ଫୁଟେଜରେ ସ୍ପଷ୍ଟ ଭାବରେ ଦେଖାଯାଉଛି ଯେ ବିମାନଟି ଖସିପଡ଼ିବା ମାତ୍ରେ ଅଗ୍ନିପିଣ୍ଡୁଳା…

୨୯ରେ ଗଞ୍ଜାମରେ କୃଷ୍ଣସାର ମୃଗ ଗଣନା, କୌଣସି ଫଟୋ କି ତଥ୍ୟ ପ୍ରଘଟ କରିବେ ନାହିଁ ଛାତ୍ରୀଛାତ୍ର

ଭଞ୍ଜନଗର,୨୮ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଗର୍ବ ଓ ଗୌରବ ହେଉଛି କୃଷ୍ଣସାର ମୃଗ। ଏହି ମୃଗ ଘୁମୁସର ଦକ୍ଷିଣ ବନଖଣ୍ଡରେ ବହୁ ବର୍ଷ ପୂର୍ବେ ଦେଖା ଦେଇଥିଲା।…

ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨୦୨୬ ମସିହାରେ ହେବାକୁ ଯାଉଛି…

ଭୁବନେଶ୍ବର,୨୮।୧: ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ବୟାନ ଦେଇଛନ୍ତି । ୨୦୨୬ ମସିହାରେ ବହୁତ କିଛି ହେବ ବୋଲି କହିଛନ୍ତି ।…

ଦିଗପହଣ୍ଡିରେ ବନ୍ଦ ପ୍ରଭାବ ଶୂନ୍ୟ: ସବୁ ଖୋଲା, ଗାଡ଼ି ଚଳାଚଳ ବି ସ୍ବାଭାବିକ

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ଆଖପାଖ ଅଞ୍ଚଳରେ ନବ ନିର୍ମାଣକୃଷକ ସଙ୍ଗଠନ ପକ୍ଷରୁ ବୁଧବାର ଡାକରା ଦିଆଯାଇଥିବା ୮ ଘଣ୍ଟିଆ ବନ୍ଦ ପାଳନ…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ବିମାନ ଦୁର୍ଘଟଣାର ଗୁରୁତ୍ୱପୂର୍ଣ୍ଣ ତଥ୍ୟ: ଦ୍ୱିତୀୟଥର ଅବତରଣବେଳେ…

ପୁଣେ,୨୮।୧: ମହାରାଷ୍ଟ୍ରର ବାରାମତିରେ ବୁଧବାର ସକାଳେ ଏକ ବିମାନ ଦୁର୍ଘଟଣା ଘଟିଛି। ଏଥିରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ସମେତ ୬ ଜଣଙ୍କର ମୃତ୍ୟୁ ହୋଇଛି। ବିମାନଟି ମୁମ୍ବାଇରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri