୫୦ ବର୍ଷ ବୟସ ପୂର୍ବରୁ ଟାଇପ୍‌ ୨ ଡାଇବେଟିସ୍‌କୁ ଚିହ୍ନିହେବ

ଡାଇବେଟିସ୍‌ ବା ମଧୁମେହ ଏକ ନିରବଘାତି ରୋଗ ବୋଲି କୁହାଯାଇଥାଏ। କାରଣ ସମସ୍ତଙ୍କର ଧାରଣା ରହିଛି ଯେ ୫୦ବର୍ଷ ପାଖାପାଖି ହେଲେ ଡାଇବେଟିସର ଲକ୍ଷଣ ପ୍ରକାଶ ପାଇଥାଏ। କିନ୍ତୁ ଏବେ କାନାଡାର ଏକ ବିଶେଷଜ୍ଞ ଦଳ କହିଛନ୍ତି ମାତ୍ର ୮ ବର୍ଷ ବୟସର ଶିଶୁ ରକ୍ତକୁ ପରୀକ୍ଷା କଲେ ଟାଇପ୍‌-୨ ଡାଇବେଟିସ୍‌ ସମ୍ପର୍କରେ ସୂଚନା ମିଳିପାରିବ। ବିଶେଷଜ୍ଞଙ୍କ କହିବା କଥା ହେଲା ଡାଇବେଟିସ୍‌ର ଲକ୍ଷଣ ଧୀରେ ଧୀରେ ଆସିଥାଏ ଓ ବୟସ ବଢିବା ପରେ ଏହା ଅଧିକ ମାତ୍ରାରେ ପ୍ରକାଶ ପାଇଥାଏ। ନିକଟରେ ପ୍ରାୟ ୪ ହଜାର ଭିନ୍ନ ଭିନ୍ନ ବୟସର ବ୍ୟକ୍ତିଙ୍କ ରକ୍ତ ପରୀକ୍ଷା କରାଯାଇଥିଲା। ଏଥିରୁ ମିଳିଥିବା ତଥ୍ୟ ଅନୁଯାୟୀ ଏମାନଙ୍କ ରକ୍ତରେ କିଛି ସୁକ୍ଷ୍ମ ଅଣୁ ରହିଛି। ଯାହାକୁ ପରୀକ୍ଷା କଲେ ଟାଇପ୍‌-୨ ଡାଇବେଟିସର ସୂଚନା ମିଳିପାରୁଛି। ତେଣୁ ବିଶେଷଜ୍ଞମାନେ ମତ ରଖିଛନ୍ତି କମ୍‌ ବୟସରୁ ଡାଇବେଟିସର ନିରୁପଣ କରି ଯଦି ଚିକିତ୍ସା କରାଯାଏ ତେବେ ଭବିଷ୍ୟତରେ ଏହା ପ୍ରାଣଘାତି ହୋଇ ନ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri