Posted inଫୁରସତ

୫୦ ବର୍ଷ ମଧ୍ୟରେ ପୁଣି ଦେଖିବାକୁ ମିଳିଲା ଇନ୍ଦ୍ରଧନୁ ସାପ, ଫଟୋ ଭାଇରାଲ

ଓ୍ବାଶିଂଟନ୍‌: ବେଳେବେଳେ କିଛି ଖରାପ ଜିନିଷ ମଧ୍ୟରେ ଖୁବ୍‌ ସୁନ୍ଦର ଝଲକ ଦେଖିବାକୁ ମିଳେ। ସେ ବୃକ୍ଷଲତା ହୁଅନ୍ତୁ କିମ୍ବା ଜୀବଜନ୍ତୁ। ଏମିତି ଏକ ସୁନ୍ଦର ଜୀବ ହେଉଛି ରେନ୍‌ବୋ ସାପ। ଇନ୍ଦ୍ରଧନୁ ପରି ସାତ ରଙ୍ଗ ଏହି ସାପ ଦେହରେ ଦେଖିବାକୁ ମିଳେ। ଏହି ପ୍ରଜାତିର ସାପ ବେଶ୍‌ ଆକର୍ଷଣୀୟ ଦେଖାଯା’ନ୍ତି। ୫୦ ବର୍ଷ ମଧ୍ୟରେ ଆମେରିକାର ଫ୍ଲୋରିଡା ଜଙ୍ଗଲରେ ଏପରି ସାପ ଦେଖିବାକୁ ମିଳେ। ଏହି ସାପର ଫଟୋ ଓକେଲା ନ୍ୟାଶନାଲ ଫରେଷ୍ଟ ଫେସବୁକ୍‌ ଆକାଉଣ୍ଟରେ ଶେୟାର ହୋଇଛି। ଯାହା ଖୁବ୍‌ ଭାଇରାଲ ହେବାରେ ଲାଗିଛି।

ଏହି ରଙ୍ଗୀନ ସାପର ଲମ୍ବ ୪ ଫୁଟ। ସାପର ବିଶେଷତ୍ୱ ହେଲା ଏହା ବିଷଧର ନୁହେଁ। ତେଣୁ କୌଣସି କ୍ଷତି କରେ ନାହିଁ। ଦୁନିଆରେ ଏହି ପ୍ରଜାତିର ସାପ କ୍ୱଚିତ୍‌ ଦେଖାଯା’ନ୍ତି। ୧୯୬୯ରେ ଫ୍ଲୋରିଡାରେ ଶେଷଥର ପାଇଁ ଏପରି ସାପ ଦେଖାଯାଇଥିଲା। କୁହାଯାଏ, ଏହା ବହୁତ ଲାଜୁଆ ସ୍ବଭାବର। ସାଧାରଣତଃ ପାଣି ଥିବା ସ୍ଥାନରେ ଏହି ସାପ ଦେଖିବାକୁ ମିଳେ। ଏହି ସାପବଂଶ ବିଲୁପ୍ତପ୍ରାୟ। ଫ୍ଲୋରିଡାର ବାୟୋଲୋଜିକାଲ ଡାୟବର୍ସିଟି ସେଣ୍ଟର ପକ୍ଷରୁ ୨୦୧୦ରେ ଏପରି ସାପବଂଶ ବଞ୍ଚାଇ ରଖିବା ପାଇଁ ଦାବି କରାଯାଇଥିଲା। ଫ୍ଲୋରିଡା ସଂଗ୍ରାହାଳୟ ଅନୁଯାୟୀ, ରୋଡମ୍ୟାନ୍‌ ଝରଣାର ଜଳସ୍ତର ପରିବର୍ତ୍ତନ ହେଉଥିବାରୁ ଏହି ସାପ ବାହାରକୁ ଚାଲିଆସିଛି। କହିରଖୁଛୁ, ଆମେରିକା ସରକାର ଏହାକୁ ବିଲୁପ୍ତ ପ୍ରାୟ ବୋଲି ଧରିନେଇଥିଲେ। ଏପରିକି ଏହି ସାପ ଖୋଜି ଆଣିଦେଲେ ୫୦୦ ଡଲାର ପୁରସ୍କାର ରାଶି ମଧ୍ୟ ଘୋଷଣା କରିଥିଲେ। ମାତ୍ର ଏବେ ଦ୍ୱିତୀୟ ଥର ପାଇଁ ଏହି ସାପ ଦେଖି ଫ୍ଲୋରିଡାବାସୀ ଆଖିକୁ ବିଶ୍ୱାସ କରିପାରୁନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?