୫୦ ସ୍ବାବ୍‌ ପରୀକ୍ଷା ପାଇଁ ପଠାଗଲା

ଖୋର୍ଦ୍ଧା ଅଫିସ,୧୪ା୪: ଖୋର୍ଦ୍ଧା ଜିଲାର ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେଶନକୁ ବାଦ୍‌ ଦେଇ ସୋମବାର ସୁଦ୍ଧା ୪୦୨ ଜଣଙ୍କ ସ୍ବାବ ନମୁନା ପରୀକ୍ଷା ଲାଗି ଭୁବନେଶ୍ୱର ପଠାଯାଇଛି। ତନ୍ମଧ୍ୟରେ ଖୋର୍ଦ୍ଧାରୁ ୨୦, ଟାଙ୍ଗିରୁ ୫, ବୋଲଗଡରୁ ୬, ବାଳକାଟୀରୁ ୪, ବାଣପୁରରୁ ୧୫ ସ୍ବାବ୍‌ ନମୁନା ରହିଛି। ରବିବାର ୪୩ ନମୁନା ପଠାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହୀନସ୍ତା କରୁଛନ୍ତି ହାତୀପଲ

ରାସୋଳ: ଜଙ୍ଗଲରେ ଖାଦ୍ୟ ଅଭାବ। ହାତୀ ଭଳି ବିଶାଳକାୟ ପ୍ରାଣୀଙ୍କ ଅପୂରା ରହୁଛି ପେଟ। ଖାଦ୍ୟ ଆଶାରେ ସେମାନେ ଏବେ ଜନବସତି ମୁହଁା ହେଉଛନ୍ତି। ଅଧରାତିରେ...

ରଖିଲେ ଶିବ…

ତରବୋଡ/ନୂଆପଡା ଅଫିସ, ୮।୨: କଥାରେ ଅଛି ରଖିଲେ ଶିବ ମାରିବ କିଏ। ନୂଆପଡ଼ା ଜିଲା ଟାନୱାଟରେ ସୋମବାର ଏକ ଦୁର୍ଘଟଣା ଘଟିଛି ଯାହାକୁ ଦେଖି ଅଞ୍ଚଳବାସୀ...

ସିବିଆଇ ତଦନ୍ତ ଦାବିରେ ଜନସ୍ବାର୍ଥ ମାମଲା

କଟକ ଅଫିସ/ଆସିକା, ୫ା୪:(ଡି.ଏନ୍‌.ଏ):ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଆଇଆଇସି ଦେବ କୁମାର ଗମାଙ୍ଗଙ୍କ ମୃତ୍ୟୁର ରହସ୍ୟ ଉପରୁ ଏପର୍ଯ୍ୟନ୍ତ ପରଦା ହଟିପାରିନାହିଁ। ଏପରି ସ୍ଥିତିରେ ସିବିଆଇ...

ପୋଲିସକୁ ଭୁଆଁ ବୁଲାଇଥିଲେ ଶର୍ମିଷ୍ଠା

ଭୁବନେଶ୍ୱର,(ବ୍ୟୁରୋ)/ କଟକ ଅଫିସ, ୩୧।୩: ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ଜେଲ ଯାଇ ୫ ଦିନିଆ ରିମାଣ୍ଡରେ ଆସିଥିବା ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା...

ଆଶିଷ ଗଡ଼ନାୟକ, ସ୍ବାଗତିକା ସ୍ବାଇଁ ପାଇବେ ‘ଟାଇମ୍‌ପାସ୍‌ ବୁକର୍‌ ପୁରସ୍କାର’

ଭୁବନେଶ୍ୱର,୨୨।୯(ବ୍ୟୁରୋ): ଯୁବ ଲେଖକମାନଙ୍କୁ ଉତ୍ସାହିତ କରିବା ପାଇଁ ଓଡ଼ିଶାର ଉଚ୍ଚାଭିଳାଷୀ ପ୍ରକାଶନ ସଂସ୍ଥା ‘ଟାଇମପାସ୍‌’ ପକ୍ଷରୁ ପ୍ରତିବର୍ଷ ପ୍ରଦାନ କରାଯାଉଥିବା ମର୍ଯ୍ୟାଦାଜନକ ‘ଟାଇମ୍‌ପାସ୍‌ ବୁକର୍‌ ପୁରସ୍କାର’ର...

ବଜ୍ରପାତରେ ମହିଳାଙ୍କ ଜୀବନ ଗଲା

ବଇଣ୍ଡା,୮।୬(ଡି.ଏନ.ଏ.)-କିଶୋରନଗର ବ୍ଲକ ବିଲେଇନାଳୀ ଗ୍ରାମରେ ଶନିବାର ଅପରାହ୍ନରେ ବଜ୍ରପାତରେ ଗ୍ରାମର ସୁଲୋଚନା ସାହୁ(୪୫)ଙ୍କ ମୃତ୍ୟୁ ଘଟିଛି। ସୁଲୋଚନା ମହୁଲ ଫଳ ସଂଗ୍ରହ କରିବାକୁ ଯାଇଥିବାବେଳେ ହଠାତ୍‌...

ଭାସିଗଲା ମାଛ ବୋଝେଇ ଟ୍ରାକ୍ଟର

ବାଲେଶ୍ୱର ଅଫିସ,୧୮ ।୯: ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ବାହାବଳପୁର-ହଳଦୀପଦା ରାସ୍ତାର ଚିରକୁଣି ଚଟାଣରେ ଶୁକ୍ରବାର ବନ୍ୟାଜଳ ସ୍ରୋତରେ ଏକ ମାଛ ବୋଝେଇ ଟ୍ରାକ୍ଟର ଭାସିଯାଇଛି...

ଅସୁସ୍ଥ ଧନେଶ୍ୱରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କଲେ ସ୍ବେଚ୍ଛାସେବୀ

ଲୋଇସିଂହା,୧୬।୬(ଡି.ଏନ.ଏ.) ବଲାଙ୍ଗୀର ଜିଲା ବୁଢୀପଦର ଗାଁର ବୃଦ୍ଧ ଧନେଶ୍ୱର ବୁଡେକଙ୍କ ବାମଗୋଡ ଘା ହୋଇ ସଂକ୍ରମିତ ହୋଇଯାଇଥିଲା। ଅର୍ଥାଭାବାରୁ ସେ ଚିକିତ୍ସିତ ହୋଇ ନ ପାରି...

Advertisement
Archives

Model This Week