୫୦ ହଜାର ଟଙ୍କା ଲୁଟ୍‌

ରାଜନଗର, ୭।୧ (ଡି.ଏନ.ଏ.) : ରାଜନଗର ବଜାର ଉପରୁ ଜଣେ ବୃଦ୍ଧଙ୍କ ୫୦ ହଜାର ଟଙ୍କା ଦୁର୍ବୃତ୍ତମାନେ ଲୁଟି ନେଇଛନ୍ତି। ମହାକାଳପଡା ଥାନା ଅଧୀନ ଭୋପାଳ ଗ୍ରାମର ମୁରଲୀଧର ରାଉତ(୮୦) ରାଜନଗର ଷ୍ଟେଟ ବ୍ୟାଙ୍କରୁ ୫୦ହଜାର ଟଙ୍କା ଉଠାଇ ରାଜନଗର ବଜାରକୁ ଯାଇଥିଲେ। ରାଜନଗର ବ୍ଲକ ଛକ ନିକଟରେ ଥିବା ଏକ ନଳକୂପ ନିକଟରେ ମୁରଲୀଧର ବ୍ୟାଗ ରଖି ଧୋଇ ହେଉଥିବା ବେଳେ କେତେଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ତାଙ୍କ ବ୍ୟାଗ ନେଇ ପଳାଇଥିଲେ। ଏ ଦେଇ ସେ ରାଜନଗର ଥାନାରେ ଅଭିଯୋଗ କରିବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୋଲ ବମ୍‌ ଧ୍ୱନିରେ କମ୍ପିଲା ପଞ୍ଚଲିଙ୍ଗେଶ୍ୱର ପୀଠ

ସଜନାଗଡ଼,୨୨।୭(ଡି.ଏନ.ଏ.): ଶ୍ରାବଣ ମାସର ପ୍ରଥମ ସୋମବାର ଉତ୍ତରଓଡ଼ିଶାର ଅନ୍ୟତମ ଶୈବପୀଠ ନୀଳଗିରିସ୍ଥିତ ବାବା ପଞ୍ଚଲିଙ୍ଗେଶ୍ୱର ପୀଠରେ କାଉଡ଼ିଆମାନେ ଜଳାଭିଷେକ କରି ପୂଜାର୍ଚ୍ଚନା କରିଛନ୍ତି। ହଜାର ହଜାର...

ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟରେ ଅବ୍ୟବସ୍ଥା: ପ୍ରକାଶ ପାଉନି ପରୀକ୍ଷା ଫଳ

ବ୍ରହ୍ମପୁର ଅଫିସ୍‌,୩୦ା୫-ପ୍ରତିଷ୍ଠା ପରଠାରୁ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ରାଜ୍ୟ ସରକାରଙ୍କ ତରଫରୁ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଗଲା। କିନ୍ତୁ ଆନୁଷଙ୍ଗିକ କୌଣସି...

ନୂଆପଡା ପଞ୍ଚାୟତ ସମିତି ବୈଠକ: ପଞ୍ଚାୟତିରାଜ ପ୍ରତିନିଧିଙ୍କୁ ସମୁଚିତ ମର୍ଯ୍ୟାଦା ମିଳୁନାହିଁ; ବୈଠକ ପ୍ରାରମ୍ଭରେ ଝଡ

ନୂଆପଡା ଅଫିସ,୨୭ା୯-ନୂଆପଡା ଜିଲା ସଦର ବ୍ଲକ ସବୁ କ୍ଷେତ୍ରରେ ଅବହେଳିତ। ଏଠାରେ ଲୋକଙ୍କ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ କ୍ଷେତ୍ରରେ ବହୁ ଅସୁବିଧା ରହିଛି। ତ୍ରିସ୍ତରୀୟ ପଞ୍ଚାୟତିରାଜ...

ରେଳପଥ ପାଇଁ ଉଜୁଡିବ ୩୨.୭୯୨ ହେକ୍ଟର ଜଙ୍ଗଲ: ଦଶପଲ୍ଲା ରେଞ୍ଜରେ ଚିହ୍ନଟ ପ୍ରକ୍ରିୟା ଶେଷ

ନୟାଗଡ଼ ଅଫିସ,୨୧ା୩: ଖୋର୍ଦ୍ଧା-ବଲାଙ୍ଗୀର ରେଳପଥ ନିର୍ମାଣ ଉଦ୍ଦେଶ୍ୟରେ ନୟାଗଡ଼ ବନଖଣ୍ଡ ଦଶପଲ୍ଲା ରେଞ୍ଜର ଅରାସାହି, କୁଞ୍ଜବନଗଡ, ନିଜ ଅନ୍ଧାରକୋଟ ରେଭିନ୍ୟୁ ଓ ରିଜର୍ଭ ଫରେଷ୍ଟର ୩୨.୭୯୨...

ହୀରାକୁଦ ଡ୍ୟାମ୍‌ରେ ଖୋଲିଲା ଆଉ ଦୁଇଟି ଗେଟ୍‌

ସମ୍ବଲପୁର,୧୮।୮(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମ୍‌ରୁ ଶନିବାର ୫ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ହେଉଥିବା ବେଳେ ରବିବାର ସକାଳେ ପୁଣି ଦୁଇଟି ଗେଟ ଖୋଲାଯାଇଛି। ମୋଟ...

ନେଗେଟିଭ୍‌ ଆସିଲା ଫୁଲବାଣୀ ଛାତ୍ରଙ୍କ ରକ୍ତ ନମୂନା

କଟକ ଅଫିସ, ୪।୨: ଚାଇନାର ସିଚୁଆନସ୍ଥିତ ସାଉଥ୍‌ ଓ୍ବେଷ୍ଟ ମେଡିକାଲ ବିଶ୍ୱବିଦ୍ୟାଳୟରେ ଏମ୍‌ବିବିଏସ୍‌ ପଢ଼ୁଥିବା ଫୁଲବାଣୀର ଜଣେ ଛାତ୍ର କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଥିବା ସନ୍ଦେହ...

ଇ-ଅଫିସ ଆରମ୍ଭ କଲା ଗଞ୍ଜାମ ପୋଲିସ: ଲୋକଙ୍କୁ ମିଳିବ ଉତ୍ତମ ସେବା

ଛତ୍ରପୁର,୧ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲିସ ପକ୍ଷରୁ ବୁଧବାର ଇ-ଅଫିସର ଶୁଭାରମ୍ଭ ହୋଇଛି। ଏହାଫଳରେ ଜନସାଧାରଣଙ୍କୁ ଖୁବ୍‌ଶୀଘ୍ର ଉତ୍ତମ ସେବା ମିଳିପାରିବ ବୋଲି ଏକ ଖବରଦାତା ସମ୍ମିଳନୀରେ...

ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନରେ ବିଜେଡି ପକ୍ଷରୁ ରୋଗୀଙ୍କୁ ଫଳ,ବସ୍ତ୍ର ବଣ୍ଟନ

ମୁନିଗୁଡ଼ା,୧୬।୧୦(ଡି.ଏନ୍‌.ଏ.): ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୪ ତମ ଜନ୍ମ ଦିବସ ଅବସରରେ ରାୟଗଡ଼ା ଜିଲା ମୁନିଗୁଡ଼ା ବିଜୁ ଜନତା ଦଳ ପକ୍ଷରୁ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *